Base Word
זְבַדְיָה
Short DefinitionZebadjah, the name of nine Israelites
Long Definitiona Benjamite of the sons of Beriah
Derivationor זְבַדְיָהוּ; from H2064 and H3050; Jah has given
International Phonetic Alphabetd͡zɛ̆.bɑd̪ˈjɔː
IPA modzɛ̆.vɑdˈjɑː
Syllablezĕbadyâ
Dictiondzeh-bahd-YAW
Diction Modzeh-vahd-YA
UsageZebadiah
Part of speechn-pr-m

ପ୍ରଥମ ବଂଶାବଳୀ 8:15
ସବଦିଯ, ଅରାଦ, ଏଦର୍,

ପ୍ରଥମ ବଂଶାବଳୀ 8:17
ଇଲ୍ପାଲ୍ଙ୍କ ପୁତ୍ରମାନେ ଥିଲେ : ସବଦିଯ, ମଶୂଲ୍ଲମ୍, ହିଷକି, ହବେର୍,

ପ୍ରଥମ ବଂଶାବଳୀ 12:7
ଗଦୋର ସହରର ୟିରୋହମଙ୍କ ପୁତ୍ର ଯାୟେଲା ଓ ସବଦିଯ ସାହସୀ ଥିଲେ।

ପ୍ରଥମ ବଂଶାବଳୀ 26:2
ମଶଲେିମିଯଙ୍କର ପୁତ୍ରଗଣ, ଜିଖରିଯ ଜେଷ୍ଠପୁତ୍ର ଥିଲେ। ୟିହୀଯଲେ ଦ୍ବିତୀୟ ପୁତ୍ର ଥିଲେ। ସବଦିଯ ତୃତୀୟ ପୁତ୍ର ଥିଲେ। ୟତନୀଯଲେ ଚତୁର୍ଥ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 27:7
ଅସା ହେଲ ଚତୁର୍ଥ ସନୋଧ୍ଯକ୍ଷ ଥିଲେ। ସେ ଯୋୟାବଙ୍କ ଭ୍ରାତା ଥିଲେ ଏବଂ ତାଙ୍କ ପରେ ତାଙ୍କ ପୁତ୍ର ସବଦିଯ ସନୋଧ୍ଯକ୍ଷ ହେଲେ। ଅସା ହେଲ ଚତୁର୍ଥ ମାସର ସନୋଧ୍ଯକ୍ଷ ଥିଲେ। ଅସା ହେଲଙ୍କ ସୈନ୍ଯ ଦଳ ରେ 24,000 ଲୋକ ଥିଲେ।

ଦିତୀୟ ବଂଶାବଳୀ 17:8
ୟିହୋଶାଫଟ୍ ଏହି ନେତାମାନଙ୍କ ସହିତ ଲବେୀୟମାନଙ୍କୁ ମଧ୍ଯ ପଠାଇଲେ। ସହେି ଲବେୀୟମାନେ ଥିଲେ ଶମଯିଯ, ନଥନିଯ, ସବ୍ଦିଯ, ଅସା ହେଲ, ଶମୀରାମାେତ୍, ୟିହୋନାଥନ, ଅଦୋନିଯ, ଟୋବିୟ, ଟୋବଦୋନିଯ, ଇଲୀଶାମା, ୟି ହରୋମ୍ ଓ ଯାଜକମାନଙ୍କୁ ମଧ୍ଯ ପଠାଇଲେ।

ଦିତୀୟ ବଂଶାବଳୀ 19:11
ଅମରିଯ ପ୍ରଧାନ ଯାଜକ ଅଟନ୍ତି। ସଦାପ୍ରଭୁଙ୍କ ସଂମ୍ପର୍କିତ ସମସ୍ତ ବିଷଯ ରେ ସେ ତୁମ୍ଭମାନଙ୍କର ମାଲିକ ହବେେ। ଆଉ ରାଜାଙ୍କ ସଂମ୍ପର୍କିତ ସମସ୍ତ ବିଷଯ ରେ ସବଦିଯ ତୁମ୍ଭମାନଙ୍କର ମାଲିକ ହବେେ। ସବଦିଯଙ୍କ ପିତାଙ୍କର ନାମ ଇଶ୍ମାଯଲେ ଅଟେ। ସବଦିଯ ଯିହୁଦା ଗୋଷ୍ଠୀର ଜଣେ ନେତା ଅଟନ୍ତି। ଆହୁରି ମଧ୍ଯ, ଲବେୀୟମାନେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ ଯାହା ତୁମ୍ଭର ଦରକାର। ତୁମ୍ଭମାନେେ ସମସ୍ତ କାର୍ୟ୍ଯ ସାହସର ସହିତ କର। ଯେଉଁମାନେ ଯଥାର୍ଥ କର୍ମ କରନ୍ତି, ସଦାପ୍ରଭୁ ସମାନଙ୍କେର ସହିତ ରହନ୍ତି।

ଏଜ୍ରା 8:8
ଶଫଟିଯର ବଂଶଧରମାନଙ୍କ ମଧ୍ଯରୁ ମୀଖାଯଲରେ ପୁତ୍ର ସବଦିଯ ଓ ତାହା ସଙ୍ଗେ 80 ପୁରୁଷ।

ଏଜ୍ରା 10:20
ଆଉ ଇମ୍ମରରେ ବଂଶଧରମାନଙ୍କୁ ମଧ୍ଯରୁ ହନାନି ଓ ସବଦିଯ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்