Base Word
זָרַח
Short Definitionproperly, to irradiate (or shoot forth beams), i.e., to rise (as the sun); specifically, to appear (as a symptom of leprosy)
Long Definitionto rise, come forth, break out, arise, rise up, shine
Derivationa primitive root
International Phonetic Alphabetd͡zɔːˈrɑħ
IPA modzɑːˈʁɑχ
Syllablezāraḥ
Dictiondzaw-RA
Diction Modza-RAHK
Usagearise, rise (up), as soon as it is up
Part of speechv

ଆଦି ପୁସ୍ତକ 32:31
ଏହାପରେ ସୂର୍ େଯ୍ଯାଦଯ ବଳକେୁ ସେ ପନୂଯଲେ ପାର ହେଲେ।ମାତ୍ର ତା'ର ଗୋଡ଼ ୟୋଗୁ େଛାଟାଇ ଚାଲିଲା।

ଯାତ୍ରା ପୁସ୍ତକ 22:3
ଯଦି ଏପରି ଦିନ ରେ ଘଟିଥାଏ ତବେେ ହତ୍ଯା କରିଥିବା ବ୍ଯକ୍ତି ଦୋଷୀ ସାବ୍ଯସ୍ତ ହବେ।

ଦିତୀୟ ବିବରଣ 33:2
ମାଶାେ ଆଶୀର୍ବାଦ କଲେ ଏବଂ କହିଲେ,

ବିଚାରକର୍ତାମାନଙ୍କ ବିବରଣ 9:33
ଏହାପରେ ଯେତବେେଳେ ପ୍ରଭାତ ହବେ, ନଗରକକ୍ସ୍ଟ ଆକ୍ରମଣ କର। ସେ ଓ ତା'ର ଲୋକମାନଙ୍କ ସହିତ ଯେତବେେଳେ ବାହାରି ଆ ସେ, ତକ୍ସ୍ଟମ୍ଭ ଦ୍ବାରା ଯେପରି ହବେ ସହେିପରି କର।

ଦିତୀୟ ଶାମୁୟେଲ 23:4
ଏହି ଲୋକ ଉଦିତ ସୂର୍ୟ୍ଯ ରେ ଦିଲ୍ଗି ତକ୍ସ୍ଟଲ୍ଯ ଉଜ୍ଜଲମାନ ହବେ। ସେ ଲୋକ ବାଦଲ ବିହୀନ ପ୍ରଭାତ ତକ୍ସ୍ଟଲ୍ଯ, ତକ୍ସ୍ଟଷ୍ଟି ହାଇୟୋଇଥିବା ଆକାଶ ତକ୍ସ୍ଟଲ୍ଯ, ଯେଉଁ ବୃଷ୍ଟି ସକ୍ସ୍ଟକ୍ଷ୍ମ ଘାସକକ୍ସ୍ଟ ବଢାଏ।

ଦିତୀୟ ରାଜାବଳୀ 3:22
ମାୟୋବୀଯମାନେ ପ୍ରଭାତ ରେ ଉଠିଲା ବେଳେ ସହେି ସମୟରେ ସୂର୍ୟ୍ଯ ଜଳ ଉପରେ ଚମୁକୁ ଥିଲା। ସମାନେେ ଏହାକୁ ସମାନଙ୍କେର ରକ୍ତ ତୁଲ୍ଯ ରଙ୍ଗପରି ଦେଖିଲେ।

ଦିତୀୟ ବଂଶାବଳୀ 26:19
କିନ୍ତୁ ଉଷିୟ କୋରଧାନ୍ବିତ ହେଲେ। ସୁଗନ୍ଧିଧୂପ ଜଳାଇବା ନିମନ୍ତେ ସେ ତାଙ୍କ ହାତ ରେ ଏକ ପାତ୍ର ଧରିଥିଲେ। ଉଷିୟ ଯାଜକମାନଙ୍କ ଉପରେ କୋର୍ଧ କରୁଥିବା ସମୟରେ ହିଁ କୁଷ୍ଠ ରୋଗ ତାଙ୍କର କପାଳ ରେ ପ୍ରକାଶ ପାଇଲା। ଏହା ସଦାପ୍ରଭୁଙ୍କ ମନ୍ଦିର ରେ, ସୁଗନ୍ଧି ଧୂପର ୟଜ୍ଞବଦେୀ ନିକଟରେ ଯାଜକମାନଙ୍କ ସମ୍ମୁଖ ରେ ଘଟିଲା।

ଆୟୁବ ପୁସ୍ତକ 9:7
ପରମେଶ୍ବର ସୂର୍ୟ୍ଯକୁ କହି ତା'ର ଉଦଯ ହବୋକୁ ବନ୍ଦ କରିଦଇେ ପାରନ୍ତି। ସେ ତାରାଗଣକୁ ଚମକିବା ବନ୍ଦ କରି ଦଇପୋରନ୍ତି।

ଗୀତସଂହିତା 104:22
ସୂର୍ୟେ୍ଯାଦଯ ହେଲେ ସମାନେେ ନିଜ ନିଜ ବସାକୁ ଚାଲିୟାନ୍ତି। ଏବଂ ନିଜ ନିଜ ବସାରେ ବିଶ୍ରାମ କରନ୍ତି।

ଗୀତସଂହିତା 112:4
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।

Occurences : 18

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்