Base Word
הָמָה
Short Definitionto make a loud sound (like English 'hum'); by implication, to be in great commotion or tumult, to rage, war, moan, clamor
Long Definitionto murmur, growl, roar, cry aloud, mourn, rage, sound, make noise, tumult, be clamorous, be disquieted, be loud, be moved, be troubled, be in an uproar
Derivationa primitive root (compare H1949)
International Phonetic Alphabethɔːˈmɔː
IPA modhɑːˈmɑː
Syllablehāmâ
Dictionhaw-MAW
Diction Modha-MA
Usageclamorous, concourse, cry aloud, be disquieted, loud, mourn, be moved, make a noise, rage, roar, sound, be troubled, make in tumult, tumultuous, be in an uproar
Part of speechv

ପ୍ରଥମ ରାଜାବଳୀ 1:41
ଏହି ସମୟରେ ଅଦୋନିଯ ଓ ତାହାର ସମସ୍ତ ନିମନ୍ତ୍ରିତ ଅତୀଥି ଭୋଜନ ସମାପ୍ତ କରିବା ସମୟରେ ସମାନେେ ତୂରୀ ଶଦ୍ଦ ଶୁଣିଲେ। ଯୋୟାବ ପଚାରିଲେ, ନଗର ରେ ଏହି କୋଳାହଳ ଶଦ୍ଦ କାହିଁକି ହେଉଅଛି?

ଗୀତସଂହିତା 39:6
ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।

ଗୀତସଂହିତା 42:5
ହେ ମାରେ ପ୍ରାଣ କାହିଁକି ମୁଁ ଏତେ ବ୍ଯାକୁଳ ? ମୁଁ ପରମେଶ୍ବରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।

ଗୀତସଂହିତା 42:11
ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି ? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।

ଗୀତସଂହିତା 43:5
ହେ ମାରେ ପ୍ରାଣ, କାହିଁକି ଏତେ ଦୁଃଖିତ। ମୁଁ କାହିଁକି ଏତେ ଅଧୀର ହେଉଛି। ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚଯ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।

ଗୀତସଂହିତା 46:3
ଯେତବେେଳେ ସମୁଦ୍ର ଅଶାନ୍ତ ଓ ଅଧିକାର ହାଇୟୋଏ ଏବଂ ପର୍ବତଗୁଡ଼ିକ ଥରିଉେଠ, ତଥାପି ଆମ୍ଭେ ଭୟଭୀତ ହବୋ ନାହିଁ।

ଗୀତସଂହିତା 46:6
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ଯମାନେ ଭୟରେ କମ୍ପି ଉଠନ୍ତି। ସହେି ରାଜ୍ଯସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହବେ।

ଗୀତସଂହିତା 55:17
ମୁଁ ସନ୍ଧ୍ଯା, ସକାଳେ ଓ ମଧ୍ଯାହ୍ନରେ ପରମେଶ୍ବରଙ୍କୁ କଥା କହିଲି। ମୁଁ ତାଙ୍କୁ କୁ ହେ, ମାେତେ କ'ଣ ବ୍ଯସ୍ତ କରୁଅଛି ଏବଂ ସେ ମାରେ କଥା ଶୁଣନ୍ତି !

ଗୀତସଂହିତା 59:6
ସହେି ଦୁଷ୍ଟ ଲୋକମାନେ କୁକୁର ପରି। ସମାନେେ ସନ୍ଧ୍ଯା ବେଳେ ନଗରୀରେ ପଶି ଭୁକନ୍ତି ଓ ଏଣେ ତଣେେ ହୁଅନ୍ତି।

ଗୀତସଂହିତା 59:14
ସହେି ଦୁଷ୍ଟ ଲୋକମାନେ କୁକୁର ପରି ଅଟନ୍ତି। ସମାନେେ ସନ୍ଧ୍ଯା ବେଳେ ନଗରରେ ପଶି ଭୁକନ୍ତି ଓ ଏଣେ ତଣେେ ହୁଅନ୍ତି।

Occurences : 34

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்