Base Word
אִוֶּלֶת
Short Definitionsilliness
Long Definitionfoolishness, folly
Derivationfrom the same as H0191
International Phonetic Alphabetʔɪwːɛˈlɛt̪
IPA modʔi.wɛˈlɛt
Syllableʾiwwelet
Dictionih-weh-LET
Diction Modee-weh-LET
Usagefolly, foolishly(-ness)
Part of speechn-f

ଗୀତସଂହିତା 38:5
ମୁଁ ଏକ ମୂର୍ଖାମୀ କାର୍ୟ୍ଯ କରିଛି। ମାରେ ଅଜ୍ଞାନତା ୟୋଗୁ ମାରେ କ୍ଷତ ସବୁ ଦୁର୍ଗନ୍ଧ ଓ ବିକୃତ ହାଇେଛି।

ଗୀତସଂହିତା 69:5
ହେ ପରମେଶ୍ବର, ମାରେ ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ। ମୁଁ ମାରେ ପାପଗୁଡ଼ିକ ତୁମ୍ଭଠାରେ ଲୁଚାଇ ପାରିବି ନାହିଁ।

ହିତୋପଦେଶ 5:23
ସେ ତା'ର ନିର୍ବୋଧତା ଦ୍ବାରା ବିପଥଗାମୀ ହବେ। ସେ ଶୃଙ୍ଖଳାର ଅଭାବ ୟୋଗୁ ମୃତ୍ଯୁବରଣ କରିବ।

ହିତୋପଦେଶ 12:23
ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।

ହିତୋପଦେଶ 13:16
ପ୍ରେତ୍ୟକକ ଚତୁର ଲୋକ ବୁଦ୍ଧି ରେ କର୍ମ କରେ। ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।

ହିତୋପଦେଶ 14:1
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହକୁ ଜ୍ଞାନ ବଳ ରେ ଗଢ଼େ। ମାତ୍ର ଅଜ୍ଞାନୀ ସ୍ତ୍ରୀ ତା'ର ଅଜ୍ଞାନତା ରେ ସ୍ବହସ୍ତ ରେ ତା'ର ଗୃହକୁ ଧ୍ବଂସ କରେ।

ହିତୋପଦେଶ 14:8
ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।

ହିତୋପଦେଶ 14:17
ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।

ହିତୋପଦେଶ 14:18
ଅନଭିଜ୍ଞ ଲୋକମାନେ ନିର୍ବୋଧ ହାଇେ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନ ରେ ବିଭୂଷିତ ହବେେ।

ହିତୋପଦେଶ 14:24
ଜ୍ଞାନୀମାନଙ୍କ ମୁକୁଟ ସମାନଙ୍କେର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କବଳେ ଅଜ୍ଞାନତା।

Occurences : 25

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்