Base Word
יְחִיאֵל
Short DefinitionJechiel (or Jechavel), the name of eight Israelites
Long Definitiona Levite and one of the chief musicians in the time of David
Derivationor (2 Chronicles 29:14) יְחַוְאֵל; from H2421 and H0410; God will live
International Phonetic Alphabetjɛ̆.ħɪi̯ˈʔel
IPA modjɛ̆.χiːˈʔel
Syllableyĕḥîʾēl
Dictionyeh-hee-ALE
Diction Modyeh-hee-ALE
UsageJehiel
Part of speechn-pr-m

ପ୍ରଥମ ବଂଶାବଳୀ 15:18
ସହେି ଲବେୀୟମାନଙ୍କର ଆଉ ଏକ ଦ୍ବିତୀୟ ଦଳ ମଧ୍ଯ ଥିଲେ। ସମାନେେ ଥିଲେ ଜିଖରିଯ, ବନେ, ୟାସୀଯଲେ, ଶମୀରାମାେତ, ୟିହୀଯଲେ, ଉନ୍ନିକି, ଇଲୀଯାବ, ବନାଯ, ମା ସଯେ, ମତ୍ତଥିଯ, ଇଲୀଫଲହେୁ, ମିକ୍ନଯେ, ଓବଦେ-ଇଦୋମ ଓ ୟିଯୁଯଲେ। ଏହିମାନେ ଦ୍ବାରପାଳ ଥିଲେ।

ପ୍ରଥମ ବଂଶାବଳୀ 15:20
ଜିଖରିଯ, ଅସୀଯଲେ, ଶମୀରାମାେତ୍, ୟିହିଯଲେ, ଉନ୍ନି, ଇଲୀଯାବ, ମା ସଯେ ଓ ବନାଯ ଅଲାମାେତ୍ ବୀଣା ବଜାଉଥିଲେ।

ପ୍ରଥମ ବଂଶାବଳୀ 16:5
ଆସଫ ପ୍ରଥମ ଦଳର ନେତା ଥିଲେ। ଆସଫଙ୍କ ଦଳ ଗିନି ବଜାଉଥିଲେ। ଜିଖରିଯ ଦ୍ବିତୀୟ ଦଳର ନେତା ଥିଲେ। ଅନ୍ୟ ଲବେୀୟମାନେ ଥିଲେ : ୟିଯଯଲେ, ଶମୀରାମାେତ୍, ୟିହୀଯଲେ, ମତ୍ତଥିଯ, ଇଲୀଯାବ, ବନାଯ, ଓବେଦ୍-ଇଦୋମ୍ ଓ ୟିୟୂଯଲେ। ଏହି ବ୍ଯକ୍ତିମାନେ ତମ୍ବୁରା ଓ ବୀଣା ବଜାଉଥିଲେ।

ପ୍ରଥମ ବଂଶାବଳୀ 23:8
ଲାଦନଙ୍କର ତିନିପୁତ୍ର ଥିଲେ। ତାଙ୍କର ଜେଷ୍ଠପୁତ୍ର ଥିଲେ ୟିହୀଯଲେ। ତାଙ୍କର ଅନ୍ୟ ପୁତ୍ରମାନେ ଥିଲେ, ୟିହୀଯଲେ, ସେଥମ୍ ଓ ଯାୟେଲ।

ପ୍ରଥମ ବଂଶାବଳୀ 27:32
ଯୋନାଥନ ଜଣେ ଜ୍ଞାନୀ ପରାମର୍ଶଦାତା ଓ ଲେଖକ ଥିଲେ। ଯୋନାଥନ ଦାଉଦଙ୍କର କାକା ଥିଲେ। ଅକମାନେିଙ୍କ ପୁତ୍ର ୟିହୀଯେଲ୍ ରାଜାଙ୍କ ପୁତ୍ରଗଣଙ୍କର ଯତ୍ନ ନେଉଥିଲେ।

