Base Word
הֵן
Short Definitionthey (only used when emphatic)
Long Definitionthey, these, the same, who
Derivationfeminine plural from H1931
International Phonetic Alphabethen̪
IPA modhen
Syllablehēn
Dictionhane
Diction Modhane
Usage× in, such like, (with) them, thereby, therein, (more than) they, wherein, in which, whom, withal
Part of speechp

ଆଦି ପୁସ୍ତକ 19:29
ଏହିରୂପେ ସହେି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ବର ଅବ୍ରହାମକୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗର ରେ ବାସ କରିଥିଲେ। ସହେି ନଗର ରେ ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ଯରୁ ବାହାର କରୁଥିଲେ।

ଆଦି ପୁସ୍ତକ 30:37
ଯାକୁବ ଲିବ୍ନୀ, ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବକ୍କଳ କାଢ଼ି କାଠର ଶୁକ୍ଲ ରଖାେ ବାହାର କଲା।

ଯାତ୍ରା ପୁସ୍ତକ 25:29
ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣ ରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡିକ ପଯେ ନବୈେଦ୍ଯ ପାଇଁ ବ୍ଯବହୃତ ହବେ।

ଯାତ୍ରା ପୁସ୍ତକ 37:16
ତା'ପରେ ସେ ଥାଳି, ଚାମଚ, ଗରା, ଗଡୁ ସବୁକୁ ସୁବର୍ଣ୍ଣ ରେ ତିଆରି କଲେ। ସହେି ଗରା ଓ ଗଡୁସବୁ ପଯେ ନବୈେଦ୍ଯ ଢାଳିବା ରେ ବ୍ଯବହୃତ ହୁଏ।

ଲେବୀୟ ପୁସ୍ତକ 10:1
ଏହାପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରେତ୍ୟକକ ନିଜ ନିଜ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦଇେ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସମାନେେ ପରମେଶ୍ବରଙ୍କ ସମ୍ମୁଖ ରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ।

ଲେବୀୟ ପୁସ୍ତକ 11:21
ତଥାପି ଚତୁଷ୍ପଦ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧିଅରେ ଭୁମି ରେ ଡଇେଁବା ପାଇଁ ଯେଉଁମାନଙ୍କର ଗୋଡନଳୀ ଦୀର୍ଘ ସମାନେେ ତୁମ୍ଭମାନଙ୍କର ଖାଦ୍ୟ ହବେ।

ଗଣନା ପୁସ୍ତକ 10:3
ସମାନେେ ଯେତବେେଳେ ଦୁଇଟି ତୁରୀ ବଜାଇବେ ସମସ୍ତ ଲୋକମାନେ ସମାଗମ ତମ୍ବୁ ରେ ତୁମ୍ଭ ନିକଟରେ ଏକତ୍ରୀତ ହବୋ ଉଚିତ୍।

ଗଣନା ପୁସ୍ତକ 16:7
କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖ ରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ଯକ୍ତିଟି ମନୋନୀତ କରିବେ ସହେି ପବିତ୍ର ହବେ। ହେ ଲବେୀର ପୁତ୍ରମାନେ ତୁମ୍ଭମାନେେ ବହୁ ଦୂରକୁ ଚାଲି ୟାଇଛ, ତୁମ୍ଭମାନେେ ଭ୍ରାନ୍ତିପୂର୍ଣ।

ପ୍ରଥମ ଶାମୁୟେଲ 31:7
ଇଶ୍ରାୟେଲୀୟମାନେ ଯେଉଁମାନେ ୟିଷ୍ରୀଯଲେ ଉପତ୍ୟକାର ଅପରପାଶର୍‌ବ ରେ ଓ ୟର୍ଦ୍ଦନ ନଦୀର ଅପରପାଶର୍‌ବ ରେ ବାସ କରୁଥିଲେ। ସମାନେେ ଦେଖିଲେ, ଇଶ୍ରାୟେଲୀୟ ସୈନ୍ଯମାନେ ଦୌଡି ପଳାଉଛନ୍ତି। ଏବଂ ସମାନେେ ଦେଖିଲେ, ଶାଉଲ ଓ ତାଙ୍କର ପକ୍ସ୍ଟତ୍ରମାନେ ମରିଛନ୍ତି। ତେଣୁ ସମାନେେ ସମସ୍ତେ ସେ ସହର ପରିତ୍ଯାଗ କରି ଦୌଡି ପଳାଇଲେ। ତା'ପରେ ପଲେଷ୍ଟୀୟମାନେ ସହେି ସହରକକ୍ସ୍ଟ ଆସିଲେ, ଓ ସଠାେରେ ବାସ କଲେ।

ଯିଶାଇୟ 38:16
ହେ ପ୍ରଭୋ, ଏହିସବୁ ଦ୍ବାରା ଲୋକେ ବଞ୍ଚନ୍ତି। ଆଉ ସେଥି ରେ ସମ୍ପୂର୍ଣ୍ଣରୂପେ ମାରେ ଆତ୍ମାର ଜୀବନ ଅଛି। ଏଣୁ ତୁମ୍ଭେ ମାେତେ ସୁସ୍ଥ କରି ପୁନଃର୍ଜୀବନ ଦିଅ।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்