Base Word
יֵצֶר
Short Definitiona form; figuratively, conception (i.e., purpose)
Long Definitionform, framing, purpose, framework
Derivationfrom H3335
International Phonetic Alphabetjeˈt͡sˤɛr
IPA modjeˈt͡sɛʁ
Syllableyēṣer
Dictionyay-TSER
Diction Modyay-TSER
Usageframe, thing framed, imagination, mind, work
Part of speechn-m

ଆଦି ପୁସ୍ତକ 6:5
ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।

ଆଦି ପୁସ୍ତକ 8:21
ତହିଁରେ ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚ଼ିନ୍ତା କଲେ, ପୃଥିବୀକି ଅଭିଶାପ ଦବୋ ନାହିଁ। ଯଦିଓ ବାଲ୍ଯାକାଳରୁ ମନୁଷ୍ଯର ମନର ଅଭିପ୍ରାଯ ଓ ପ୍ରବଣତା ମନ୍ଦ, ତଥାପି ଆଉ କବେେ ହେଲ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।

ଦିତୀୟ ବିବରଣ 31:21
ତା'ପରେ ସହେିସବୁ କ୍ଲେଶ ଓ ଅମଙ୍ଗଳର କାର୍ୟ୍ଯମାନ ସମାନଙ୍କେ ପାଇଁ ଘଟିବ। ସମାନେେ ବହକ୍ସ୍ଟ ସମସ୍ଯାର ସମ୍ମକ୍ସ୍ଟଖିନ ହବେେ। ସହେି ସମୟରେ ସହେି ଲୋକମାନେ ସହେି ଗୀତ ସ୍ମରଣ କରିବେ। ଏହି ଗୀତ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ସାକ୍ଷୀରୂପେ କାର୍ୟ୍ଯ କରିବ। ମୁ ସମାନଙ୍କେୁ ପ୍ରତିଜ୍ଞା କରିଥିବା ଦେଶକକ୍ସ୍ଟ ଆଣିବା ପୂର୍ବରକ୍ସ୍ଟ ସମାନଙ୍କେର ପ୍ରକୃତି ଜାଣିଥିଲି।

ପ୍ରଥମ ବଂଶାବଳୀ 28:9
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।

ପ୍ରଥମ ବଂଶାବଳୀ 29:18
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ୍ ଓ ଇଶ୍ରାୟେଲଙ୍କର ପରମେଶ୍ବର ଅଟ। ଅନୁଗ୍ରହ କରି ଯଥାର୍ଥ ବିଷଯ ଯୋଜନା କରିବାକୁ ତୁମ୍ଭର ଲୋକମାନଙ୍କୁ ସାହାୟ୍ଯ କର। ତୁମ୍ଭ ପ୍ରତି ଅନୁଗତ ଓ ବିଶ୍ବସ୍ତ ହବୋ ନିମନ୍ତେ ସମାନଙ୍କେୁ ସାହାୟ୍ଯ କର।

ଗୀତସଂହିତା 103:14
ପରମେଶ୍ବର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ। ପରମେଶ୍ବର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।

ଯିଶାଇୟ 26:3
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।

ଯିଶାଇୟ 29:16
ତୁମ୍ଭମାନେେ ବିଷଯକୁ ଓଲଟାଇ ପକାଇବ। କୁମ୍ଭକାର କ'ଣ ମାଟିର ତୁଲ୍ଯ ହବେ ? ନିର୍ମିତ ବସ୍ତୁ କ'ଣ ନିର୍ମାଣ କର୍ତ୍ତା ବିଷଯ ରେ କହିବ, ଏ ବ୍ଯକ୍ତି ମାେତେ ନିର୍ମାଣ କରି ନାହିଁ।' ପୁଣି ଗଢ଼ାବସ୍ତୁ କ'ଣ ବ୍ଯକ୍ତି ବିଷଯ ରେ କହିବ, ଏ ବ୍ଯକ୍ତିର ବୁଦ୍ଧି ନାହିଁ।'

ହବକକୂକ 2:18
ଖାଦେିତ ପ୍ରତିମା ରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖାଦେନ କଲା। ଧାତୁର ମୂର୍ତ୍ତି ରେ କଣ ଲାଭ ଅଛି? ଏହା ମିଥ୍ଯା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥି ରେ ବିଶ୍ବାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்