Base Word
כָּזָב
Short Definitionfalsehood; literally (untruth) or figuratively (idol)
Long Definitiona lie, untruth, falsehood, deceptive thing
Derivationfrom H3576
International Phonetic Alphabetkɔːˈd͡zɔːb
IPA modkɑːˈzɑːv
Syllablekāzāb
Dictionkaw-DZAWB
Diction Modka-ZAHV
Usagedeceitful, false, leasing, liar, lie, lying
Part of speechn-m

ବିଚାରକର୍ତାମାନଙ୍କ ବିବରଣ 16:10
ଏହାପରେ ଦଲୀଲା ଶାମ୍ଶାେନ୍ଙ୍କକ୍ସ୍ଟ କହିଲା, ତୁମ୍ଭେ ମାେତେ ବୋକା ବନଇେଲ ଓ ମିଥ୍ଯା କହିଲ। ଏବେ ତୁମ୍ଭେ କେଉଁଥି ରେ ବନ୍ଧାୟାଇପାର କକ୍ସ୍ଟହ।

ଗୀତସଂହିତା 4:2
ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମାେ ବିରୁଦ୍ଧରେ ପ୍ରଚାର କରିବ। ତୁମ୍ଭମାନେେ କେତଦେିନ ନାନା ପ୍ରକାର ନୂଆ ନୂଆ ମିଥ୍ଯା କଥା ମାେ ବିଷଯରେ କହିବ। କାହିଁକି ତୁମ୍ଭମାନେେ ସହେି ମନ୍ଦ କଥା କହିବାକୁ ଭଲ ପାଉଛ।

ଗୀତସଂହିତା 5:6
ଯେଉଁମାନେ ମିଥ୍ଯା କହନ୍ତି, ତୁମ୍ଭେ ସମାନଙ୍କେୁ ବିନାଶ କରିବ। ତୁମ୍ଭେ ସହେି ଲୋକମାନଙ୍କୁ ଘୃଣା କର ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନ ଷଡ଼ୟନ୍ତ୍ର କରନ୍ତି।

ଗୀତସଂହିତା 40:4
ୟଦି ଜଣେ ସଦାପ୍ରଭୁଙ୍କୁ ବିଶ୍ବାସ କରେ, ସହେି ବ୍ଯକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ଯକ୍ତି ପ୍ରକୃତରେ ଖୁସିରେ ରହେ, ୟଦି ସେ ପ୍ରତମାନଙ୍କେୁ କିଅବା ମିଥ୍ଯା ଦବେତାମାନଙ୍କୁ ଆଦର କରି ନ ଥାଏ।

ଗୀତସଂହିତା 58:3
ସହେି ଦୁଷ୍ଟ ଲୋକମାନେ ଜନ୍ମ ହବୋ ମାତ୍ରେ ବିପଥଗାମୀ। ସମାନେେ ଜନ୍ମଠାରୁ ମିଥ୍ଯାବାଦୀ।

ଗୀତସଂହିତା 62:4
ମାରେ ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ଯକ୍ତିମାନେ ମାେତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି। ସମାନେେ ମାେ ବିଷଯରେ ମିଥ୍ଯା କଥା କହି ଆନନ୍ଦିତ ହୁଅନ୍ତି। ସମାନେେ ସର୍ବସାଧାରଣରେ ମାରେ ବିଷଯରେ ଭଲ କହନ୍ତି, କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି।

ଗୀତସଂହିତା 62:9
ପ୍ରକୃତରେ, ଲୋକମାନେ ସାହାୟ୍ଯ କରିପାରିବେ ନାହିଁ। ତୁମ୍ଭେ ସମାନଙ୍କେ ଉପରେ ଭରସା କରିପାରିବ ନାହିଁ। ଯେତବେେଳେ ସମାନେେ ନିକିତିରେ ଓଜନ ହୁଅନ୍ତି, ସମାନଙ୍କେ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।

ହିତୋପଦେଶ 6:19
ମିଥ୍ଯା ସାକ୍ଷୀ, ଯେ ମିଥ୍ଯା କହି ଭାଇମାନଙ୍କ ମଧିଅରେ କଳିର ବୀଜ ବୁଣେ।

ହିତୋପଦେଶ 14:5
ବିଶ୍ବସ୍ତ ସାକ୍ଷୀ ମିଥ୍ଯା କ ହେ ନାହିଁ। ମାତ୍ର ମିଥ୍ଯାବାଦୀ ସାକ୍ଷୀ ମିଥ୍ଯାଚରଣ କରେ।

ହିତୋପଦେଶ 14:25
ସତ୍ଯ ସାକ୍ଷୀ ତା'ର ପ୍ରାଣ ରକ୍ଷା କରେ। ମାତ୍ର ମିଥ୍ଯା ପ୍ରବଞ୍ଚନା ଜନକ।

Occurences : 30

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்