ପ୍ରଥମ ବଂଶାବଳୀ 29:8
ଯେଉଁ ଲୋକମାନଙ୍କ ନିକଟରେ ବହୁମୂଲ୍ଯ ପ୍ରସ୍ତରମାନ ଥିଲା, ସମାନେେ ତାହା ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଦେଲେ। ୟିହୀଯଲେ ସହେି ବହୁମୂଲ୍ଯ ପ୍ରସ୍ତରଗୁଡ଼ିକର ଯତ୍ନ ନେଲେ। ୟିହୀଯଲେ ଗେର୍ଶୋନ୍ ପରିବାରରୁ ଆସିଥିଲେ।

ଦିତୀୟ ବଂଶାବଳୀ 21:2
ଯିହାରୋମ୍ ଯିହାଶାଫେଟ୍ଙ୍କ ପୁତ୍ର ଥିଲେ।' ଯିହାରୋମ୍ଙ୍କ ଭ୍ରାତାମାନେ ଥିଲେ ଅସରିଯ, ୟିହୀଯେଲ୍, ଜିଖରିଯ, ଅସରିଯାହ, ମୀଖାଯଲେ, ଶଫ୍ଟିଯ। ଏହି ବ୍ଯକ୍ତିମାନେ ଯିହାଶାଫେଟ୍ଙ୍କର ପୁତ୍ରଗଣ ଥିଲେ। ଯିହାଶାଫେଟ୍ ଯିହୁଦାର ରାଜା ଥିଲେ।

ଦିତୀୟ ବଂଶାବଳୀ 29:14
ୟିଦୂଥିନ୍ଙ୍କ ବଂଶଧର ମାନଙ୍କ ମଧ୍ଯରୁ ଶିମ୍ରି ଓ ୟିଯୂଯଲେ ଥିଲେ। ଆସଫ୍ ବଂଶଧରମାନଙ୍କ ମଧ୍ଯରୁ ଶମଯିଯ ଓ ଉଷିଯଲେ ଥିଲେ।

ଦିତୀୟ ବଂଶାବଳୀ 31:13
କନାନିଯ ଓ ତାଙ୍କର ଭୟାତା ଶିମିଯି ଏହି ଲୋକମାନଙ୍କର ତତ୍ତ୍ବାବଧାରକ ଥିଲେ : ୟିହୀଯେଲ୍, ଅସସିଯ, ନହତ୍, ଅସା ହେଲ୍, ଯିରମୋେତ୍, ୟୋଷାବଦ୍, ଇଲୀଯଲେ, ୟିଷ୍ମଖିଯ ମାହତ୍ ଓ ବନାଯ। ରାଜା ହିଜକିଯ ଓ ପରମେଶ୍ବର ମନ୍ଦିର ଦାଯିତ୍ବ ରେ ଥିବା ପଦାଧିକାରୀ ଅସରିଯ ସହେି ଲୋକମାନଙ୍କୁ ମନୋନୀତ କଲେ।

ଦିତୀୟ ବଂଶାବଳୀ 35:8
ଯୋଶିୟଯଙ୍କ ପଦାଧିକାରୀମାନେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲବେୀୟମାନଙ୍କୁ ନିସ୍ତାରପର୍ବ ରେ ବ୍ଯବହାର କରିବା ନିମନ୍ତେ ସ୍ବେଚ୍ଛାକୃତ ଉପହାର ଦେଲେ। ପ୍ରଧାନ ଯାଜକ ହିଲ୍କିଯ, ଜିଖରିଯ ଓ ୟିହୀଯଲେ ଏହି ପଦାଧିକାରୀମାନେ ସଦାପ୍ରଭୁଙ୍କ ମନ୍ଦିର ଦାଯିତ୍ବ ରେ ଥିଲେ। ସମାନେେ ଯାଜକମାନଙ୍କୁ 2,600 ମଷେଶାଳକ ଓ ଛାଗ ଓ 300 ବଳଦ ନିସ୍ତାରପର୍ବର ବଳି ନିମନ୍ତେ ଦେଲେ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்