Base Word
הַר
Short Definitiona mountain or range of hills (sometimes used figuratively)
Long Definitionhill, mountain, hill country, mount
Derivationa shortened form of H2042
International Phonetic Alphabethɑr
IPA modhɑʁ
Syllablehar
Dictionhahr
Diction Modhahr
Usagehill (country), mount(-ain), × promotion
Part of speechn-m

ଆଦି ପୁସ୍ତକ 7:19
ପୃଥିବୀ ଉପରେ ଜଳ ଅତିଶଯ ବଢ଼ି ଆକାଶ ତଳସ୍ଥ ସମସ୍ତ ଉଚ୍ଚ ପର୍ବତ ମଗ୍ନ କଲା।

ଆଦି ପୁସ୍ତକ 7:20
ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚ଼ଢ଼ି ରହିଲା।

ଆଦି ପୁସ୍ତକ 8:4
ଏହାପରେ ସପ୍ତଦଶ ମାସର ସପ୍ତଦଶ ଦିନ ରେ ଆରାରଟ ପର୍ବତ ଉପରେ ଜାହାଜ ଲାଗି ରହିଲା।

ଆଦି ପୁସ୍ତକ 8:5
ଏହିପରି ଦଶମମାସ ପର୍ୟ୍ଯନ୍ତ ଜଳ କ୍ରମଶଃ କମିଲା। ସହେି ଦଶମ ମାସର ପ୍ରଥମ ଦିନ ରେ ପର୍ବତଗଣର ଶୃଂଗ ଦଖାଗେଲା।

ଆଦି ପୁସ୍ତକ 10:30
ମଷୋ ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ୟ୍ଯନ୍ତ ସମାନଙ୍କେର ବସତି ଥିଲା।

ଆଦି ପୁସ୍ତକ 12:8
ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ।

ଆଦି ପୁସ୍ତକ 14:10
ସହେି ସୀଦ୍ଦୀମ ପଦା ରେ ମାଟିଆତୈଳର ଅନକେ ଗାତ ଥିଲା ଏବଂ ସଦୋମର ରାଜା ଓ ଗ ମାରୋର ରାଜା ପଳାଯନ କଲେ ଓ ସଠାେରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ଯମାନେ ପର୍ବତକୁ ପଳାଇ ଗଲେ।

ଆଦି ପୁସ୍ତକ 19:17
ସମାନେେ ନଗର ବାହାରକୁ ଆସିବା ମାତ୍ ରେ ଜଣେ ସ୍ବର୍ଗଦୂତ ସମାନଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇଁ ଶିଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗା ରେ ରୁହନାହିଁ। ତୁମ୍ଭେ ପର୍ବତ ରେ ପହଁଞ୍ଚିବା ପର୍ୟ୍ଯନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ୟାଅ ତବେେ ଏହି ନଗର ସହିତ ତୁମ୍ଭେ ଧ୍ବଂସ ପାଇୟିବ।

ଆଦି ପୁସ୍ତକ 19:19
ତୁମ୍ଭେ ମାେତେ ମାହେ ଜୀବନକୁ ରକ୍ଷାକରି, କିଛି ସମୟ ପୂର୍ବରୁ ଆମ୍ଭଙ୍କୁ ଅତ୍ଯନ୍ତ ଦୟା ଓ ଅନୁଗ୍ରହ ଦଖାଇେଛ। କିନ୍ତୁ ମୁଁ ପର୍ବତକୁ ପଳାଇ ୟାଇ ନପା ରେ। ଏହି ବିପତ୍ତି ହୁଏତ ମାେତେ ଧରି ପକାଇବ ଓ ମାରିଦବେ।

ଆଦି ପୁସ୍ତକ 19:30
ଲୋଟ ସୋଯର ରେ ରହିବାକୁ ଭୟ କଲା। ତେଣୁ ସେ ଏବଂ ତାଙ୍କର କନ୍ଯା ରହିବା ପାଇଁ ପର୍ବତକୁ ପଳାଇଲେ, ସମାନେେ ସଠାେରେ ଏକ ଗୁମ୍ଫା ରେ ବାସ କଲେ।

Occurences : 545

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்