Base Word
זָקֵן
Short Definitionto be old
Long Definitionto be old, become old
Derivationa primitive root
International Phonetic Alphabetd͡zɔːˈk’en̪
IPA modzɑːˈken
Syllablezāqēn
Dictiondzaw-KANE
Diction Modza-KANE
Usageaged man, be (wax) old (man)
Part of speechv

ଆଦି ପୁସ୍ତକ 18:12
ତେଣୁ ସାରା ଶୁଣିଥିବା କଥାକୁ ବିଶ୍ବାସ କରିପାରିଲା ନାହିଁ। ସେ ନିଜକୁ ନିଜେ ହସିଲା ଏବଂ କହିଲା, ମୁଁ ଏବଂ ମାରେ ସ୍ବାମୀ ବର୍ଦ୍ଧକ୍ଯ ରେ ଉପନୀତ। ପିଲା ଜନ୍ମ କରିବା ପାଇଁ, ଆମ୍ଭେ ବହୁତ ବୁଢ଼ା ବୁଢ଼ି ହାଇୟୋଇଛୁ।

ଆଦି ପୁସ୍ତକ 18:13
ଏହାପରେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ସାରା ହସି କହୁଛି ସେ ପିଲା ଜନ୍ମ କରିବା ପାଇଁ ବେଶି ବୁଢ଼ି ହାଇୟୋଇଛି।

ଆଦି ପୁସ୍ତକ 19:31
ଦିନେ ବଡ଼ ଭଉଣୀ ତାଙ୍କର ସାନ ଭଉଣୀକୁ କହିଲା, ଆମ୍ଭର ପିତା ବୃଦ୍ଧ, ସାଧାରଣ ଭାବେ ଆମକୁ ବିବାହ କରିବା ପାଇଁ କହେି ଜଣେ ହେଲେ ନାହାନ୍ତି।

ଆଦି ପୁସ୍ତକ 24:1
ଅବ୍ରହାମଙ୍କ ବାର୍ଦ୍ଧକ୍ଯ ଅବସ୍ଥା ରେ ବଞ୍ଚିଥିଲେ। ସଦାପ୍ରଭୁ ଅବ୍ରହାମଙ୍କୁ ସମସ୍ତ ଗତି ରେ ଆଶାର୍ବାଦ କରିଥିଲେ।

ଆଦି ପୁସ୍ତକ 27:1
ଇସ୍ହାକ ବୃଦ୍ଧ ହେଲାପରେ ତାଙ୍କ ଆଖିକୁ ଭଲ ଦଖାେ ଗଲା ନାହିଁ। ଦିନେ ସେ ତାଙ୍କର ବଡ଼ପୁତ୍ର ଏଷୌକୁ ପାଖକୁ ଡ଼ାକି ଇସ୍ହାକ କହିଲେ, ହେ ପୁତ୍ର ଏଷୌ! ସେ ଉତ୍ତର ଦେଲେ, ମୁଁ ଏହିଠା ରେ,

ଆଦି ପୁସ୍ତକ 27:2
ଇସ୍ହାକ କହିଲେ, ମୁଁ ବୃଦ୍ଧ। ମୁଁ ଜାଣିନି, କବେେ ମୁଁ ମରିବିା

ଯିହୋଶୂୟ 13:1
ଯେତବେେଳେ ଯିହାଶୂେୟ ଅତ୍ଯଧିକ ବୃଦ୍ଧ ହାଇଗେଲେ, ସଦାପ୍ରଭୁ ତାଙ୍କୁ କହିଲେ, ୟିହୋଶୂଯ ତୁମ୍ଭେ ବକ୍ସ୍ଟଢା ହାଇଗେଲଣି। କିନ୍ତୁ ଆହକ୍ସ୍ଟରୀ ଅନକେ ଦେଶକକ୍ସ୍ଟ ଜଯ କରିବା ପାଇଁ ବାକି ଅଛି।

ଯିହୋଶୂୟ 13:1
ଯେତବେେଳେ ଯିହାଶୂେୟ ଅତ୍ଯଧିକ ବୃଦ୍ଧ ହାଇଗେଲେ, ସଦାପ୍ରଭୁ ତାଙ୍କୁ କହିଲେ, ୟିହୋଶୂଯ ତୁମ୍ଭେ ବକ୍ସ୍ଟଢା ହାଇଗେଲଣି। କିନ୍ତୁ ଆହକ୍ସ୍ଟରୀ ଅନକେ ଦେଶକକ୍ସ୍ଟ ଜଯ କରିବା ପାଇଁ ବାକି ଅଛି।

ଯିହୋଶୂୟ 23:1
ସଦାପ୍ରଭୁ ଇଶ୍ରାୟେଲବାସୀଙ୍କକ୍ସ୍ଟ ତାଙ୍କ ଚତକ୍ସ୍ଟଃପାଶର୍‌ବ ରେ ଥିବା ସମସ୍ତ ଶତୃଙ୍କଠାରକ୍ସ୍ଟ ଶାନ୍ତି ପ୍ରଦାନ କଲେ। ଇଶ୍ରାୟେଲଙ୍କକ୍ସ୍ଟ ନିରାପତ୍ତା ଦେଲେ। ଏହିପରି ବହକ୍ସ୍ଟତ ଦିନପରେ ଯିହାଶୂେୟ ବୃଦ୍ଧ ହାଇଗେଲେ।

ଯିହୋଶୂୟ 23:2
ଏହି ସମୟରେ ସମସ୍ତ ଇଶ୍ରାୟେଲର ପ୍ରାଚୀନବର୍ଗ, ସମାନଙ୍କେର ପ୍ରଧାନ, ସମାନଙ୍କେର ବିଗ୍ଭର କର୍ତ୍ତା ଓ ଅଧ୍ଯକ୍ଷମାନଙ୍କୁ ଡକାଇ ସମାନଙ୍କେୁ କହିଲେ, ମୁ ବୃଦ୍ଧ ହାଇଗଲିେ।

Occurences : 27

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்