Base Word
אֹיֵב
Short Definitionhating; an adversary
Long Definition(Qal) enemy
Derivationor (fully) אוֹיֵב; active participle of H0340
International Phonetic Alphabetʔoˈjeb
IPA modʔo̞wˈjev
Syllableʾōyēb
Dictionoh-YABE
Diction Modoh-YAVE
Usageenemy, foe
Part of speechn-m

ଆଦି ପୁସ୍ତକ 22:17
ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।

ଆଦି ପୁସ୍ତକ 49:8
ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭର ପ୍ରଶଂସା କରିବେ। ତୁମ୍ଭେ ତୁମ୍ଭର ଶତୃମାନଙ୍କୁ ପରାସ୍ତ କରିବ। ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଣାମ କରିବେ।

ଯାତ୍ରା ପୁସ୍ତକ 15:6
ସଦାପ୍ରଭୁ ତାଙ୍କର ଦକ୍ଷିଣ ହସ୍ତ ବଳ ରେ ଗୌରବାନ୍ବିତ ଏବଂ ସଦାପ୍ରଭୁ, ତାଙ୍କର ଦକ୍ଷିଣ ହସ୍ତ ରେ ଶତୃକୁ ପରାସ୍ତ କଲେ।

ଯାତ୍ରା ପୁସ୍ତକ 15:9
ଶତୃ କହିଲା, 'ମୁଁ ସମାନଙ୍କେୁ ଗୋଡ଼ାଇବି ଓ ଧରିବି। ମୁଁ ଲୁଟିତ ଦ୍ରବ୍ଯ ଭାଗ କରି ନବେି। ସମାନଙ୍କେର ଉପରେ ମାରେ ଅଭିଳାଷ ପୂର୍ଣ୍ଣ ହବେ। ମୁଁ ଆପଣା ଖଡ୍ଗ ନିକ୍ଷପେ କରିବି, ମାରେ ହସ୍ତ ସମାନଙ୍କେୁ ବିନାଶ କରିବ।'

ଯାତ୍ରା ପୁସ୍ତକ 23:4
ଯଦି ତୁମ୍ଭେ ପଥହରା ଗୋରୁ କିମ୍ବା ଗଧ ଦେଖ, ତବେେ ତାକୁ ତା'ର ମୁନିବକୁ ଫରୋଇ ଦିଅ, ଯଦି ସେ ତୁମ୍ଭର ଶତୃ ବି ହାଇେଥାଏ।

ଯାତ୍ରା ପୁସ୍ତକ 23:22
ତାଙ୍କର ପ୍ରେତ୍ୟକକ କଥାକୁ ମାନ। ସେ ତୁମ୍ଭମାନଙ୍କୁ ଯାହାସବୁ କହିବେ ତାହାସବୁ ପାଳନ କର। ଯଦି ତୁମ୍ଭେ ତାହା ପାଳନ କର ଦବେେ ଆମ୍ଭେ ତୁମ୍ଭ ସହିତ ରହିବା। ଏବଂ ଆମ୍ଭେ ତୁମ୍ଭମାନଙ୍କର ସମସ୍ତ ଶତୃମାନଙ୍କର ବିରୋଧ କରିବା। ଯେଉଁମାନେ ତୁମ୍ଭକୁ ବି ରୋଧ କରିବେ ସେ ଆମ୍ଭର ଶତୃ ହବେ।

ଯାତ୍ରା ପୁସ୍ତକ 23:27
ଯେତବେେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ଶତୃମାନଙ୍କ ସହିତ ୟୁଦ୍ଧ କରିବ ସେ ସମୟରେ ମାରେ ମହାନ୍ ଶକ୍ତି ତୁମ୍ଭମାନଙ୍କର ସହାୟ ହବେ। ତୁମ୍ଭମାନେେ ତୁମ୍ଭର ସମସ୍ତ ଶତୃମାନଙ୍କୁ ୟୁଦ୍ଧ ରେ ପରାସ୍ତ କରିବ। ଯେଉଁମାନେ ତୁମ୍ଭ ସହିତ ୟୁଦ୍ଧ କରିବେ ସମାନେେ ଇତଃସ୍ତତ ହାଇେ ଦୌଡି ପଳାଇବେ।

ଲେବୀୟ ପୁସ୍ତକ 26:7
ତୁମ୍ଭମାନେେ ତୁମ୍ଭମାନଙ୍କ ଶତୃକୁ ଘଉଡାଇ ଦବେ। ସମାନେେ ତୁମ୍ଭମାନଙ୍କର ଖଡ୍ଗ ରେ ଧରାଶାଯୀ ହବେେ।

ଲେବୀୟ ପୁସ୍ତକ 26:8
ତୁମ୍ଭମାନଙ୍କ ମଧ୍ଯରୁ ପାଞ୍ଚ ଜଣ ଶତୃ ପକ୍ଷରୁ ଶ ହେ ଲୋକଙ୍କୁ ଘଉଡାଇ ଦବେେ ଓ ଶ ହେ ଜଣ ଦଶସହସ୍ର ଜଣଙ୍କୁ ଘଉଡାଇ ଦବେେ ତୁମ୍ଭମାନଙ୍କ ଖଡ୍ଗ ରେ ତୁମ୍ଭମାନଙ୍କର ଶତୃର ବିନାଶ ଘଟିବ।

ଲେବୀୟ ପୁସ୍ତକ 26:16
ଯଦି ତୁମ୍ଭମାନେେ ତାହା କର, ତବେେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ୟକ୍ଷ୍ମା ଓ ଜ୍ବର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷଯ କରିବ। ଆଉ ତୁମ୍ଭମାନେେ ବୃଥା ରେ ବୀଜ ବୁଣିବ, କାରଣ ଶତୃମାନେ ତାକୁ ଖାଇଯିବେ।

Occurences : 282

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்