Base Word
זָנָה
Short Definitionto commit adultery (usually of the female, and less often of simple fornication, rarely of involuntary ravishment); figuratively, to commit idolatry (the Jewish people being regarded as the spouse of Jehovah)
Long Definitionto commit fornication, be a harlot, play the harlot
Derivationa primitive root [highly fed and therefore wanton]
International Phonetic Alphabetd͡zɔːˈn̪ɔː
IPA modzɑːˈnɑː
Syllablezānâ
Dictiondzaw-NAW
Diction Modza-NA
Usage(cause to) commit fornication, × continually, × great, (be an, play the) harlot, (cause to be, play the) whore, (commit, fall to) whoredom, (cause to) go a-whoring, whorish
Part of speechv

ଆଦି ପୁସ୍ତକ 34:31
କିନ୍ତୁ ଭାଇମାନେ କହିଲେ, ସହେି ଲୋକମାନେ ଆମ ଭଉଣୀ ପ୍ରତି ଏକ ବେଶ୍ଯା ଭଳି ବ୍ଯବହାର କରି ଠିକ୍ କରି ନାହାଁନ୍ତି।

ଆଦି ପୁସ୍ତକ 38:15
ଯିହୁଦା ସହେି ବାଟ ଦଇେ ଗଲା ବେଳେ ତାଙ୍କୁ ଦେଖିଲା। କିନ୍ତୁ ସେ ଭାବିଲା ସେ ଜଣେ ବେଶ୍ଯା କାରଣ ସେ ତାଙ୍କର ମୁହଁ ଲୁଚାଇ ରଖିଥିଲା।

ଆଦି ପୁସ୍ତକ 38:24
ପ୍ରାଯ ତିନିମାସ ୟିବା ପରେ, କହେି ଲୋକ ଯିହୁଦାକୁ କହିଲେ, ତୁମ୍ଭର ପୁତ୍ରବଧୁ ତାମର ବେଶ୍ଯା ପରି ବର୍ଭଧାରଣ କରିଛି।

ଯାତ୍ରା ପୁସ୍ତକ 34:15
ସାବଧାନ, ତୁମ୍ଭେ ଯେଉଁ ଦେଶ ରେ ବାସ କରିବ ସମାନଙ୍କେ ସହିତ କୌଣସି ଚୁକ୍ତି କରିବ ନାହିଁ। ଯଦି ତୁମ୍ଭେ ଏପରି କର,, ତବେେ ତୁମ୍ଭମାନେେ ସମାନଙ୍କେ ଦବଗେଣମାନଙ୍କର ଅନୁଚର ଦବେ। କିମ୍ବା ସମାନେେ ତୁମ୍ଭମାନଙ୍କୁ ନିମନ୍ତ୍ରଣ କଲେ ତୁମ୍ଭେ ସମାନଙ୍କେ ସହିତ ୟୋଗ ଦବେ। ତୁମ୍ଭେ ସମାନଙ୍କେର ବଳିଦାନ ଭକ୍ଷଣ କରିବ।

ଯାତ୍ରା ପୁସ୍ତକ 34:16
ତୁମ୍ଭମାନେେ ସମାନଙ୍କେର କନ୍ଯାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ଯାଗଣ ସମାନଙ୍କେର ଦବଗେଣମାନଙ୍କର ଅନୁଗାମୀ ହାଇେଥିବେ। ସମାନେେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦବେତାମାନଙ୍କର ଅନୁଗାମୀ କରାଇ ପାରନ୍ତି।

ଯାତ୍ରା ପୁସ୍ତକ 34:16
ତୁମ୍ଭମାନେେ ସମାନଙ୍କେର କନ୍ଯାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ଯାଗଣ ସମାନଙ୍କେର ଦବଗେଣମାନଙ୍କର ଅନୁଗାମୀ ହାଇେଥିବେ। ସମାନେେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦବେତାମାନଙ୍କର ଅନୁଗାମୀ କରାଇ ପାରନ୍ତି।

ଲେବୀୟ ପୁସ୍ତକ 17:7
ତହିଁରେ ସମାନେେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ଯଭିଚାର କରୁଅଛନ୍ତି, ସମାନଙ୍କେ ଉଦ୍ଦେଶ୍ଯ ରେ ଆଉ ବଳିଦାନ କରିବେ ନାହିଁ। ଏହା ସମାନଙ୍କେର ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବିଧି ହବେ।

ଲେବୀୟ ପୁସ୍ତକ 19:29
ତୁମ୍ଭେ ନିଜର କନ୍ଯାକୁ ବେଶ୍ଯା କରି ଅପବିତ୍ର କରିବ ନାହିଁ। ତାହାହେଲେ ଦେଶ ବେଶ୍ଯାପୃତ୍ତି ରେ ପତିତ ହବେ ଓ ଦେଶ ପାପରେ ପରିପୂର୍ଣ୍ଣ ହବେ।

ଲେବୀୟ ପୁସ୍ତକ 19:29
ତୁମ୍ଭେ ନିଜର କନ୍ଯାକୁ ବେଶ୍ଯା କରି ଅପବିତ୍ର କରିବ ନାହିଁ। ତାହାହେଲେ ଦେଶ ବେଶ୍ଯାପୃତ୍ତି ରେ ପତିତ ହବେ ଓ ଦେଶ ପାପରେ ପରିପୂର୍ଣ୍ଣ ହବେ।

ଲେବୀୟ ପୁସ୍ତକ 20:5
ତବେେ ମୁଁ ସହେି ଲୋକ ବିରୁଦ୍ଧ ରେ ଓ ତା'ର ବଂଶ ବିରୁଦ୍ଧ ରେ ୟିବି, ସମେନଙ୍କର ମାେଲକ୍ ଦବେତା ସହିତ ଜଡିତ ହବୋ କାରଣରୁ, ତା'ର ଦେଶବାସୀଠରୁ ତାକୁ ଓ ତା'ର ଅସୁସରଣକାରୀମାନଙ୍କୁ ଦୁ ରଇେ ରଖିବି।

Occurences : 93

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்