Base Word
הָלַם
Short Definitionto strike down; by implication, to hammer, stamp, conquer, disband
Long Definition(Qal) to smite, strike, hammer, strike down
Derivationa primitive root
International Phonetic Alphabethɔːˈlɑm
IPA modhɑːˈlɑm
Syllablehālam
Dictionhaw-LAHM
Diction Modha-LAHM
Usagebeat (down), break (down), overcome, smite (with the hammer)
Part of speechv

ବିଚାରକର୍ତାମାନଙ୍କ ବିବରଣ 5:22
ଅଶ୍ବମାନଙ୍କର ଖକ୍ସ୍ଟରା ଭୂମିକକ୍ସ୍ଟ ମନ୍ଥି ପକାଇଲା। ସବରୋ ଘୋଡା କକ୍ସ୍ଟଦାମାରୀ ପଳାଇଲା।

ବିଚାରକର୍ତାମାନଙ୍କ ବିବରଣ 5:26
ୟାଯେଲ୍ ଗୋଟିଏ ହାତ ରେ ମେଖଣା ଧରି ଦକ୍ଷିଣ ହସ୍ତ ରେ ପିଟଣା ଧରି ସୀଷରାର ମକ୍ସ୍ଟଣ୍ତ ଫଟାଇ ଦେଲେ କର୍ଣ୍ଣମୂଳ ରେ ୟାଇ ମେଖଳା ପଶିଲା।

ପ୍ରଥମ ଶାମୁୟେଲ 14:16
ସେତବେେଳେ ବିନ୍ଯାମୀନ ପ୍ରଦେଶର ଗିବିଯା ରେ ଶାଉଲଙ୍କ ସୈନ୍ଯମାନେ ଦେଖିଲେ ପଲେଷ୍ଟୀୟ ସୈନ୍ଯମାନେ ଏଣତେଣେେ ଦୌଡ଼ନ୍ତିକ୍ସ୍ଟଛନ୍ତି।

ଗୀତସଂହିତା 74:6
ହେ ପରମେଶ୍ବର, ସମାନେେ କୁରାଢ଼ି ଓ ଟାଙ୍ଗିଆ ଦ୍ବାରା ତୁମ୍ଭ ମନ୍ଦିରର ଖାଦେିତ କାଠ ପଟାଗୁଡ଼ିକ ନଷ୍ଟ କଲେ।

ଗୀତସଂହିତା 141:5
ଗୋଟିଏ ଧାର୍ମିକ ଲୋକ ମାେତେ ସୁଧାରି ପାରେ। ତାହା ତାଙ୍କ ପ୍ରତି ବହୁତ ଦୟା ହବେ। ୟଦି ସେ ମାେତେ ସମାଲୋଚନା କରେ, ମୁଁ ଏହା ହାର୍ଦ୍ଦିକ ସ୍ବାଗତ ଭଳି ଗ୍ରହଣ କରିବି। କିନ୍ତୁ ମୁଁ ସର୍ବଦା ଦୁଷ୍ଟମାନେ କରୁଥିବା କୁକର୍ମ ବିରୁଦ୍ଧରେ ପ୍ରାର୍ଥନା କରେ।

ହିତୋପଦେଶ 23:35
ତୁମ୍ଭେ କହିବ, ସମାନେେ ମାେତେ ମାରିଲେ, ମାତ୍ର ମାରେ କ୍ଷତି ହାଇେ ନାହିଁ। ସମାନେେ ମାେତେ ପ୍ରହାର କଲେ ମାତ୍ର ମୁଁ କିଛି ଜାଣି ନାହିଁ। ମୁଁ ବର୍ତ୍ତମାନ ଉଠିପାରିବି ନାହିଁ। ମୁଁ ଆଉ ପିଇବା ପାଇଁ ଚା ହେଁ।

ଯିଶାଇୟ 16:8
ଲୋକମାନେ ଦୁଃଖିତ ହବେେ କାରଣ ହିଶବୋନର କ୍ଷତେସବୁ ଓ ଶବ୍ମାର ଦ୍ରାକ୍ଷାଲତା ଆଉ ଦ୍ରାକ୍ଷା ଉତ୍ପନ୍ନ କରିବ ନାହିଁ। ଦ୍ରାକ୍ଷା ରାଷ୍ଟ୍ରର ପ୍ରଭୁଙ୍କ ପାନୀଯ ପାଇଁ ତିଆରି କରାୟାଏ, ମରୁଭୂମିରେ ପହଞ୍ଚିବା ପାଇଁ ବ୍ଯବହାର କରାୟାଏ, ଯାହାର ମୂଳ ସମୁଦ୍ର ପର୍ୟ୍ଯନ୍ତ ବିସ୍ତୃତ ହାଇେଛି।

ଯିଶାଇୟ 28:1
ଶମରିଯାକୁ ଚାହଁ ! ଇଫ୍ରଯିମର ମତ୍ତ ଲୋକମାନେ ନିଜ ନଗରୀ ପାଇଁ ଗର୍ବିତ। କାରଣ ପର୍ବତ ଉପ ରେ ଅବସ୍ଥିତ ଓ ଫଳଶାଳୀ ଉପତ୍ୟକା ବେଷ୍ଟିତ ସହେି ନଗରୀକୁ ଶମରିଯାମାନେ ରମଣୀଯ ପୁଷ୍କର ମୁକୁଟ' ସଦୃଶ, ମାତ୍ର ସହେି ଭୂଷଣ ସ୍ବରୂପ ସୁନ୍ଦର ପୁଷ୍ପ ମ୍ଲାନ ହବେ।

ଯିଶାଇୟ 41:7
ଏହିପରି ସୂତ୍ରଧର ସ୍ବର୍ଣ୍ଣକାରକୁ ସାହସ ଦଲୋ ଓ ହାତୁଡ଼ି ରେ ସମାନ କରିବା ଲୋକ ୟୋଡ଼ କର୍ମ ଉତ୍ତମ ହାଇେଛି ବୋଲି କହି ନହାଇେ ରେ ପିଟିବା ଲୋକକୁ ଆଶ୍ବାସ ଦଲୋ, 'ପୁଣି ପ୍ରତିମାଟି ଯେପରି ଟଳମଳ ନ ହୁଏ,' ଏଥିପାଇଁ ସେ କଣ୍ଟା ରେ ତାହା ଦୃଢ଼ କଲା।'

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்