Base Word
גִּבּוֹר
Short Definitionpowerful; by implication, warrior, tyrant
Long Definition(adj) strong, mighty
Derivationor גִּבֹּר; (shortened) intensive from the same as H1397
International Phonetic Alphabetɡɪb̚ˈbor
IPA modɡiˈbo̞wʁ
Syllablegibbôr
Dictionɡib-BORE
Diction Modɡee-BORE
Usagechampion, chief, × excel, giant, man, mighty (man, one), strong (man), valiant man
Part of speecha

ଆଦି ପୁସ୍ତକ 6:4
ସମାନଙ୍କେ ପସନ୍ଦ ଅନୁସାରେ ସମାନଙ୍କେୁ ବିବାହ କଲେ।

ଆଦି ପୁସ୍ତକ 10:8
ନିମ୍ରୋଜ୍ କୂଶର ପୁତ୍ର। ସେ ପୃଥିବୀ ମଧିଅରେ ପରାକ୍ରମି ହବୋକୁ ଲାଗିଲା।

ଆଦି ପୁସ୍ତକ 10:9
ସେ ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ନିମ୍ରୋଜ ତୁଲ୍ଯ ଥିଲେ ବୋଲି ଲୋକମାନେ କହୁଥିଲେ, ସେ ବ୍ଯକ୍ତି ନିମ୍ରୋଜ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖ ରେ ଗୋଟିଏ ପରାକ୍ରାନ୍ତ ବ୍ଯାଧ।

ଆଦି ପୁସ୍ତକ 10:9
ସେ ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ନିମ୍ରୋଜ ତୁଲ୍ଯ ଥିଲେ ବୋଲି ଲୋକମାନେ କହୁଥିଲେ, ସେ ବ୍ଯକ୍ତି ନିମ୍ରୋଜ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖ ରେ ଗୋଟିଏ ପରାକ୍ରାନ୍ତ ବ୍ଯାଧ।

ଦିତୀୟ ବିବରଣ 10:17
କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ସେ ଦବଗେଣର ଦବେ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ବର, ସେ ମନକ୍ସ୍ଟଷ୍ଯର ମକ୍ସ୍ଟଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।

ଯିହୋଶୂୟ 1:14
ତୁମ୍ଭର ସ୍ତ୍ରୀ ଏବଂ ପିଲାମାନେ ୟର୍ଦ୍ଦନର ପୂର୍ବ ଦିଗସ୍ଥ ଭୂମିରେ ବାସ କରିବେ, ଯାହା ସଦାପ୍ରଭୁ ତୁମ୍ଭକୁ ଦଇେଛନ୍ତି। ସମାନେେ ସଠାେରେ ସମାନଙ୍କେର ଗୋରୁଗାଈ ସହିତ ବାସ କରିବେ। କିନ୍ତୁ ତୁମ୍ଭର ଶକ୍ତିଶାଳୀ ଯୋଦ୍ଧାଗଣ ତୁମ୍ଭମାନଙ୍କର ଭାତୃଗଣ ସହିତ ଅସ୍ତ୍ର ରେ ସକ୍ସ୍ଟସଜ୍ଜିତ ହାଇେ ୟର୍ଦ୍ଦନ ନଦୀ ପାର ହବୋ ଉଚିତ୍। ତୁମ୍ଭେ ସମାନଙ୍କେୁ ସମାନଙ୍କେ ଭୂମି ଫରୋଇବା ପାଇଁ କରୁଥିବା ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରିବା ଉଚିତ୍।

ଯିହୋଶୂୟ 6:2
ତେଣୁ ଯିହାଶୂେୟଙ୍କକ୍ସ୍ଟ ସଦାପ୍ରଭୁ ପକ୍ସ୍ଟଣିଥରେ କହିଲେ, ଦେଖ, ଯିରୀହାେ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ୈସନ୍ଯମାନଙ୍କୁ ପରାସ୍ତ କରିବାକୁ ମୁ ତୁମ୍ଭକୁ ଅନକ୍ସ୍ଟମତି ଦବେି।

ଯିହୋଶୂୟ 8:3
ତେଣୁ ଯିହାଶୂେୟ ତାଙ୍କର ସମସ୍ତ ସୈନ୍ଯ ଦଳ ଅଯକକ୍ସ୍ଟ ଆକ୍ରମଣ କରିବାକୁ ଆଗଇେ ନେଲେ। ଏହାପରେ ଯିହାଶୂେୟ ତାଙ୍କର 30,000 ନିପୂଣ ୈସନ୍ଯମାନଙ୍କୁ ବିଛିଲେ। ସମାନଙ୍କେୁ ସହେି ରାତ୍ରି ରେ ପଠାଇ ଦେଲେ।

ଯିହୋଶୂୟ 10:2
ତେଣୁ ଆଦୋନିଷଦେକ୍ ଏବଂ ତାଙ୍କର ଲୋକମାନେ ଖକ୍ସ୍ଟବ୍ ଭୟଭୀତ ହେଲେ। ଗିବିଯୋନ ଅଯ ପରି େଛାଟ ସହର ନ ଥିଲା। ଏହା ଏକ ବଡ ସହର ଥିଲା। ଏହା ଏକ ରାଜଧାନୀ ତକ୍ସ୍ଟଲ୍ଯ ବୃହତ୍ ନଗର ଥିଲା ଏବଂ ସହେି ସହରର ଲୋକମାନେ ଯୋଦ୍ଧା ଥିଲେ। ତେଣୁ ରାଜା ବହକ୍ସ୍ଟତ ଭୟ କରି ୟାଇଥିଲେ।

ଯିହୋଶୂୟ 10:7
ତେଣୁ ଯିହାଶୂେୟ ତାଙ୍କର ସମସ୍ତ ସୈନ୍ଯ ଓ ମହା ବିକ୍ରମଶାଳୀ ଯୋଦ୍ଧା ସହିତ ଗିଲ୍ଗଲରକ୍ସ୍ଟ ୟାତ୍ରା କଲେ।

Occurences : 159

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்