Base Word
אוֹפִיר
Short DefinitionOphir, the name of a son of Joktan, and of a gold region in the East
Long Definitioneleventh son of Joktan
Derivationor (shortened) אֹפִיר; and אוֹפִר; of uncertain derivation
International Phonetic Alphabetʔoˈpɪi̯r
IPA modʔo̞wˈfiːʁ
Syllableʾôpîr
Dictionoh-PEER
Diction Modoh-FEER
UsageOphir
Part of speechn-pr-m

ଆଦି ପୁସ୍ତକ 10:29
ଓଫୀର, ହବୀଲା ଓ ୟୋବବ୍, ଏହି ସମସ୍ତ ୟକ୍ତଲର ସନ୍ତାନ।

ପ୍ରଥମ ରାଜାବଳୀ 9:28
ଆଉ ସମାନେେ ଓଫୀରକୁ ୟାଇ ସଠାରୁେ 420 ତାଳନ୍ତ ସୁନା ରାଜା ଶ ଲୋମନ ନିକଟକୁ ଆଣିଲେ।

ପ୍ରଥମ ରାଜାବଳୀ 10:11
ହୀରମଙ୍କର ଜାହାଜ ରେ ଓଫୀରରୁ ସୁନା ଆସିଥିଲା ସହେି ସବୁ ଜାହାଜ ରେ ମଧ୍ଯ ଓଫୀରରୁ ପ୍ରଚୁର ଚନ୍ଦନ କାଠ ଓ ରତ୍ନ ଆସିଲା।

ପ୍ରଥମ ରାଜାବଳୀ 10:11
ହୀରମଙ୍କର ଜାହାଜ ରେ ଓଫୀରରୁ ସୁନା ଆସିଥିଲା ସହେି ସବୁ ଜାହାଜ ରେ ମଧ୍ଯ ଓଫୀରରୁ ପ୍ରଚୁର ଚନ୍ଦନ କାଠ ଓ ରତ୍ନ ଆସିଲା।

ପ୍ରଥମ ରାଜାବଳୀ 22:48
ଯିହାଶାଫେଟ୍ ଓଫୀରକୁ ୟାଇ ସୁନା ଆଣିବା ସକାେଶ ତର୍ଶୀଶର କେତକେ ବାଣିଜ୍ଯ ପୋତ ନିର୍ମାଣ କଲେ, ମାତ୍ର ସେ ସବୁ ଗଲାନାହିଁ କାରଣ ସହେି ଜାହାଜଗୁଡିକ ଇତ୍ସିୟୋନ୍ଗବରେ ରେ ଭାଙ୍ଗିଗଲା।

ପ୍ରଥମ ବଂଶାବଳୀ 1:23
ଓଫୀର, ହବୀଲା, ୟୋବବଙ୍କର ପିତା ଥିଲେ। ଏହି ସମସ୍ତ ବ୍ଯକ୍ତିଗଣ ୟକ୍ତନର ପୁତ୍ରଗଣ ଥିଲେ।

ପ୍ରଥମ ବଂଶାବଳୀ 29:4
ମୁଁ ଓଫୀରୁ ପ୍ରସ୍ତୁତ ତିନି ହଜାର ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ଦଇେଅଛି। ମୁଁ ସାତ ହଜାର ତାଳନ୍ତ ଶୁଦ୍ଧ ରେ ୗପ୍ୟ ଦଇେଅଛି। ଏହି ରେ ୗପ୍ୟ ମନ୍ଦିରର ଅଟ୍ଟାଳିକାଗୁଡ଼ିକର କାନ୍ଥର ଆବରଣ ନିମନ୍ତେ ଉଦ୍ଦିଷ୍ଟ।

ଦିତୀୟ ବଂଶାବଳୀ 8:18
ହୂରମ୍ ଶଲୋମନଙ୍କ ନିକଟକୁ ଜାହାଜ ସବୁ ପଠାଇଲେ। ହୂରମ୍ଙ୍କ ନିଜସ୍ବ ଲୋକମାନେ ଜାହାଜଗୁଡ଼ିକୁ ବାହିଲେ। ହୂରମ୍ଙ୍କ ଲୋକମାନେ ଦକ୍ଷ ନାବିକ ଥିଲେ। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କର ଦାସମାନଙ୍କ ସହିତ ଓଫୀରକୁ ଗଲେ ଓ ସଠାରୁେ ରାଜା ଶଲୋମନଙ୍କ ନିମନ୍ତେ 450 ତାଳନ୍ତ ସୁନା ଆଣିଲେ।

ଦିତୀୟ ବଂଶାବଳୀ 9:10
ହୂରମ୍ଙ୍କ ଦାସ ଓ ଶଲୋମନଙ୍କ ଦାସମାନେ ଓଫୀରକୁ ସୁନା ଆଣିଲେ। ଆହୁରି ମଧ୍ଯ, ସମାନେେ ଆଲ୍ଗମ୍ କାଠ ଓ ବହୁମୂଲ୍ଯ ପଥରସବୁ ଆଣିଲେ।

ଆୟୁବ ପୁସ୍ତକ 22:24
ତୁମ୍ଭେ ତୁମ୍ଭର ସୁବର୍ଣ୍ଣକୁ ଧୂଳି ମାଟି ଛଡ଼ା କିଛି ନୁହେଁ ବୋଲି ଭାବ। ତୁମ୍ଭର ମୂଲ୍ଯବାନ ସୁନାକୁ ନଦୀର ପଥର ଖଣ୍ଡ ସଦୃଶ ବିଚାର କର।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்