Base Word
חֲסִידָה
Short Definitionthe kind (maternal) bird, i.e., a stork
Long Definitionstork
Derivationfeminine of H2623
International Phonetic Alphabetħə̆.sɪi̯ˈd̪ɔː
IPA modχə̆.siːˈdɑː
Syllableḥăsîdâ
Dictionhuh-see-DAW
Diction Modhuh-see-DA
Usage× feather, stork
Part of speechn-f

ଲେବୀୟ ପୁସ୍ତକ 11:19
ପୁଣି ଚରଳ, ବିଭିନ୍ନ ଜାତିର କଙ୍କ, ଟିଟ୍ଟିବ ଓ ଚାମଗିକା।

ଦିତୀୟ ବିବରଣ 14:18
ଚରଳ, କଙ୍କ, ଟିଟ୍ଟିଭ, ଗ୍ଭମଚିକା।

ଆୟୁବ ପୁସ୍ତକ 39:13
ଓଟ ପକ୍ଷୀ ଉତ୍ତଜେନା ରେ ଡ଼ଣୋ ହଲାଏ କିନ୍ତୁ ଏହା ଉଡ଼ିପାରିବ ନାହିଁ। ଏହାର ଡ଼ଣୋ ବଗ ପରି ନୁହେଁ।

ଗୀତସଂହିତା 104:17
ସହେି ବୃକ୍ଷଗୁଡ଼ିକ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି। ସାରସ ପକ୍ଷୀ ସୋନବରେ ବୃକ୍ଷରେ ବାସ କରନ୍ତି।

ଯିରିମିୟ 8:7
ଏପରିକି ଆକାଶର ପକ୍ଷୀଗଣ ନିଜ ନିଜ ନିରୂପିତ ସମୟ ଜାଣନ୍ତି। ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି। ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିଯମ ଜାଣନ୍ତି ନାହିଁ।

ଯିଖରିୟ 5:9
ତା'ପ ରେ ମୁଁ ଉର୍ଦ୍ଧ୍ବକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସମାନେେ ଉଡି ଆସିଲେ ଏବଂ ସମାନଙ୍କେ ପକ୍ଷ ରେ ପବନ ଥିଲା। ସମାନେେ ସେ ମାପିବାର ଟୋକଇକେୁ ଉଠାଇଲେ ପୃଥିବୀ ଓ ସ୍ବର୍ଗ ମଧିଅରେ ବୋହି ନେଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்