Base Word
זָקָן
Short Definitionthe beard (as indicating age)
Long Definitionbeard, chin
Derivationfrom H2204
International Phonetic Alphabetd͡zɔːˈk’ɔːn̪
IPA modzɑːˈkɑːn
Syllablezāqān
Dictiondzaw-KAWN
Diction Modza-KAHN
Usagebeard
Part of speechn-m

ଲେବୀୟ ପୁସ୍ତକ 13:29
ଆଉ ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢି ରେ ଘା' ହେଲ ଯାଜକ ସହେି ଘା' ଦେଖିବା

ଲେବୀୟ ପୁସ୍ତକ 13:30
ଯାଜକ ସହେି ଘା' ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦଖାୟୋଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋକ ଥାଏ, ତବେେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢିର କୁଷ୍ଠ ରୋଗ।

ଲେବୀୟ ପୁସ୍ତକ 14:9
ସପ୍ତମ ଦିନ ରେ ସେ ନିଜର ସମସ୍ତ କେଶ ଅର୍ଥାତ୍ ମସ୍ତକର ଦାଢି ରେ ଓ ଭ୍ରୁଲତାର ସମସ୍ତ କେଶ କ୍ଷୌର କରିବ। ପୁଣି ନିଜର ବସ୍ତ୍ର ଧୌଇ ଜଳ ରେ ସ୍ନାନ କରି ଶୁଚି ହବେ।

ଲେବୀୟ ପୁସ୍ତକ 19:27
ତୁମ୍ଭମାନେେ ନିଜ ନିଜ ମସ୍ତକର କଣସବୁ ଗୋଲାକାର କରିବ ନାହିଁ କିମ୍ବା ନିଜ ନିଜ ଦାଢିର କୋଣ ମୁଣ୍ଡନ କରିବ ନାହିଁ।

ଲେବୀୟ ପୁସ୍ତକ 21:5
ଆଉ ଯାଜକଗଣ ସମାନଙ୍କେର ମସ୍ତକ ମୁଣ୍ଡନ କରିବେ ନାହିଁ। ଆପଣା ଦାଢିର କୋଣ କ୍ଷୌର କରିବେ ନାହିଁ, କିମ୍ବା ନିଜ ନିଜ ଶରୀର ରେ ଅସ୍ତ୍ରାଘାତ କରିବେ ନାହିଁ।

ପ୍ରଥମ ଶାମୁୟେଲ 17:35
ମୁ ତା' ପଛ ରେ ଗୋଡ଼ାଇଲି ଏବଂ ତାକକ୍ସ୍ଟ ଆଘାତ କରି, ତା' ପାଟିରକ୍ସ୍ଟ ମଷେକକ୍ସ୍ଟ ଛଡାଇ ଆଣିଲି। ବନ୍ଯ ପଶକ୍ସ୍ଟଟି ମାେ ଉପରକକ୍ସ୍ଟ କକ୍ସ୍ଟଦା ମାରିଲା ମୁ ତା'ର ଦାଢି ଧରି ତାହାକକ୍ସ୍ଟ ମାରିଦଲେି।

ପ୍ରଥମ ଶାମୁୟେଲ 21:13
ସମାନେେ ଯାହା କହକ୍ସ୍ଟଥିଲେ ସେସବୁକକ୍ସ୍ଟ ଦାଉଦ ବହକ୍ସ୍ଟତ ଧ୍ଯାନ ଦେଉଥିଲେ। ଗାଥର ରାଜା ଆଖୀଶଙ୍କକ୍ସ୍ଟ ଦାଉଦ ଭୟ କରିଗଲେ।

ଦିତୀୟ ଶାମୁୟେଲ 10:4
ଏଥି ରେ ହାନୂନ ଦାଉଦର କର୍ମଗ୍ଭରୀମାନଙ୍କର ଦାଢିର ଅଧେ କ୍ଷୌର କଲା ଓ ସମାନଙ୍କେ ଅଣ୍ଟାରକ୍ସ୍ଟ ତଳକକ୍ସ୍ଟ ଥିବା ବସ୍ତ୍ର କାଟି ଦଲୋ। ତା'ପରେ ସେ ସମାନଙ୍କେୁ ବିଦା କଲା।

ଦିତୀୟ ଶାମୁୟେଲ 10:5
ଏହି ଲୋକମାନଙ୍କୁ ପରେ ଦାଉଦ କହିଲେ ଓ ସେ ସମାନଙ୍କେୁ ଭଟେିବା ପାଇଁ ପୁରୁଷମାନଙ୍କୁ ପଠାଇଲେ, କାରଣ ସମାନେେ ଅତି ଲଜ୍ଜିତ ହାଇେଥିଲେ। ରାଜା ସମାନଙ୍କେୁ କହିଲେ, ତୁମ୍ଭର ଦାଢି ବଢିବା ପର୍ୟ୍ଯନ୍ତ ତୁମ୍ଭମାନେେ ଯିରୀହାେ ରେ ଥାଅ। ଏହାପରେ ଯିରୁଶାଲମକୁ ଫରେି ଆସିବ।

ଦିତୀୟ ଶାମୁୟେଲ 20:9
ଯୋୟାବ ଅମାସାକକ୍ସ୍ଟ ପଗ୍ଭରିଲା, କି ଭାଇ ତୁମ୍ଭର ମଙ୍ଗଳ?

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்