Base Word
אֲחַשְׁוֵרוֹשׁ
Short DefinitionAchashverosh (i.e., Ahasuerus or Artaxerxes, but in this case Xerxes), the title (rather than name) of a Persian king
Long Definitiontitle of the king of Persia, probably Xerxes
Derivationor (shortened) אַחַשְׁרֹשׁ (Esther 10:1); of Persian origin
International Phonetic Alphabetʔə̆.ħɑʃ.weˈroʃ
IPA modʔə̆.χɑʃ.veˈʁo̞wʃ
Syllableʾăḥašwērôš
Dictionuh-hahsh-way-ROHSH
Diction Moduh-hahsh-vay-ROHSH
UsageAhasuerus
Part of speechn-pr-m

ଏଜ୍ରା 4:6
ଆଉ ଅକ୍ଷଶ୍ବରେଶର ସମୟରେ ତାହାର ଅଧିକାରର ଆରମ୍ଭ ରେ ସମାନେେ ଯିହୁଦା ଓ ୟିରୁଶାଲମ ନିବାସୀମାନଙ୍କ ବୁରୁଦ୍ଧ ରେ ଏକ ଅପବାଦ ପତ୍ର ଲେଖିଲେ।

ଏଷ୍ଟର ବିବରଣ 1:1
ଅକ୍ଷଶ୍ବରେଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶ ଉପରେ ରାଜତ୍ବ କଲେ।

ଏଷ୍ଟର ବିବରଣ 1:1
ଅକ୍ଷଶ୍ବରେଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶ ଉପରେ ରାଜତ୍ବ କଲେ।

ଏଷ୍ଟର ବିବରଣ 1:2
ଏହି ଅକ୍ଷଶ୍ବରେଶ ରାଜା ଶୂଶନ୍ ରାଜଧାନୀ ରେ ନିଜର ରାଜ ସିଂହାସନ ରେ ଉପବିଷ୍ଟ ହବୋପରେ,

ଏଷ୍ଟର ବିବରଣ 1:9
ବଷ୍ଟୀ ରାଣୀ ଅକ୍ଷଶ୍ବରେଶର ରାଜଗୃହ ରେ ସ୍ତ୍ରୀମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲା।

ଏଷ୍ଟର ବିବରଣ 1:10
ସପ୍ତମ ଦିନ ରେ ଯେତବେେଳେ ରାଜା ଦ୍ରାକ୍ଷାରସ ଯୋଗୁଁ ଅତ୍ଯଧିକ ମାତାଲ ହେଲେ, ସେ ମହୂମନ୍, ବିସ୍ଥା ହର୍ବୋଣା, ବିଗଥା, ଅବଗଥ, ସେଥର ଓ କର୍କସଙ୍କୁ ଆଦେଶ ଦେଲେ। ଏହି ସାତଜଣ ନଫୁସକ ଯେଉଁମାନେ ରାଜା ଅକ୍ଷଶ୍ବରେଶଙ୍କ ସବୋ କଲେ।

ଏଷ୍ଟର ବିବରଣ 1:15
ରାଜା ସମାନଙ୍କେୁ ପଚାରିଲେ, ରାଣୀଙ୍କୁ ଆଇନ୍ ଅନୁୟାଯୀ କଣ କରାୟିବା ଉଚିତ୍, ଯେ ହତେୁ ସେ ରାଜା ଆଦେଶ ଅବଜ୍ଞା କରିଛନ୍ତି, ଯାହାକି ନଫୁସକମାନଙ୍କ ଦ୍ବାରା ଦିଆୟାଇଥିଲା?

ଏଷ୍ଟର ବିବରଣ 1:16
ଏଥି ରେ ରାଜାଙ୍କର ଓ ଅଧିପତି ଗଣର ସାକ୍ଷାତ ରେ ମମୁଖନ ଉତ୍ତର ଦଇେ କହିଲେ, ବଷ୍ଟୀରାଣୀ କବଳେ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ବରେଶ ରାଜାର ଅଧିନସ୍ଥ ପ୍ରଦେଶର ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କ ପ୍ରତି ଭୂଲ କର୍ମ କରୁଛନ୍ତି।

ଏଷ୍ଟର ବିବରଣ 1:17
କାରଣ ରାଣୀର ଏହି କର୍ମର କଥା ସକଳ ସ୍ତ୍ରୀ ଲୋକଙ୍କ ମଧିଅରେ ବ୍ଯାପିୟିବ। 'ଏହା କହି ସ୍ତ୍ରୀମାନେ ସମାନଙ୍କେର ସ୍ବାମୀମାନଙ୍କୁ ଅବମାନନା କରିବେ।' ଆଉ ଅକ୍ଷଶ୍ବରେଶ ରାଜା ବଷ୍ଟୀରାଣୀକି ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲା ନାହିଁ।

ଏଷ୍ଟର ବିବରଣ 1:19
ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତବେେ ବଷ୍ଟୀ ଅକ୍ଷଶ୍ବରେଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀଯ ବ୍ଯବସ୍ଥା ମଧିଅରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାୟାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ।

Occurences : 31

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்