Base Word
כּוֹבַע
Short Definitiona helmet (as arched)
Long Definitionhelmet
Derivationfrom an unused root meaning to be high or rounded
International Phonetic Alphabetkoˈbɑʕ
IPA modko̞wˈvɑʕ
Syllablekôbaʿ
Dictionkoh-BA
Diction Modkoh-VA
Usagehelmet
Part of speechn-m

ପ୍ରଥମ ଶାମୁୟେଲ 17:5
ତା'ର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତକ୍ସ୍ଟଲ୍ଯ ସାଞ୍ଜକ୍ସ୍ଟଆ ରେ ସଜ୍ଜିତ ଥିଲା। ସହେି ସାଞ୍ଜକ୍ସ୍ଟଆଟି ପାଞ୍ଚ ସହସ୍ର ଶକେଲ ଓଜନ ପିତ୍ତଳର ଥିଲା।

ଦିତୀୟ ବଂଶାବଳୀ 26:14
ଉଷିୟ ସୈନ୍ଯଦଳକୁ ଢ଼ାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟଣେୀ ପାଇଁ ପଥର ଦେଲେ।

ଯିଶାଇୟ 59:17
ପୁଣି ସଦାପ୍ରଭୁ ଧାର୍ମିକତାର ସଞ୍ଜୁ ବୁକୁ ରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତି ଶାଧେରୂପକ ବସ୍ତ୍ର ଓ ଉଦ୍ୟୋଗ ରୂପକ ବସ୍ତ୍ର ଉତ୍ତରୀଯ ରୂପେ ପରିଧାନ କଲେ।

ଯିରିମିୟ 46:4
ହେ ଅଶ୍ବାରୋହୀଗଣ, ତୁମ୍ଭମାନେେ ଅଶ୍ବଗଣକୁ ସଜ୍ଜିତ କରି ଆରୋହଣ କର। ମସ୍ତକରେ ଶିରସ୍ତ୍ରାଣ ପିନ୍ଧି ଠିଆ ହୁଅ। କଲମକୁ ଧାରୁଆ କର ଓ ସାଞ୍ଜୁ ପିନ୍ଧ।

ଯିହିଜିକଲ 27:10
ପାରସ୍ଯ, ଲୁଦ ଓ ପୁଟ ଦେଶୀଯ ଲୋକମାନେ ତୁମ୍ଭ ସୈନ୍ଯବାହିନୀର ଯୋଦ୍ଧା ଥିଲେ। ସମାନେେ ତୁମ୍ଭ ମଧିଅରେ ସମାନଙ୍କେର ଢ଼ାଲ ଓ ଟୋପର ଟଙ୍ଗାଇ ରଖିଲେ। ପୁଣି ସମାନେେ ତୁମ୍ଭ ନଗରୀର ସମ୍ମାନ ଓ ଗୌରବ ଆଣିଲେ।

ଯିହିଜିକଲ 38:5
ସମାନଙ୍କେ ସହିତ ପାରସ୍ଯ, କୂଶ ଓ ପୁଟ ଦେଶର ସୈନ୍ଯମାନେ ଥିବେ ଓ ସମାନେେ ଢ଼ାଲ ଓ ଟୋପର ଧାରଣ କରିଥିବେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்