Base Word
גָּמַר
Short Definitionto end (in the sense of completion or failure)
Long Definitionto end, come to an end, complete, cease
Derivationa primitive root
International Phonetic Alphabetɡɔːˈmɑr
IPA modɡɑːˈmɑʁ
Syllablegāmar
Dictionɡaw-MAHR
Diction Modɡa-MAHR
Usagecease, come to an end, fail, perfect, perform
Part of speechv

ଗୀତସଂହିତା 7:9
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।

ଗୀତସଂହିତା 12:1
ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।

ଗୀତସଂହିତା 57:2
ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରିବି। ଏବଂ ପରମେଶ୍ବର ମାରେ ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ !

ଗୀତସଂହିତା 77:8
ପରମେଶ୍ବରଙ୍କ ଦୟା କ'ଣ ଚିରକାଳ ପାଇଁ ଲୁପ୍ତ ହାଇେଛି ? ତାଙ୍କର ପ୍ରତିଜ୍ଞା କ'ଣ ଚିରକାଳ ପାଇଁ ବିଫଳ ହାଇେଛି ?

ଗୀତସଂହିତା 138:8
ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମାେତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତଣେୁ ଆମ୍ଭକୁ ପରିତ୍ଯାଗ କର ନାହିଁ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்