Base Word
חִיצוֹן
Short Definitionproperly, the (outer) wall side; hence, exterior; figuratively, secular (as opposed to sacred)
Long Definitionouter, external, outward
Derivationfrom H2434
International Phonetic Alphabetħɪi̯ˈt͡sˤon̪
IPA modχiːˈt͡so̞wn
Syllableḥîṣôn
Dictionhee-TSONE
Diction Modhee-TSONE
Usageouter, outward, utter, without
Part of speecha

ପ୍ରଥମ ରାଜାବଳୀ 6:29
ମୂଖ୍ଯ କଠାେରୀର ଓ ଭିତର କଠାେରୀର କାନ୍ଥଗୁଡିକ ଗ୍ଭରିପାଖ ରେ କିରୁବ ଦୂତଗଣ, ଖଜୁର୍ର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଛବି ଖାଦେିତ ହାଇେଥିଲା।

ପ୍ରଥମ ରାଜାବଳୀ 6:30
ଉଭୟ କୋଠରୀର ଚଟାଣ ମଧ୍ଯ ସୁବର୍ଣ୍ଣ ରେ ଆବୃତ ହାଇେଥିଲା।

ଦିତୀୟ ରାଜାବଳୀ 16:18
ଆଉ ବିଶ୍ରାମ ସଭା ନିମନ୍ଲତ ମନ୍ଦିର ମଧିଅଲରସଯଉଁ ଆବୃତ ପଥ ଓ ରାଜାଙ୍କର ପ୍ରବଲଶାର୍ଥଲ ବହିଦ୍ବାର କରିଥିଲଲ ତାହାସସ ଅଶୂରର ରାଜାଙ୍କ ଲାଗି ସଦାପ୍ରଭୁଙ୍କ ମନ୍ଦିରରୁସନଇଗଲଲ।

ପ୍ରଥମ ବଂଶାବଳୀ 26:29
କନନିଯ ୟିଷହରୀଯଙ୍କ ପରିବାରରୁ ଆସିଥିଲେ। କନନିଯ ଓ ତାଙ୍କର ପୁତ୍ରମାନଙ୍କର ମନ୍ଦିର ବାହା ରେ କାର୍ୟ୍ଯ କରିବାର ଦାଯିତ୍ବ ଥିଲା। ସମାନେେ ଇଶ୍ରାୟେଲର ବିଭିନ୍ନ ସ୍ଥାନ ରେ ପୋଲିସ ଓ ବିଚାରକର୍ତ୍ତା ଭାବରେ କାର୍ୟ୍ଯ କରିଥିଲେ।

ଦିତୀୟ ବଂଶାବଳୀ 33:14
ଏହି ସମସ୍ତ ଘଟିଲା ପରେ, ମନଃଶି ଦାଉଦଙ୍କ ନଗର ବାହା ରେ ଏକ ପ୍ରାଚୀର ନିର୍ମାଣ କଲେ। ଏହି ପ୍ରାଚୀର ଉପତ୍ୟକା ରେ ଥିଲା ଏବଂ ଗୀହାନେ ଝରଣାର ପଶ୍ଚିମ ପାଶର୍‌ବରୁ ମତ୍ସ୍ଯ ଦ୍ବାରର ପ୍ରବେଶପଥ ପର୍ୟ୍ଯନ୍ତ, ଓଫଲ ପର୍ବତର ଚତୁର୍ଦ୍ଦିଗ ରେ ବେଷ୍ଟନ କରି ରହିଥିଲା। ସେ ସହେି ପ୍ରାଚୀରକୁ ଅତି ଉଚ୍ଚ କଲେ। ଏହାପରେ ଯିହୁଦାର ସବୁ ଦୁର୍ଗଗୁଡ଼ିକରେ ପଦାଧିକାରୀମାନଙ୍କୁ ସ୍ଥାପନ କଲେ।

ନିହିମିୟା 11:16
ଲବେୀୟ ପ୍ରଧାନ ବର୍ଗମଧ୍ଯରୁ ଶଦ୍ଦଥଯ ଓ ୟୋଷାବଦ୍ ପରମେଶ୍ବରଙ୍କ ମନ୍ଦିରର ବାହାର କାର୍ୟ୍ଯର ନିରୀକ୍ଷକ ଥିଲେ।

ଏଷ୍ଟର ବିବରଣ 6:4
ତେଣୁ ରାଜା ପଚାରିଲେ, ପ୍ରାଙ୍ଗଣ ରେ କିଏ ଅଛି? ଏହି ସମୟରେ ହାମନ୍ ନିଜର ପ୍ରସ୍ତୁତ ଫାଶି କାଠ ରେ ମର୍ଦ୍ଦଖଯକୁ ଫାଶି ଦବୋ ପାଇଁ ରାଜାଙ୍କୁ କହିବା ନିମନ୍ତେ ରାଜଗୃହର ଦ୍ବାର ପ୍ରାଙ୍ଗଣକୁ ଆସିଲା।

ଯିହିଜିକଲ 10:5
ଆଉ ସର୍ବଶକ୍ତିମାନ ପରମେଶ୍ବରଙ୍କର କଥା କହିବାର ସମୟରେ ସ୍ବର ବଜ୍ରରବ ତୁଲ୍ଯ, କିରୂବଦୂତମାନଙ୍କର ପକ୍ଷର ଶବ୍ଦ ବାହାର ପ୍ରାଙ୍ଗଣ ପର୍ୟ୍ଯନ୍ତ ଶୁଣାଗଲା।

ଯିହିଜିକଲ 40:17
ତା'ପ ରେ ସେ ମାେତେ ବାହାର ଅଗଣାକୁ ଆଣିଲେ। ମୁଁ ଦେଖିଲି ପ୍ରାଙ୍ଗଣର ଚତୁର୍ଦ୍ଦିଗ ରେ କେତକେ କଠାେରୀ ଓ ନିର୍ମିତ ଚଟାଣ ଥିଲା। ସହେି ଚଟାଣ ଉପ ରେ ତିରିଶଟି କଠାେରୀ ଥିଲା।

ଯିହିଜିକଲ 40:20
ତବେେ ସେ ବାହାର ପ୍ରାଙ୍ଗଣର ଉତ୍ତର ଦ୍ବାରର ର୍ଦୈଘ୍ଯ ପ୍ରସ୍ଥ ମାପିଲେ।

Occurences : 25

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்