Base Word | |
חָלַם | |
Short Definition | properly, to bind firmly, i.e., (by implication) to be (causatively to make) plump |
Long Definition | to dream |
Derivation | a primitive root |
International Phonetic Alphabet | ħɔːˈlɑm |
IPA mod | χɑːˈlɑm |
Syllable | ḥālam |
Diction | haw-LAHM |
Diction Mod | ha-LAHM |
Usage | (cause to) dream(-er), be in good liking, recover |
Part of speech | v |
Base Word | |
חָלַם | |
Short Definition | properly, to bind firmly, i.e., (through the figurative sense of dumbness) to dream |
Long Definition | to dream |
Derivation | a primitive root |
International Phonetic Alphabet | ħɔːˈlɑm |
IPA mod | χɑːˈlɑm |
Syllable | ḥālam |
Diction | haw-LAHM |
Diction Mod | ha-LAHM |
Usage | (cause to) dream(-er), be in good liking, recover |
Part of speech | v |
ଆଦି ପୁସ୍ତକ 28:12
ଯାକୁବ ଏକ ସ୍ବପ୍ନ ଦେଖିଲେ। ସେ ସ୍ବପ୍ନ ରେ ଦେଖିଲେ ଯେ ଏକ ସିଡ଼ି ଭୂମିରୁ ସ୍ବର୍ଗକୁ ଲାଗିଛି। ଯାକୁବ ଦେଖିଲେ ପରମେଶ୍ବରଙ୍କର ଦୂତଗଣ ସହେି ସିଢ଼ିଦଇେ ଚଢୁଛନ୍ତି ଓ ଓହ୍ଲାଉଛନ୍ତ।
ଆଦି ପୁସ୍ତକ 37:5
ଥରେ ଯୋଷଫେ ଏକ ସ୍ବପ୍ନ ଦେଖି ତାଙ୍କ ଭାଇମାନଙ୍କୁ କହିଲେ। ଏଥି ରେ ସମାନେେ ଯୋଷଫେକୁ ଅଧିକ ଘୃଣା କଲେ।
ଆଦି ପୁସ୍ତକ 37:6
ଯୋଷଫେ କହିଲେ, ମୁଁ ଦେଖିଥିବା ସ୍ବପ୍ନଟି ଏହା ଏବଂ ଏ ବିଷଯ ରେ ଶୁଣ।
ଆଦି ପୁସ୍ତକ 37:9
ଏହାପରେ ଯୋଷଫେ ଅନ୍ୟ ଏକ ସ୍ବପ୍ନ ଦେଖିଲା ଏବଂ ସେ ତା'ର ଭାଇମାନଙ୍କୁ ଏହି ସ୍ବପ୍ନ ବିଷଯ ରେ କହିଲା। ଯୋଷଫେ କହିଲେ, ସୂର୍ୟ୍ଯ, ଚନ୍ଦ୍ର ଏବଂ ଏଗାରଟି ତାରା ମାେ ସମ୍ମୁଖ ରେ ନତ ହେଲେ।
ଆଦି ପୁସ୍ତକ 37:9
ଏହାପରେ ଯୋଷଫେ ଅନ୍ୟ ଏକ ସ୍ବପ୍ନ ଦେଖିଲା ଏବଂ ସେ ତା'ର ଭାଇମାନଙ୍କୁ ଏହି ସ୍ବପ୍ନ ବିଷଯ ରେ କହିଲା। ଯୋଷଫେ କହିଲେ, ସୂର୍ୟ୍ଯ, ଚନ୍ଦ୍ର ଏବଂ ଏଗାରଟି ତାରା ମାେ ସମ୍ମୁଖ ରେ ନତ ହେଲେ।
ଆଦି ପୁସ୍ତକ 37:10
ଯୋଷଫେ ତାଙ୍କର ସହେି ସ୍ବପ୍ନର କଥା ତାଙ୍କ ପିତାଙ୍କୁ ମଧ୍ଯ ଜଣାଇଲେ। କିନ୍ତୁ ତାଙ୍କର ପିତା ତାଙ୍କୁ ଗାଳି ଦେଲେ। ତାଙ୍କର ପିତା ତାଙ୍କୁ କହିଲେ, ଏ କି ପ୍ରକାର ସ୍ବପ୍ନ? ତୁ କ'ଣ ଭାବୁଛି ମୁଁ ତୋର ମା ଏବଂ ତୋର ଭାଇମାନେ ତୋତେ ପ୍ରଣାମ କରିବାକୁ ଆସିବୁ?
ଆଦି ପୁସ୍ତକ 40:5
ଏକ ରାତି ରେ ଉଭୟ ବନ୍ଦୀ ଦୁଇଜଣ ସ୍ବପ୍ନ ଦେଖିଲେ। ସହେି ଦୁଇଜଣ ବନ୍ଦୀ ମିଶର ରେ ରାଜାଙ୍କର ପାନପାତ୍ର ବାହକ ଓ ସ୍ବପକାର। ପ୍ରେତ୍ୟକକ ଏକ ସ୍ବପ୍ନ ଦେଖିଲେ ଓ ପ୍ରେତ୍ୟକକ ସ୍ବପ୍ନର ଅର୍ଥ ଭିନ୍ନଥିଲା।
ଆଦି ପୁସ୍ତକ 40:8
ସହେି ଦୁଇ ବନ୍ଦୀ ଉତ୍ତର ଦେଲେ, ଆମ୍ଭେ କାଲି ରାତି ରେ ସ୍ବପ୍ନ ଦେଖିଲୁ। କିନ୍ତୁ ତାହା ବୁଝି ପାରୁନାହୁଁ। ସହେି ସ୍ବପ୍ନର ବ୍ଯାଖ୍ଯା କରିବାକୁ କହେି ନାହିଁ।
ଆଦି ପୁସ୍ତକ 41:1
ଦୁଇବର୍ଷ ପରେ ଫାରୋ ଏକ ସ୍ବପ୍ନ ଦେଖିଲେ। ସେ ସ୍ବପ୍ନ ରେ ଦେଖିଲେ ଯେ, ସେ ନୀଳ ନଦୀ କୂଳ ରେ ଛିଡ଼ା ହାଇେଛନ୍ତି।
ଆଦି ପୁସ୍ତକ 41:5
ଫାରୋ ପୁନ୍ନରାଯ ଶଯନ କଲେ ଓ ପୁନ୍ନରାଯ ସ୍ବପ୍ନ ଦେଖିଲେ। ଗୋଟିଏ ଶଣ୍ଢା ରେ ସାତଟି ପରିପୃଷ୍ଟ ଓ ଉତ୍ତମ ଶୀଷା ବାହାରିଲା।
Occurences : 29
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்