Base Word
חָזָק
Short Definitionstrong (usu. in a bad sense, hard, bold, violent)
Long Definitionstrong, stout, mighty
Derivationfrom H2388
International Phonetic Alphabetħɔːˈd͡zɔːk’
IPA modχɑːˈzɑːk
Syllableḥāzāq
Dictionhaw-DZAWK
Diction Modha-ZAHK
Usageharder, hottest, impudent, loud, mighty, sore, stiff(-hearted), strong(-er)
Part of speecha

ଯାତ୍ରା ପୁସ୍ତକ 3:19
କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ଯ ହାତର ଶକ୍ତି ବିନା ମିଶରର ରାଜାଙ୍କୁ ଜବରଦସ୍ତ କରାଗଲେ ମଧ୍ଯ, ତୁମ୍ଭମାନଙ୍କୁ ୟିବାକୁ ଦବନୋହିଁ।

ଯାତ୍ରା ପୁସ୍ତକ 6:1
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭେ ଦେଖିବ ମୁଁ ଫାରୋଙ୍କୁ କ'ଣ କରିବି। ମାରେ ମହାନ ଶକ୍ତି ତାଙ୍କ ବିରୁଦ୍ଧ ରେ କାର୍ୟ୍ଯ କରିବ ଏବଂ ସେ ମାରେ ଲୋକମାନଙ୍କୁ ୟିବାକୁ ଦବେ। ବର୍ତ୍ତମାନ ସେ ଲୋକମାନଙ୍କୁ ବାଧ୍ଯ କରିବ ତାଙ୍କର ଦେଶ ଛାଡ଼ି ୟିବା ପାଇଁ?

ଯାତ୍ରା ପୁସ୍ତକ 6:1
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭେ ଦେଖିବ ମୁଁ ଫାରୋଙ୍କୁ କ'ଣ କରିବି। ମାରେ ମହାନ ଶକ୍ତି ତାଙ୍କ ବିରୁଦ୍ଧ ରେ କାର୍ୟ୍ଯ କରିବ ଏବଂ ସେ ମାରେ ଲୋକମାନଙ୍କୁ ୟିବାକୁ ଦବେ। ବର୍ତ୍ତମାନ ସେ ଲୋକମାନଙ୍କୁ ବାଧ୍ଯ କରିବ ତାଙ୍କର ଦେଶ ଛାଡ଼ି ୟିବା ପାଇଁ?

ଯାତ୍ରା ପୁସ୍ତକ 10:19
ତେଣୁ ସଦାପ୍ରଭୁ ପବନର ଦିନ ପରିବର୍ତ୍ତନ କଲେ। ପଶ୍ଚିମ ଦିଗରୁ ପ୍ରଚଣ୍ଡ ବଗେ ରେ ପବନ ବହିଲା। ଏହି ପବନ ମିଶରରୁ ସମସ୍ତ ପଙ୍ଗପାଳଦଳକୁ ଉଡାଇ ନଇେ ଲୋହିତ ସୂଫ ସାଗର ରେ ପକାଇଲା। ଏପରିକି ଗୋଟିଏ ହେଲେ ପଙ୍ଗପାଳ ମିଶର ରେ ରହିଲେ ନାହିଁ।

ଯାତ୍ରା ପୁସ୍ତକ 13:9
ଏହି ପବିତ୍ର ଦିନଟିକୁ ତୁମ୍ଭମାନେେ ମନେ ରଖିବ। ଏହା ଯେପରି ତୁମ୍ଭମାନଙ୍କ ପାଇଁ, ସଦାପ୍ରଭୁଙ୍କ ବ୍ଯବସ୍ଥା ଯେପରି ତୁମ୍ଭ ମୁଖ ରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ବରୂପ ତୁମ୍ଭ ହସ୍ତ ରେ ଓ ସ୍ମରଣର ଉପାଯ ସ୍ବରୂପ ତୁମ୍ଭ ଚକ୍ଷୁ ଦ୍ବଯର ମଧ୍ଯସ୍ଥାନ ରେ ରହିବ। ଯେ ହତେୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତଦ୍ବାରା ମିଶରଠାରୁ ତୁମ୍ଭକୁ ବାହାର କରି ଆଣିଛନ୍ତି।

ଯାତ୍ରା ପୁସ୍ତକ 19:16
ତୃତୀୟ ଦିନ ପ୍ରଭାତ ରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡଘଡି, ବିଜୁଳି ଏବଂ ଏକ ଗମ୍ଭୀର ଶିଙ୍ଗା ଧ୍ବନି ଶୁଣାଗଲା। ଛାଉଣୀର ଲୋକମାନେ ଭୟଭୀତ ହାଇଗେଲେ।

ଯାତ୍ରା ପୁସ୍ତକ 32:11
କିନ୍ତୁ ମାଶାେ ତା'ର ସଦାପ୍ରଭୁ ପରମେଶ୍ବରଙ୍କୁ ଭିକ୍ଷା ମାଗିଲେ, ହେ ସଦାପ୍ରଭୁ, ତୁମ୍ଭର କୋରଧ ରେ ତୁମ୍ଭର ଲୋକମାନଙ୍କୁ ଧ୍ବଂସ କର ନାହିଁ। ତୁମ୍ଭେ ଆପଣା ଶକ୍ତି ବଳର ସମାନଙ୍କେୁ ମିଶରରୁ ବାହାର କରି ଆଣିଥିଲ।

ଗଣନା ପୁସ୍ତକ 13:18
ପୁଣି ସହେି ଦେଶ କିପରି, ତହିଁର ବାସିନ୍ଦାମାନେ ବଳବାନ୍ କି ଦିର୍ବଳ ଓ ସେ ଅଳ୍ପ କି ଅନକେ ସେ ବିଷଯ ରେ ଅନୁସନ୍ଧାନ କର।

ଗଣନା ପୁସ୍ତକ 13:31
ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ୟାଇଥିଲେ, ସମାନେେ କହିଲେ, ଆମ୍ଭମାନେେ ସହେି ଲୋକମାନଙ୍କ ବିରୁଦ୍ଧ ରେ ୟାଇ ପାରିବୁ ନାହିଁ। କାରଣ ସମାନେେ ଆମ୍ଭଠାରୁ ଶକ୍ତିଶାଳୀ।

ଗଣନା ପୁସ୍ତକ 20:20
ମାତ୍ର ଇଦୋମ ପୁନର୍ବାର ଉତ୍ତର ଦେଲେ, ନା! ତା'ପରେ ଇଦୋମ ଏକ ଶକ୍ତିଶାଳୀ ସୈନ୍ଯବାହିନୀ ନଇେ ଇଶ୍ରାୟେଲ ବିରୁଦ୍ଧ ରେ ଲଢିବାକୁ ବାହାରିଲେ।

Occurences : 56

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்