Base Word
גִּיחוֹן
Short DefinitionGichon, a river of Paradise; also a valley (or pool) near Jerusalem
Long Definitionone of the four rivers of the Garden of Eden
Derivationor (shortened) גִּחוֹן; from H1518; stream
International Phonetic Alphabetɡɪi̯ˈħon̪
IPA modɡiːˈχo̞wn
Syllablegîḥôn
Dictionɡee-HONE
Diction Modɡee-HONE
UsageGihon
Part of speechn-pr-m

ଆଦି ପୁସ୍ତକ 2:13
ଦ୍ବିତୀୟ ନଦୀର ନାମ ଗୀହାନ୍େ ଥିଲା। ଏହା ସମସ୍ତ କୁଶ ଦେଶକୁ ବ୍ଯାପିଥିଲା।

ପ୍ରଥମ ରାଜାବଳୀ 1:33
ତା'ପରେ ରାଜା ସମାନଙ୍କେୁ କହିଲେ, ମାରେସମସ୍ତ ଦାସମାନଙ୍କୁ ତୁମ୍ଭମାନଙ୍କ ସଙ୍ଗ ରେ ନଇେ ଓ ମାରେ ପୁତ୍ର ଶଲୋମନକୁ ମାେ ନିଜ ଖଚର ରେ ବସାଇ ଗୀହୋନ ଝରଣା ନିକଟକୁ ଆଣ।

ପ୍ରଥମ ରାଜାବଳୀ 1:38
ତେଣୁ ଯାଜକ ସାଦୋକ, ଭବିଷ୍ଯଦ୍ବକ୍ତା ନାଥନ ଓ ଯିହାୟୋଦାରଦାର ପୁତ୍ର ବନାଯ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀଯ ଆଦେଶ ପାଳନ କଲେ। ସମାନେେ ରାଜ ଶଲୋମନଙ୍କୁ ଦାଉଦଙ୍କର ଗଧ ଉପରେ ବସାଇ ଗୀହାନେ ଝରଣା ନିକଟକୁ ନଇଗେଲେ।

ପ୍ରଥମ ରାଜାବଳୀ 1:45
ତା'ପରେ ସାଦୋକ ଯାଜକ ଓ ନାଥନ ଭବିଷ୍ଯଦ୍ବକ୍ତା ଶଲୋମନଙ୍କୁ ଗୀହାନେ ଝରଣା ନିକଟରେ ଅଭିଷକେ କରାଇଲେ। ତା'ପରେ ସମାନେେ ନଗର ରେ ପ୍ରବେଶ କଲେ ଓ ଲୋକମାନେ ତାଙ୍କ ପଶ୍ଚାଧାବନ କଲେ। ବର୍ତ୍ତମାନ ସମସ୍ତ ନଗରବାସୀ ମହାଆନନ୍ଦିତ ଓ ସହେି ଆନନ୍ଦଧ୍ବନି ତୁମ୍ଭେ ଶୁଣୁଥିଲ।

ଦିତୀୟ ବଂଶାବଳୀ 32:30
ହିଜକିଯ ହିଁ ୟିରୁଶାଲମ ରେ ଗୀହାନେ ଝରଣାର ଉର୍ଦ୍ଧ୍ବସ୍ଥ ଉତ୍ସକୁ ବନ୍ଦ କଲେ ଓ ସହେି ଜଳକୁ ଦାଉଦଙ୍କ ନଗରର ଦକ୍ଷିଣ ପାଶର୍‌ବ ରେ ସଳଖ ଭାବରେ ନିମ୍ନଗାମୀ କଲେ। ଆଉ ହିଜକିଯ ଯେଉଁ ସମସ୍ତ କର୍ମ କଲେ, ସେଥି ରେ ସଫଳ ହେଲେ।

ଦିତୀୟ ବଂଶାବଳୀ 33:14
ଏହି ସମସ୍ତ ଘଟିଲା ପରେ, ମନଃଶି ଦାଉଦଙ୍କ ନଗର ବାହା ରେ ଏକ ପ୍ରାଚୀର ନିର୍ମାଣ କଲେ। ଏହି ପ୍ରାଚୀର ଉପତ୍ୟକା ରେ ଥିଲା ଏବଂ ଗୀହାନେ ଝରଣାର ପଶ୍ଚିମ ପାଶର୍‌ବରୁ ମତ୍ସ୍ଯ ଦ୍ବାରର ପ୍ରବେଶପଥ ପର୍ୟ୍ଯନ୍ତ, ଓଫଲ ପର୍ବତର ଚତୁର୍ଦ୍ଦିଗ ରେ ବେଷ୍ଟନ କରି ରହିଥିଲା। ସେ ସହେି ପ୍ରାଚୀରକୁ ଅତି ଉଚ୍ଚ କଲେ। ଏହାପରେ ଯିହୁଦାର ସବୁ ଦୁର୍ଗଗୁଡ଼ିକରେ ପଦାଧିକାରୀମାନଙ୍କୁ ସ୍ଥାପନ କଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்