Base Word
זַכּוּר
Short DefinitionZakkur, the name of seven Israelites
Long Definitionfather of Shammua, the Reubenite spy
Derivationfrom H2142; mindful
International Phonetic Alphabetd͡zɑk̚ˈkuːr
IPA modzɑˈkuʁ
Syllablezakkûr
Dictiondzahk-KOOR
Diction Modza-KOOR
UsageZaccur, Zacchur
Part of speechn-pr-m

ଗଣନା ପୁସ୍ତକ 13:4
ସହେି ପ୍ରଧାନମାନଙ୍କର ନାମ ଏହି

ପ୍ରଥମ ବଂଶାବଳୀ 4:26
ମିସମଙ୍କର ପୁତ୍ର ଥିଲେ ହାମୁଯଲେ। ହାମୁଯଲଙ୍କେର ପୁତ୍ର ଥିଲେ ସାକ୍କୁର। ସାକ୍କୁରଙ୍କର ପୁତ୍ର ଥିଲେ ଶିମଯି।

ପ୍ରଥମ ବଂଶାବଳୀ 24:27
ମରାରିଙ୍କ ପୁତ୍ର ୟାସିଯଙ୍କ ପୁତ୍ରମାନେ ଥିଲେ : ବିନୋ, ଶୋହମ୍, ସକୂର ଓ ଇବ୍ରି।

ପ୍ରଥମ ବଂଶାବଳୀ 25:2
ଆସଫଙ୍କ ପରିବାରରୁ : ସକ୍କୁର, ଯୋଷେଫ୍, ନଥନିଯ ଓ ଅସା ରେଲ। ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ନିମନ୍ତେ ରାଜା ଦାଉଦ ଆସଫଙ୍କୁ ମନୋନୀତ କରିଥିଲେ। ଆଉ ଆସଫ ତାଙ୍କର ପୁତ୍ରମାନଙ୍କୁ ପରିଚାଳନା କଲେ।

ପ୍ରଥମ ବଂଶାବଳୀ 25:10
ତୃତୀୟ ରେ, ସକ୍କରଙ୍କ ପୁତ୍ରଗଣ ଓ ଆତ୍ମୀଯମାନଙ୍କ ମଧ୍ଯରୁ

ନିହିମିୟା 3:2
ଯିରୀହାରେ ଲୋକମାନେ ସମାନଙ୍କେ ପରେ କାମ କଲେ। ଇମ୍ରିର ପୁତ୍ର ସକ୍କୂର ଯିରୀହାରେ ଲୋକମାନଙ୍କ ପରେ କାମ କଲା।

ନିହିମିୟା 10:12
ସତ୍କୁର, ଶେ ରବେୀଯ, ଶବନିଯ,

ନିହିମିୟା 12:35
କେତକେ ଯାଜକ ତୂରୀ ନଇେ ଗଲେ। ୟିଖରିଯ ୟିଏକି, ଯୋନାଥନଙ୍କର ପୁତ୍ର, ୟିଏକି ଶମଯିଯର ପୁତ୍ର, ୟିଏକି ମତ୍ତନୀଯଙ୍କର ପୁତ୍ର, ୟିଏକି ମିଖାଯଙ୍କର ପୁତ୍ର, ୟିଏକି ସକ୍କୁରଙ୍କର ପୁତ୍ର, ୟିଏକି ଆସଫଙ୍କର ପୁତ୍ର ଥିଲେ। ତାଙ୍କର ଭାଇମାନେ ଶମଯିଯ ଅସ ରେଲ, ମିଲଲଯ, ଗିଲଲଯ, ମାଯିଯ, ନଥନଲେ, ଯିହୁଦା ଓ ହାନାନୀ। ପରମେଶ୍ବରଙ୍କର ଏହି ଲୋକମାନେ ପରମେଶ୍ବରଙ୍କର ସବେକ ଦାଉଦ୍ ନିକଟକୁ ବିଭିନ୍ନ ପ୍ରକାର ବାଦ୍ଯ ୟନ୍ତ୍ର ସହିତ ଗଲେ। ଲେଖକ ଏଜ୍ରା ସମାନଙ୍କେ ଆଗ ରେ ଗଲେ।

ନିହିମିୟା 13:13
ତହିଁରେ ମୁଁ ଶଲେିମିଯ ଯାଜକକୁ ଓ ଲେଖକ ସାଦୋକ ଓ ଲବେୀୟମାନଙ୍କ ମଧ୍ଯରୁ ପଦାଯକୁ ଭଣ୍ତାର ସମୂହର ଅଧ୍ଯକ୍ଷ କଲି। ଏବଂ ସକ୍କୂରର ପୁତ୍ର ହନାନ୍, ମତ୍ତନିଯର ପୁତ୍ର ସକ୍କୂର ସମାନଙ୍କେର ଅଧିନ ରେ କାର୍ୟ୍ଯ କଲେ। କାରଣ ସମାନେେ ବିଶ୍ବସ୍ତ ଥିଲେ। ଏଣୁ ଆପଣା ଭାତୃଗଣକୁ ବିତରଣ କରିବାର କାର୍ୟ୍ଯ ସମାନଙ୍କେର ହେଲା।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்