Base Word
חִתִּית
Short Definitionfear
Long Definitionterror
Derivationfrom H2865
International Phonetic Alphabetħɪt̪̚ˈt̪ɪi̯t̪
IPA modχiˈtiːt
Syllableḥittît
Dictionhit-TEET
Diction Modhee-TEET
Usageterror
Part of speechn-f

ଯିହିଜିକଲ 26:17
ଏବଂ ସମାନେେ ତୁମ୍ଭ ପାଇଁ ଏକ ବିଳାପ ସଙ୍ଗୀତ ଗାନ କରି ତୁମ୍ଭକୁ ସମ୍ ବୋଧନ କରିବେ,

ଯିହିଜିକଲ 32:23
ଯେଉଁମାନେ ଜୀବିତାବସ୍ଥା ରେ ଭୟ ଜନ୍ମାଉଥିଲେ ସମାନେେ ସମସ୍ତେ ଖଡ୍ଗ ରେ ନିହତ ହାଇେ ପତିତ ହାଇେଅଛନ୍ତି।

ଯିହିଜିକଲ 32:24
ଏଲମ ଓ ତା'ର ଲୋକମାନେ ସଠାେ ରେ ଅଛନ୍ତି, ସମାନେେ ସମସ୍ତେ ୟୁଦ୍ଧ ରେ ଖଣ୍ଡା ଦ୍ବାରା ହତ ହାଇେଛନ୍ତି। ସମାନଙ୍କେର କବରଗୁଡ଼ିକ ଏହାର ଚତୁର୍ଦ୍ଦିଗ ରେ ଅଛି। ଆଉ ସମାନଙ୍କେ କବରର ଚତୁର୍ଦ୍ଦିଗ ରେ ତା'ର ସମସ୍ତ ଜନସମାଜ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥା ରେ ଭୟ ସୃଷ୍ଟି କରୁଥିଲେ, ଅସୁନ୍ନତ ଅବସ୍ଥା ରେ କବରକୁ ୟାଇଛନ୍ତି। ସମାନେେ ଅନ୍ୟମାନଙ୍କ ସହିତ ସମାନଙ୍କେର ଅପମାନ ଭୋଗ କରିଅଛନ୍ତି।

ଯିହିଜିକଲ 32:25
ନିହତ ଲୋକମାନଙ୍କ ମଧିଅରେ ତା' ପାଇଁ ଗୋଟିଏ ଶୟ୍ଯା ପ୍ରସ୍ତୁତ କରିଅଛନ୍ତି। ସମସ୍ତ ଲୋକ ତା'ର କବରର ଚତୁର୍ଦ୍ଦିଗ ରେ ଅଛନ୍ତି। ସହେି ଅସୁନ୍ନତମାନେ, ଯେଉଁମାନେ ଖଣ୍ଡା ଦ୍ବାରା ହତ ହାଇେଛନ୍ତି। କାରଣ ସମାନଙ୍କେ ଆତଙ୍କ ଜୀବିତମାନଙ୍କ ମଧିଅରେ ବ୍ଯାପିଗଲା। ସମାନେେ ସମାନଙ୍କେର ଲଜ୍ଜାକୁ ଅନ୍ୟମାନଙ୍କ ସହିତ ବାଣ୍ଟିଲେ, ଯେଉଁମାନେ କବରକୁ ଗଲେ, ସେ ଶବମାନଙ୍କ ମଧିଅରେ ରହିଲେ।

ଯିହିଜିକଲ 32:26
ଏବଂ ମଷେକ୍ ଏବଂ ତୁବଲର ଲୋକମାନେ ଅଛନ୍ତି। ସମାନଙ୍କେର ଚତୁର୍ଦ୍ଦିଗ ରେ ସମାନଙ୍କେର କବରସବୁ ଅଛି। ସମାନେେ ସମସ୍ତେ ଅନୁନ୍ନତ ଥିଲେ ଓ ଖଡ୍ଗ ରେ ହତ ହେଲେ। କାରଣ ସମାନେେ ଜୀବିତ ଥିବା ସମୟରେ ଦେଶ ରେ ଲୋକମାନଙ୍କୁ ଭୟ ଦଖାଇେ ଥିଲେ।

ଯିହିଜିକଲ 32:27
ଅସୁନ୍ନତ ବୀରମାନଙ୍କ ସହିତ ସମାନେେ କ'ଣ ୟୁଦ୍ଧ ଭୂମିରେ ପତିତ ହାଇେ ନାହାଁନ୍ତି, ଯେଉଁମାନେ ସମାନଙ୍କେର ଖଡ୍ଗକୁ ତକିଆ ଭିତ ରେ ରଖି ପାତାଳକୁ ୟାଇଛନ୍ତି ? ସମାନଙ୍କେର ପାପ ସମାନଙ୍କେର ଅସ୍ଥି ଉପ ରେ ଅଛି। ଯେ ହତେୁ ସମାନେେ ଜୀବିତ ଥିବା ବେଳେ ଆତଙ୍କ ଖଳୋଇଛନ୍ତି।

ଯିହିଜିକଲ 32:30
ଏମାନେ ଉତ୍ତର ଦେଶୀଯ ମୁଖ୍ଯ ଓ ସୀଦୋନର ସୈନ୍ଯଗଣ ଥିଲେ। ସମାନେେ ଅନ୍ୟ ମୃତ ଲୋକମାନଙ୍କ ସହିତ ଓହ୍ଲାଇ ୟାଇଅଛନ୍ତି। ସମାନଙ୍କେର ଶକ୍ତି ସତ୍ତ୍ବେ, ୟୁଦ୍ଧ ଭୂମିରେ ନିହତ ଅସୁନ୍ନତ ଲୋକମାନଙ୍କ ସହିତ ପତିତ ହାଇେ ଲଜ୍ଜିତ ହାଇେଛନ୍ତି। ସମାନେେ କବର ରେ ଅନ୍ଯାନ୍ଯ ମୃତ ଲୋକମାନଙ୍କ ସହିତ ଲଜ୍ଜିତ ହାଇେଛନ୍ତି।

ଯିହିଜିକଲ 32:32
ଯେତବେେଳେ ଫାରୋ ଜୀବିତ ଥିଲେ, ମୁଁ ତାକୁ ଭୟ କରିବା ପାଇଁ ଲୋକମାନଙ୍କୁ ତିଆରି କଲି। କିନ୍ତୁ ବର୍ତ୍ତମାନ ସେ ଓ ତା'ର ଲୋକମାନଙ୍କୁ ସମସ୍ତ ଅସୁନ୍ନତ ଲୋକ ଓ ଖଡ୍ଗ ରେ ନିହତ ଲୋକମାନଙ୍କ ମଧିଅରେ ରଖାୟିବ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்