Base Word
גָּלַל
Short Definitionto roll (literally or figuratively)
Long Definitionto roll, roll away, roll down, roll together
Derivationa primitive root
International Phonetic Alphabetɡɔːˈlɑl
IPA modɡɑːˈlɑl
Syllablegālal
Dictionɡaw-LAHL
Diction Modɡa-LAHL
Usagecommit, remove, roll (away, down, together), run down, seek occasion, trust, wallow
Part of speechv

ଆଦି ପୁସ୍ତକ 29:3
ଯେତବେେଳେ ସବୁ ମଷେପଲ ସହେି କୂପ ନିକଟରେ ଉପସ୍ଥିତ ହୁଅନ୍ତି ସେତବେେଳେ ମଷେପାଳକମାନେ ଏହି ଶୀଳାକୁ କୂପର ସମ୍ମୁଖରୁ କାଢ଼ିଦିଅନ୍ତି। ମଷେମାନେ ପାଣି ପିଇ ସାରିବା ପରେ ସମାନେେ କୂପର ମୁହଁକୁ ପଥର ସହିତ ଆଚ୍ଛାଦନ କଲେ।

ଆଦି ପୁସ୍ତକ 29:8
କିନ୍ତୁ ମଷେପାଳକ କହିଲେ, ଯେପର୍ୟ୍ଯନ୍ତ ସମସ୍ତ ମଷେ ଏକତ୍ର ନ ହାଇେଛନ୍ତି ସେ ପର୍ୟ୍ଯନ୍ତ ଆମ୍ଭେ ଏହା କରିପାରିବୁ ନାହିଁ। ସମସ୍ତ ଏକତ୍ର ହବୋପରେ ଆମ୍ଭେ କୂପ ସମ୍ମୁଖରୁ ପଥର କାଢିବୁ ଏବଂ ସମସ୍ତ ମଷେମାନେ ପାଣି ପିଇପାରିବେ।

ଆଦି ପୁସ୍ତକ 29:10
ରାହେଲ ଥିଲା ଲାବନ୍ର ଝିଅ। ଲାବନ ଥିଲେ ଯାକୁବର ମା' ରିବିକାର ଭାଇ। ଯାକୁବ ଯେତବେେଳେ ମାତୁଳ ଲାବନର କନ୍ଯା ମଷେ ସହିତ ରାହେଲକୁ ଦେଖିଲା, ସେ ୟାଇ ପଥର ଘୁଞ୍ଚାଇଲେ ଓ ତାଙ୍କର ମଷେମାନେ ଜଳପାନ କଲେ।

ଆଦି ପୁସ୍ତକ 43:18
ସହେି ଲୋକମାନେ ଭୟଭିତ ହାଇେ ଗଲେ ଯେତବେେଳେ ସମାନେେ ଯୋଷଫଙ୍କେ ଗୃହକୁ ଗଲେ। ସମାନେେ କହିଲେ, ଆମ୍ଭମାନଙ୍କୁ ଏଥର ଏଠାକୁ ଅଣା ୟିବାର କାରଣ ହେଉଛ ଗତଥର ଆମ୍ଭମାନେେ ଶସ୍ଯ ଅଖା ସହିତ ସହେି ଟଙ୍କା ନଇେ ୟାଇଥିଲୁ। ଆମ୍ଭ ବିରୁଦ୍ଧ ରେ ଏହା ତାଙ୍କର ଏକ ପ୍ରମାଣ। ତେଣୁ ସେ ଏଥର ଆମ୍ଭର ସମସ୍ତ ଗଧକୁ ନଇେଯିବେ ଏବଂ ଆମ୍ଭମାନଙ୍କୁ ତାଙ୍କର ଦାସ କରି ରଖିବେ।

