Base Word
גָּזַל
Short Definitionto pluck off; specifically to flay, strip or rob
Long Definitionto tear away, seize, plunder, tear off, pull off, rob, take away by force
Derivationa primitive root
International Phonetic Alphabetɡɔːˈd͡zɑl
IPA modɡɑːˈzɑl
Syllablegāzal
Dictionɡaw-DZAHL
Diction Modɡa-ZAHL
Usagecatch, consume, exercise (robbery), pluck (off), rob, spoil, take away (by force, violence), tear
Part of speechv

ଆଦି ପୁସ୍ତକ 21:25
ଏହାପରେ ଅବ୍ରହାମ ଅବିମଲକଠାେ ରେ ଅଭିଯୋଗ କଲେ। କାରଣ ଅବିମଲକରେ ଦାସମାନେ ଏକ କୂଅକୁ କବ୍ଜା ରେ କରି ନଇେଛନ୍ତି।

ଆଦି ପୁସ୍ତକ 31:31
ଯାକୁବ ଉତ୍ତର ଦେଲେ, ମୁଁ ତୁମ୍ଭକୁ ନ କହି ପଳାଇ ଆସିଲି କାରଣ ମୁଁ ତୁମ୍ଭକୁ ଭୟ କରୁଥିଲି। ମୁଁ ଭାବିଲି ତୁମ୍ଭେ ତୁମ୍ଭର କନ୍ଯାମାନଙ୍କୁ ମାଠାରୁେ ଦୂ ରଇେ ନବେ।

ଲେବୀୟ ପୁସ୍ତକ 6:4
ଏହି ଦୋଷଗୁଡିକ ମଧ୍ଯରୁ ଯେ କୌଣସି ଗୋଟିଏ କରେ ସେ ପାପୀ ବୋଲି ବିବଚେିତ ହୁଏ। ସେ ନିଶ୍ଚଯ ଫରୋଇଦବେ, ଯାହା କିଛି ସେ ଚୋରି କରିଛି କିମ୍ବା ଅନ୍ଯାଯ ଭାବରେ ଗ୍ରହଣ କରିଛି କିମ୍ବା ତାକୁ କିଛି ବିଶ୍ବାସ ରେ ଦିଆୟାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ଯ ଯାହାକି ହଜି ୟାଇଛି।

ଲେବୀୟ ପୁସ୍ତକ 6:4
ଏହି ଦୋଷଗୁଡିକ ମଧ୍ଯରୁ ଯେ କୌଣସି ଗୋଟିଏ କରେ ସେ ପାପୀ ବୋଲି ବିବଚେିତ ହୁଏ। ସେ ନିଶ୍ଚଯ ଫରୋଇଦବେ, ଯାହା କିଛି ସେ ଚୋରି କରିଛି କିମ୍ବା ଅନ୍ଯାଯ ଭାବରେ ଗ୍ରହଣ କରିଛି କିମ୍ବା ତାକୁ କିଛି ବିଶ୍ବାସ ରେ ଦିଆୟାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ଯ ଯାହାକି ହଜି ୟାଇଛି।

ଲେବୀୟ ପୁସ୍ତକ 19:13
ତୁମ୍ଭମାନେେ ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରିବ ନାହିଁ ଓ ତାଙ୍କଠାରୁ ଚୋରି କରିବ ନାହିଁ। ପୁଣି ବତନଜେୀବିର ବତନେ ରାତ୍ରିଠାରୁ ସକାଳ ୟାଏ ତୁମ୍ଭ ପାଖ ରେ ରହିବ ନାହିଁ।

ଦିତୀୟ ବିବରଣ 28:29
ତୁମ୍ଭମାନେେ ଦିନ ବେଳେ ମଧ୍ଯ ଅନ୍ଧଙ୍କ ପରି ଦରାଣ୍ତି ହବେ। ତୁମ୍ଭମାନେେ ଆପଣା କାର୍ୟ୍ଯ ରେ ସର୍ବଦା କୃତକାର୍ୟ୍ଯ ହବେନାହିଁ। ତୁମ୍ଭେ ସର୍ବଦା ଉପଦ୍ରବଗ୍ରସ୍ଥ ଓ ଲକ୍ସ୍ଟସ୍ଖିତ ହବେ। କହେି ତୁମ୍ଭକୁ ଉଦ୍ଧାର କରିବାକୁ ନଥିବେ।

