Base Word
גָּנַב
Short Definitionto thieve (literally or figuratively); by implication, to deceive
Long Definitionto steal, steal away, carry away
Derivationa primitive root
International Phonetic Alphabetɡɔːˈn̪ɑb
IPA modɡɑːˈnɑv
Syllablegānab
Dictionɡaw-NAHB
Diction Modɡa-NAHV
Usagecarry away, × indeed, secretly bring, steal (away), get by stealth
Part of speechv

ଆଦି ପୁସ୍ତକ 30:33
ଭବିଷ୍ଯତ ରେ ଯେତବେେଳେ ମୁଁ ସଚ୍ଚୋଟ ବୋଲି ତୁମ୍ଭେ ଜାଣିପାରିବ। ଯଦି ତୁମ୍ଭେ ମାରେ ମଷେପଲ ଦେଖିବାକୁ ଆସିପାରିବ। ତୁମ୍ଭେ ମାରେ ପଲକୁ ଦିଖିପାର। ଅର୍ଥାତ୍ ଛାଗଳମାନଙ୍କ ମଧିଅରେ ଚିତ୍ର ବିଚିତ୍ର ଓ ବିନ୍ଦୁ ଚିହ୍ନିତ ଛାଗଳ ଛଡ଼ା ଓ ମଷଗେଣ ମଧିଅରେ କୃଷ୍ଣବର୍ଣ୍ଣ ମଷେ ବ୍ଯତୀତ ଯେତେ ଥିବେ ତାହା ମାହେର ର୍ଚୌୟ୍ଯରୂପେ ଗଣ୍ଯ ହବେ।

ଆଦି ପୁସ୍ତକ 31:19
ଏହି ସମୟରେ ଲାବନ ମଷେପଲରୁ ଲୋମ ଛଦନେ କରିବାକୁ ୟାଇଥିଲା। ଯେତବେେଳେ ସେ ଯଇେଥିଲେ, ରାହେଲ ଆପଣା ପିତାଙ୍କର ଘରର ଦବେତାମାନଙ୍କୁ ଚୋରି କଲା।

ଆଦି ପୁସ୍ତକ 31:20
ଏବଂ ଯାକୁବ ନ ଜଣାର ଦୂରକୁ ୟିବା ପାଇଁ ଲାବନଙ୍କୁ ଠକି ଦଲୋ।

ଆଦି ପୁସ୍ତକ 31:26
ଲାବନ ଯାକୁବକୁ କହିଲେ, ତୁମ୍ଭେ କାହିଁକି ମାେତେ ପ୍ରତାରଣା କଲ? ତୁମ୍ଭେ କାହିଁକି ମାରେ ଝିଅମାନଙ୍କୁ ୟୁଦ୍ଧ ବନ୍ଦୀପରି ନଇଗେଲ?

ଆଦି ପୁସ୍ତକ 31:27
ମାେତେ ନ ଜଣାଇ ତୁମ୍ଭେ ପଳାଇ ଆସିଲ କାହିଁକି? ମାେତେ ତୁମ୍ଭେ ଜଣାଇ ଆସିଥିଲେ ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାଯନ ପୁଣି ତବଲା ଓ ବିଣାବାଦ୍ଯ ସହିତ ବିଦାଯ କରିଥାନ୍ତି।

ଆଦି ପୁସ୍ତକ 31:30
ମୁଁ ଜାଣେ ଯେ ତୁମ୍ଭେ ସ୍ବଗୃହକୁ ୟିବାକୁ ଚାହୁଁଥିଲ। ଯେଉଁଥି ପାଇଁ ତୁମ୍ଭେ ସେ ସ୍ଥାନ ଛାଡ଼ିଲ। କିନ୍ତି ତୁମ୍ଭେ କାହିଁକି ମାରେ ଦବେତାମାନଙ୍କୁ ଚୋରାଇ ଆଣିଲ?

ଆଦି ପୁସ୍ତକ 31:32
କିନ୍ତୁ ମୁଁ ତୁମ୍ଭର ଦବେତାଗଣଙ୍କୁ ଚୋରାଇ ଆଣି ନାହିଁ। ମାତ୍ର ତୁମ୍ଭେ ଯାହା ନିକଟରୁ ତାହା ପାଇବ ତାକୁ ହତ୍ଯା କରାୟିବ। ତୁମ୍ଭର ଲୋକମାନେ ମାରେ ସାକ୍ଷୀ ରହିଲେ। ତୁମ୍ଭର ଏଠା ରେ ଯାହାସବୁ ଅଛି ତୁମ୍ଭେ ତୁମ୍ଭର ଲୋବତାଗଣଙ୍କୁ ଖାଜେି ପାରିବ। ତୁମ୍ଭର ଯାହା ଅଛି ତୁମ୍ଭେ ନଇେ ପାରିବ। ରାହେଲ ତାହା ଚୋରି କରିଛନ୍ତି ବୋଲି, ଯାକୁବ ଜାଣି ନଥିଲେ।

ଆଦି ପୁସ୍ତକ 31:39
ଯେତବେେଳେ ତୁମ୍ଭର ମଷେ ଓ ଛଳେି ହିଂସ୍ର ଜନ୍ତୁମାନଙ୍କ ଦ୍ବାରା ଖଣ୍ଡିଆ ଖାବରା ହେଲେ, ମୁଁ ତୁମ୍ଭର କ୍ଷତି କରି ଛାଡ଼ି ଦଲେି ନାହିଁ। କିନ୍ତୁ ମାରେ ନିଜର ମଷେ ବା ଛଳେି ତା' ସ୍ଥାନ ରେ ରଖିଲି। ଯଦି କିଛି ରାତି ବା ଦିନ ରେ ଚୋରୀ ହେଉଥିଲା ମାରେ ନିଜର ପଶୁ ତା' ସ୍ଥାନ ରେ ଯୋଗଇଲି।

ଆଦି ପୁସ୍ତକ 31:39
ଯେତବେେଳେ ତୁମ୍ଭର ମଷେ ଓ ଛଳେି ହିଂସ୍ର ଜନ୍ତୁମାନଙ୍କ ଦ୍ବାରା ଖଣ୍ଡିଆ ଖାବରା ହେଲେ, ମୁଁ ତୁମ୍ଭର କ୍ଷତି କରି ଛାଡ଼ି ଦଲେି ନାହିଁ। କିନ୍ତୁ ମାରେ ନିଜର ମଷେ ବା ଛଳେି ତା' ସ୍ଥାନ ରେ ରଖିଲି। ଯଦି କିଛି ରାତି ବା ଦିନ ରେ ଚୋରୀ ହେଉଥିଲା ମାରେ ନିଜର ପଶୁ ତା' ସ୍ଥାନ ରେ ଯୋଗଇଲି।

ଆଦି ପୁସ୍ତକ 40:15
କାରଣ ଏବ୍ରୀଯମାନଙ୍କ ଦେଶରୁ ଲୋକମାନେ ମାେତେ ବଳପୂର୍ବକ ଅପହରଣ କରିଛନ୍ତି। ପୁଣି ଏ ସ୍ଥାନ ରେ ମଧ୍ଯ ମୁଁ କିଛି କରିନାହିଁ। ତଥାପି ସମାନେେ ମାେତେ ଏହି ଗହ୍ବର ରେ ପକାଇଲେ।

Occurences : 40

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்