ଯିହୋଶୂୟ 5:9
ସହେି ସମୟରେ, ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭମାନେେ ମିଶରର ଦାସ ଥିଲ, ଏବଂ ଏହା ତୁମ୍ଭକୁ ଲଜ୍ଜା ଦେଉଥିଲା। କିନ୍ତୁ ଆଜି ମୁ ଲଜ୍ଜାକକ୍ସ୍ଟ ନିବାରଣ କରିଅଛି। ତେଣୁ ୟିହୋଶୂଯ ସେ ସ୍ଥାନର ନାମ ଦେଲେ, ଗିଲ୍ଗାଲ୍, ଏବଂ ସହେି ଗିଲ୍ଗାଲ୍ ନାମ ଆଜି ମଧ୍ଯ ପ୍ରଚଳିତ ଅଛି।

ଯିହୋଶୂୟ 10:18
ୟିହୋଶୂଯ କହିଲେ, ବଡ ବଡ ପ୍ରସ୍ତର ଫଳକ ଗମ୍ଫା ମକ୍ସ୍ଟହଁକକ୍ସ୍ଟ ଗଡାଇ ଦିଅ ଓ ସମାନଙ୍କେୁ ଜଗିବା ପାଇଁ ଲୋକ ନିୟକ୍ସ୍ଟକ୍ତ କର।

ପ୍ରଥମ ଶାମୁୟେଲ 14:33
ଜଣେ ବ୍ଯକ୍ତି ଶାଉଲଙ୍କକ୍ସ୍ଟ କହିଲେ, ଦେଖନ୍ତକ୍ସ୍ଟ ଲୋକମାନେ ରକ୍ତମିଶା ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରୁଅଛନ୍ତି। ଶାଉଲ କହିଲେ, ତୁମ୍ଭେ ପାପ କରିଅଛ, ବର୍ତ୍ତମାନ ଗୋଟିଏ ପଥରେ ମାେ ସମ୍ମକ୍ସ୍ଟଖେ ଗକ୍ସ୍ଟଡାଅ।

ଦିତୀୟ ଶାମୁୟେଲ 20:12
ସେ ସମୟରେ ଅମାସା ରାଜପଥ ମଧିଅରେ ନିଜ ରକ୍ତ ରେ ଲଟପଟ ହାଇେ ପଡିଥିଲା। ପକ୍ସ୍ଟଣି ସହେି ୟକ୍ସ୍ଟବକ ସମସ୍ତ ଲୋକଙ୍କକ୍ସ୍ଟ ଠିଆ ହବୋର ଦେଖି ଅମାସାକକ୍ସ୍ଟ ରାଜପଥରକ୍ସ୍ଟ କ୍ଷେତ୍ରକକ୍ସ୍ଟ ନଇଗେଲା। ତା'ପରେ ସେ ତାହା ଉପରେ ଏକ ବସ୍ତ୍ର ଘୋଡାଇ ଦଲୋ। ଯେତେ ଲୋକ ତା'ର ନିକଟ ଦଇେ ଆସିଲେ, ପ୍ରେତ୍ୟକକକକ୍ସ୍ଟ ଠିଆ ହବୋର ଦେଖନ୍ତେ ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇ ଦଲୋ।

ଆୟୁବ ପୁସ୍ତକ 30:14
ସମାନେେ ପାଚରେୀ ରେ ଏକ ସିନ୍ଧି କରନ୍ତି ଓ ୟୋର ଜବରଦସ୍ତ ସହେି ମଧ୍ଯ ଦଇେ ପ୍ରବେଶ କରନ୍ତି। ଝଡ଼ର ତାଣ୍ଡବ ଲୀଳା ରେ ସମାନେେ ସହଜ ରେ ଗତି କରନ୍ତି।

ଗୀତସଂହିତା 22:8
ସମାନେେ ମାେତେ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକ, ସେ ତୁମ୍ଭକୁ ଉଦ୍ଧାର କରିପାରନ୍ତି। ୟଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥାନ୍ତି ତବେେ ନିଶ୍ଚଯ ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସିବେ।

Occurences : 18

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்