Base Word
אֵזוֹר
Short Definitionsomething girt; a belt, also a band
Long Definitionwaist-cloth, the innermost piece of clothing
Derivationfrom H0246
International Phonetic Alphabetʔeˈd͡zor
IPA modʔeˈzo̞wʁ
Syllableʾēzôr
Dictionay-DZORE
Diction Moday-ZORE
Usagegirdle
Part of speechn-m

ଦିତୀୟ ରାଜାବଳୀ 1:8
ବାର୍ତ୍ତାବହମାନେ ଅହସିଯଙ୍କୁ ଉତ୍ତର କଲେ, ସେ ଲୋକଟି ଲୋମଶ ବସ୍ତ୍ର ପରିଧାନ କରିଥିଲା ଓ ତା'ର କଟି ରେ ଏକ ଚମଡାର ପଟୁକା ବନ୍ଧା ଥିଲା।

ଆୟୁବ ପୁସ୍ତକ 12:18
ରାଜା ଲୋକମାନଙ୍କୁ ବନ୍ଦୀ ଗୃହ ରେ ନିକ୍ଷପେ କରନ୍ତି। କିନ୍ତୁ ପରମେଶ୍ବର ସହେି ଲୋକମାନଙ୍କୁ ମୁକ୍ତି ଦଇେ ଆହୁରି ଅଧିକ ଶକ୍ତିଶାଳୀ କରି ଦିଅନ୍ତି।

ଯିଶାଇୟ 5:27
ସସହି ଶତ୍ରୁଗଣସକଲବ ଅବଶସହଲବ ନାହିଁ କିସସମାନଙ୍କର ପତନସହବ ନାହିଁ।ସସମାଲନସକଲବ ଢୁଳାଇବଲ ନାହିଁ କିସଶାଇଯିଲବ ନାହିଁ।ସସମାନଙ୍କର କଟିବନ୍ଧନସକଲବ ଫିଟିବ ନାହିଁ କି ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ।

ଯିଶାଇୟ 11:5
ପୁଣି ଯେତବେେଳେ ଦୁଷ୍ଟାଚାରୀମାନଙ୍କୁ ସଂହାର କରିବାକୁ ଆଦେଶ ଦବେେ, ସେତବେେଳେ ସମାନେେ ନିହତ ହବେେ। ଧର୍ମ ଓ ନ୍ଯାଯ ସେ ପିଲାକୁ ଶକ୍ତି ଦବେ। ସଗେୁଡ଼ିକ ତା'ର ଅଣ୍ଟାର ବଳଯ ସଦୃଶ ହବେ।

ଯିଶାଇୟ 11:5
ପୁଣି ଯେତବେେଳେ ଦୁଷ୍ଟାଚାରୀମାନଙ୍କୁ ସଂହାର କରିବାକୁ ଆଦେଶ ଦବେେ, ସେତବେେଳେ ସମାନେେ ନିହତ ହବେେ। ଧର୍ମ ଓ ନ୍ଯାଯ ସେ ପିଲାକୁ ଶକ୍ତି ଦବେ। ସଗେୁଡ଼ିକ ତା'ର ଅଣ୍ଟାର ବଳଯ ସଦୃଶ ହବେ।

ଯିରିମିୟ 13:1
ସଦାପ୍ରଭୁ ମାେତେ ଏହା କହିଲେ : ତୁମ୍ଭେ ଏକ ମାଟୋ ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣ କଟି ଦେଶ ରେ ବାନ୍ଧ ଓ ତାକୁ ଓଦା କର ନାହିଁ।

ଯିରିମିୟ 13:2
ତେଣୁ ସଦାପ୍ରଭୁଙ୍କ କହିବା ଅନୁସାରେ ମୁଁ ଏକ ପଟୁକା କିଣି ଆପଣା କଟି ଦେଶ ରେ ବାନ୍ଧିଲି।

ଯିରିମିୟ 13:4
ହେ ଯିରିମିୟ, ତୁମ୍ଭେ କଟି ଦେଶ ରେ ଯେଉଁ ପଟୁକା କିଣି ପିନ୍ଧିଛ, ତାହା ନଇେ ଫରାତ୍ ନଦୀ ନିକଟକୁ ୟାଇ ସଠାେସ୍ଥିତ ଏକ ପଥର ତଳ ରେ ଲୁଚାଇ ରଖ।

ଯିରିମିୟ 13:6
ପୁଣି ଅନକେ ଦିନପ ରେ ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଫରାତ୍ ନଦୀ ନିକଟକୁ ୟାଅ ଓ ଯେଉଁ ପଟୁକା ସଠାେ ରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କରିଥିଲୁ, ତାହା ସଠାରୁେ ନିଅ।

ଯିରିମିୟ 13:7
ତେଣୁ ମୁଁ ଫରାତ୍ ନଦୀ ନିକଟକୁ ୟାଇ ସହେି ପଥର ତଳ ଖାେଳି ଲୁଚାଇ ରଖିଥିବା ପଟୁକା କାଢ଼ିଲି। ଆଉ ଦେଖ ! ତାହା ସୂର୍ଣ୍ଣ ନଷ୍ଟ ହାଇୟୋଇଥିଲା, ତାହା ପିନ୍ଧିବା ଯୋଗ୍ଯ ନ ଥିଲା।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்