Base Word
יִצְחָק
Short DefinitionJitschak (or Isaac), son of Abraham
Long Definitionson of Abraham by Sarah his wife and father of Jacob and Esau
Derivationfrom H6711; laughter (i.e., mochery)
International Phonetic Alphabetjɪt͡sˤˈħɔːk’
IPA modjit͡sˈχɑːk
Syllableyiṣḥāq
Dictionyits-HAWK
Diction Modyeets-HAHK
UsageIsaac
Part of speechn-pr-m

ଆଦି ପୁସ୍ତକ 17:19
ପରମେଶ୍ବର କହିଲେ, ନାଁ, ମୁଁ କହିଲେ, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା'ର ନାମ ଇସ୍ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସହେି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାଯୀ ହବେ।

ଆଦି ପୁସ୍ତକ 17:21
କିନ୍ତୁ ମାରେ ଚୁକ୍ତି ଇସ୍ହାକ ସହିତ ହବେ। ସାରା ଇସ୍ହାକକୁ ଜନ୍ମ ଦବେ। ଆସନ୍ତା ବର୍ଷ ଏହି ସମୟରେ ଇସ୍ହାକ ଜନ୍ମ ନବେ।

ଆଦି ପୁସ୍ତକ 21:3
ସାରା ଏକ ପୁତ୍ର ସନ୍ତାନ ଜନ୍ମ ଦଲୋ, ଏବଂ ଅବ୍ରହାମ ତାଙ୍କର ନାମକରଣ କରି ତା'ର ନାମ ଦେଲେ ଇସ୍ହାକ,

ଆଦି ପୁସ୍ତକ 21:4
ଅବ୍ରହାମ ପରମେଶ୍ବରଙ୍କ ନିର୍ଦ୍ଦେଶ ଅନୁସାରେ ଇସ୍ହାକକୁ ଠିକ୍ ଆଠଦିନପରେ ସୁନ୍ନତ କଲେ।

ଆଦି ପୁସ୍ତକ 21:5
ଇସ୍ହାକ ଜନ୍ମ ବଳକେୁ ଅବ୍ରହାମ ଏକଶହ ବର୍ଷ ବଯସ ହାଇେଥିଲା।

ଆଦି ପୁସ୍ତକ 21:8
ଯେ ତବେଳେ ଇସ୍ହାକ ୟଥେଷ୍ଟ ବଡ଼ ହେଲ ଖାଦ୍ୟ ଖାଇବା ଆରମ୍ଭ କଲେ। ତେଣୁ ଅବ୍ରହାମ ଏକ ବିରାଟ ଭୋଜିର ଆଯୋଜନ କଲେ।

ଆଦି ପୁସ୍ତକ 21:10
ସାରା ଅବ୍ରହାମକୁ କହିଲା, ସହେି ଦାସୀ ଓ ତା'ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତବେେଳେ ଆମ୍ଭେ ମରିୟିବା ମାରେ ପୁତ୍ର ଇସ୍ହାକ ଆମ୍ଭର ଉତ୍ତରାଧିକାରୀ ହବେ। ମୁଁ ସହେି ଦାସୀର ପୁତ୍ର, ଇସ୍ହାକ ସହିତ ଅଂଶ ଅଧିକାର ପାଉ ବୋଲି ଚା ହେଁ ନାହିଁ।

ଆଦି ପୁସ୍ତକ 21:12
କିନ୍ତୁ ପରମେଶ୍ବର ଅବ୍ରହାମକୁ କହିଲେ, ତୁମ୍ଭର ସହେି ଦାସୀ ଏବଂ ତାଙ୍କର ପୁତ୍ର ପାଇଁ ବ୍ଯସ୍ତ ହବୋର ନାହିଁ। ସାରା ଯେପରି ଚାହୁଁଛି ସପରେି କର। ଇସ୍ହାକ ତୁମ୍ଭର ପରିବାରର ନାମ ରଖିବ।

ଆଦି ପୁସ୍ତକ 22:2
ଏହାପରେ ପରମେଶ୍ବର କହିଲେ, ତୁମ୍ଭର ପୁତ୍ରକୁ ମାରେିଯାକୁ ନିଅ। ମାରେିଯା ରେ ତୁମ୍ଭର ଏକ ମାତ୍ର ସ୍ନହରେ ପୁତ୍ର ଇସ୍ହାକକୁ ମାେ ନିମନ୍ତେ ହାମେର୍ଥେ ବଳିଦାନ କର। ମୁଁ ଯେଉଁ ପର୍ବତକୁ କହିବି ସହେି ପର୍ବତକୁ ନଇେ ସଠାେରେ ହାମବେଳି କର।

ଆଦି ପୁସ୍ତକ 22:3
ପ୍ରଭାତ ରେ ଅବ୍ରହାମ ଉଠିଲା ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇସ୍ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତ ରେ ନେଲେ। ଅବ୍ରହାମ ହାମବେଳି ନିମନ୍ତେ କାଠ କାଟି ପରମେଶ୍ବର କହିଥିବା ସ୍ଥାନକୁ ନଇଗେଲେ।

Occurences : 108

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்