ଦିତୀୟ ବିବରଣ 28:31
ଲୋକମାନେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ତୁମ୍ଭର ଗୋବତ୍ସାମାନଙ୍କୁ ବଧ କରିବେ। କିନ୍ତୁ ତୁମ୍ଭେ ତା'ର ମାଂସ ଖାଇ ପାରିବ ନାହିଁ। ଲୋକମାନେ ତୁମ୍ଭର ଗଧମାନ ନଇେ ଯିବେ। ସମାନେେ ତାହା ତୁମ୍ଭକୁ ଫରୋଇବେ ନାହିଁ। ତୁମ୍ଭର ଶତୃମାନେ ତୁମ୍ଭର ମଷେମାନଙ୍କୁ ନଇେଯିବେ କିନ୍ତୁ ଉଦ୍ଧାର କରିବାକୁ କହେି ନଥିବେ।

ବିଚାରକର୍ତାମାନଙ୍କ ବିବରଣ 9:25
ଶିଖିମର ନତେୃବର୍ଗମାନେ ପର୍ବତ ଶୃଙ୍ଗ ଉପରେ ଗକ୍ସ୍ଟଲ୍ଗ ସୈନ୍ଯ ଛାଉଣୀ ନିର୍ମାଣ କଲେ। ସମାନେେ ସହେି ବାଟ ଦଇେ ଯାଉଥିବା ସମସ୍ତଙ୍କକ୍ସ୍ଟ ଲକ୍ସ୍ଟଟ୍ କଲେ। ଅବୀମଲକେ ଏହି ସମସ୍ତ ସମ୍ବାଦ ଶୁଣିଲେ।

ବିଚାରକର୍ତାମାନଙ୍କ ବିବରଣ 21:23
ଏଣୁ ଏହା ଅନକ୍ସ୍ଟସା ରେ ବିନ୍ଯାମୀନୀଯ ପରିବାରବର୍ଗର ଲୋକମାନେ କଲେ। ଯେତବେେଳେ ୟକ୍ସ୍ଟବତୀମାନେ ନିଚକ୍ସ୍ଟଥିଲେ, ପ୍ରେତ୍ୟକକ ଲୋକ ମାନେ ଜଣେ ଜଣେ ୟକ୍ସ୍ଟବତୀମାନଙ୍କୁ ଧରିଲେ, ସମାନଙ୍କେୁ ନଇଗେଲେ ଏବଂ ବିବାହ କଲେ। ତା'ପରେ ସମାନେେ ସମାନଙ୍କେର ଦେଶକକ୍ସ୍ଟ ଫରେି ଆସିଲେ। ବିନ୍ଯାମୀନୀଯ ଲୋକମାନେ ପକ୍ସ୍ଟନ୍ନରାଯ ସମାନଙ୍କେର ନଗର ନିର୍ମାଣ କଲେ ଓ ସଠାେରେ ବାସ କରିବାକୁ ଆରମ୍ଭ କଲେ।

ଦିତୀୟ ଶାମୁୟେଲ 23:21
ବନାଯ ଏକ ମିଶ୍ରୀଯ ମହାପୁରୁଷଙ୍କକ୍ସ୍ଟ ହତ୍ଯା କଲା। ସହେି ମିଶ୍ରୀଯ ଜଣଙ୍କ ହାତ ରେ ଏକ ବର୍ଚ୍ଛା ଥିଲା କିନ୍ତୁ ବନାଯର ହାତ ରେ ଏକ ୟଷ୍ଟି ଥିଲା, ବନାଯ ତା'ର ହାତରକ୍ସ୍ଟ ବର୍ଚ୍ଛା ଛଡାଇ ଆଣିଲା ଓ ତା'ର ବର୍ଚ୍ଛା ରେ ତାକକ୍ସ୍ଟ ବଧ କଲା।

Occurences : 31

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்