Base Word
חַלָּמִישׁ
Short Definitionflint
Long Definitionflint, rock
Derivationprobably from H2492 (in the sense of hardness)
International Phonetic Alphabetħɑlːɔːˈmɪi̯ʃ
IPA modχɑ.lɑːˈmiːʃ
Syllableḥallāmîš
Dictionhahl-law-MEESH
Diction Modha-la-MEESH
Usageflint(-y), rock
Part of speechn-m

ଦିତୀୟ ବିବରଣ 8:15
ସେ ତୁମ୍ଭର ଭବିଷ୍ଯତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନବୋକକ୍ସ୍ଟ ବିଷଧର ସର୍ପ ଓ ବିଛା ପକ୍ସ୍ଟଣି ନିର୍ଜଳ ଶକ୍ସ୍ଟଷ୍କ ଭୂମିଥିବା ଏହି ବିସ୍ତିର୍ଣ୍ଣ ଓ ଭୟାନକ ମରକ୍ସ୍ଟଭୂମି ଦଇେ ତୁମ୍ଭମାନଙ୍କୁ ଗମନ କରାଇ ଆଣିଲେ। ସେ ତୁମ୍ଭମାନଙ୍କ ପାଇଁ ଚକ୍ମକି ପ୍ରସ୍ତରମଯ ଶୈଳରକ୍ସ୍ଟ ଜଳ ବାହାର କଲେ।

ଦିତୀୟ ବିବରଣ 32:13
ସଦାପ୍ରଭୁ ପୃଥିବୀର ଉଚ୍ଚସ୍ଥଳୀ ଉପରେ ୟାକକ୍ସ୍ଟବଙ୍କକ୍ସ୍ଟ ବାହନ ଆହାରଣେ କରାଇଲେ। ୟାକକ୍ସ୍ଟବ କ୍ଷେତ୍ରରକ୍ସ୍ଟ ଫସଲ ଖାଇଗଲେ। ସଦାପ୍ରଭୁ ପାଷାଣରକ୍ସ୍ଟ ମଧକ୍ସ୍ଟ ଝରାଇ ଦେଲେ ଏବଂ କଠିନ ଶୀଳାରକ୍ସ୍ଟ ୟାକକ୍ସ୍ଟବ୍ଙ୍କକ୍ସ୍ଟ ତୈଳ ଦେଲେ।

ଆୟୁବ ପୁସ୍ତକ 28:9
ଶ୍ରମିକମାନେ ସବୁଠାରୁ ଟାଣ ପଥରକୁ ଖୋଳନ୍ତି। ସହେି ଶ୍ରମିକମାନେ ପର୍ବତକୁ ଖୋଳନ୍ତି ଏବଂ ତାକୁ ଖାଲିକରି ଦିଅନ୍ତି।

ଗୀତସଂହିତା 114:8
ପରମେଶ୍ବର ହେଉଛନ୍ତି ସହେି ୟାହାଙ୍କ ୟୋଗୁ ପର୍ବତରୁ ଝରଣା ବୁହାଇଲେ ଓ ପରମେଶ୍ବର ଚକ୍ମକି ପଥରକୁ ନିର୍ଝର ବୁହାଇଲେ।

ଯିଶାଇୟ 50:7
ମାରେ ପ୍ରଭୁ ସଦାପ୍ରଭୁ ମାେତେ ସାହାୟ୍ଯ କରିବେ ; ତେଣୁ ସମାନଙ୍କେର ଅପମାନ ମାେତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମାରେ ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହବେି ନାହିଁ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்