Base Word
הַגְרִי
Short Definitiona Hagrite or member of a certain Arabian clan
Long Definition(n pr gent) a people dwelling to the east of Palestine, with whom the tribes of Reuben made war in the time of Saul
Derivationor (prolonged) הַגְרִיא; perhaps patronymically from H1904
International Phonetic Alphabethɑɡˈrɪi̯
IPA modhɑɡˈʁiː
Syllablehagrî
Dictionhahɡ-REE
Diction Modhahɡ-REE
UsageHagarene, Hagarite, Haggeri
Part of speechn-pr

ପ୍ରଥମ ବଂଶାବଳୀ 5:10
ଶାଉଲ ରାଜା ଥିବା ସମୟରେ ବଲୋଙ୍କ ବଂଶଧରମାନେ ହାଗରୀଯ ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସମାନେେ ହାଗରୀଯ ଲୋକମାନଙ୍କୁ ପରାସ୍ତ କଲେ। ସମାନେେ ତମ୍ବୁ ଗୃହ ରେ ବାସ କରୁଥିଲେ ଓ ଗିଲିଯଦର ପୂର୍ବ ପାଶର୍‌ବସ୍ଥ ସ୍ଥାନ ଗୁଡ଼ିକରେ ଭ୍ରମଣ କରୁଥିଲେ।

ପ୍ରଥମ ବଂଶାବଳୀ 5:19
ସମାନେେ ହାଗରୀଯ ଲୋକ ଓ ୟିଟୁର, ନାଫୀଶ୍ ଏବଂ ନୋଦବର ଲୋକମାନଙ୍କ ବିରୁଦ୍ଧ ରେ ଏକ ୟୁଦ୍ଧ ଆରମ୍ଭ କଲେ।

ପ୍ରଥମ ବଂଶାବଳୀ 5:20
ମନଃଶିର ରୂବନେ ଓ ଗାଦ୍ ଗୋଷ୍ଠୀଯର ଏହି ଲୋକମାନେ ୟୁଦ୍ଧ କ୍ଷେତ୍ର ରେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ବର ସମାନଙ୍କେୁ ଯେପରି ସାହାୟ୍ଯ କରନ୍ତି, ଏଥିନିମନ୍ତେ ସମାନେେ ତାଙ୍କ ନିକଟରେ ବୀନତି କଲେ। କାରଣ ସମାନେେ ତାଙ୍କ ଠା ରେ ବିଶ୍ବାସ କରୁଥିଲେ। ତେଣୁ ପରମେଶ୍ବର ସମାନଙ୍କେୁ ସାହାୟ୍ଯ କଲେ। ହାଗରୀଯ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ବର ସମାନଙ୍କେୁ ଅନୁମତି ଦେଲେ। ଆହୁରି ମଧ୍ଯ ସମାନେେ ହାଗରୀଯ ଲୋକମାନଙ୍କ ସହିତ ରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ପରାସ୍ତ କଲେ।

ପ୍ରଥମ ବଂଶାବଳୀ 11:38
ନାଥନଙ୍କ ଭ୍ରାତା ଯାୟେଲ, ହଗ୍ରିଙ୍କ ପୁତ୍ର ମିଭର ;

ପ୍ରଥମ ବଂଶାବଳୀ 27:31
ହାଗରୀଯ ୟାସୀଷ୍ ମଷେମାନଙ୍କର ଦାଯିତ୍ବ ରେ ଥିଲେ।

ଗୀତସଂହିତା 83:6
ଇଦୋମର ବଂଶଧର ଇଶ୍ରାୟେଲୀୟମାନେ, ମାୟୋବ ଓ ହାଗରୀଯମାନେ, ଗବାଲ୍, ଅମ୍ମାନେ,

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்