Base Word
כָּרָה
Short Definitionproperly, to dig; figuratively, to plot; generally, to bore or open
Long Definitionto dig, excavate, dig through
Derivationa primitive root
International Phonetic Alphabetkɔːˈrɔː
IPA modkɑːˈʁɑː
Syllablekārâ
Dictionkaw-RAW
Diction Modka-RA
Usagedig, × make (a banquet), open
Part of speechv
Base Word
כָּרָה
Short Definitionproperly, to dig; figuratively, to plot; generally, to bore or open
Long Definitionto dig, excavate, dig through
Derivationa primitive root
International Phonetic Alphabetkɔːˈrɔː
IPA modkɑːˈʁɑː
Syllablekārâ
Dictionkaw-RAW
Diction Modka-RA
Usagedig, × make (a banquet), open
Part of speechv

ଆଦି ପୁସ୍ତକ 26:25
ତେଣୁ ଇସ୍ହାକ ଏକ ୟଜ୍ଞବଦେୀ ସ୍ଥାପନ କରି ସଦାପ୍ରଭୁଙ୍କର ଉପାସନା କଲେ। ଇସ୍ହାକ ସଠାେରେ ତାଙ୍କର ତମ୍ବୁ ପକାଇଲେ। ଏବଂ ତାଙ୍କର ଦାସମାନେ ସଠାେରେ ଏକ କୂପ ଖନନ କଲେ।

ଆଦି ପୁସ୍ତକ 50:5
' ମାରେ ପିତାଙ୍କ ମୃତ୍ଯୁ ପୂର୍ବରୁ ମୁଁ ତାଙ୍କଠା ରେ ଶପଥ କରିଥିଲି ଯେ ତାଙ୍କର ମୃତ୍ଯୁପରେ କିଣାନ ଦେଶ ରେ ସେ ଆପଣା ନିମନ୍ତେ ଯେଉଁ କବର ଖନନ କରିଥିଲେ ତହିଁରେ ତାହାଙ୍କୁ କବର ଦବେି। ତେଣୁ ଏବେ ମାେତେ ୟିବାକୁ ଦିଅନ୍ତୁ। ମୁଁ ପିତାଙ୍କୁ କବର ଦଇେ ପୁନର୍ବାର ଆସିବି।'

ଯାତ୍ରା ପୁସ୍ତକ 21:33
ଯଦି ଜଣେ ବ୍ଯକ୍ତି ଖାେଳିଥିବା କୂଅ ବା ଗାତ ଖାେଲା ରଖିଥାଏ ଏବଂ ଯଦି ତା ଭିତ ରେ ଏକ ବଳଦ କିମ୍ବା ଏକ ଗଧ ପଡିୟାଏ ତବେେ ଯେଉଁ ଲୋକ ତାକୁ ଖୋଳିଥିବ ସେ ଦୋଷୀ ଭାବେ ଗଣାୟିବ।

ଗଣନା ପୁସ୍ତକ 21:18
ରାଜାମାନେ ଓ ଅଧିପତିମାନେ ସହେି କୂପ ଖୋଳିଛନ୍ତି। କୁଳୀନମାନେ ଓ ରାଜାମାନେ ସମାନଙ୍କେର ଆଶାବାଡି ରେ ଓ ରାଜଦଣ୍ତ ରେ ତାହା ଖାେଳିଛନ୍ତି।

ଦିତୀୟ ବଂଶାବଳୀ 16:14
ଆସା ଦାଉଦଙ୍କ ନଗର ରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସହେି ସମାଧି ରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶୟ୍ଯା ରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତର ରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦବୋ ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।

ଆୟୁବ ପୁସ୍ତକ 6:27
ତୁମ୍ଭ ଅନାଥଙ୍କର ଜିନିଷ ଜିତିବା ପାଇଁ ମଧ୍ଯ ଗୁଳାବାଣ୍ଟ କରିବ, ତୁମ୍ଭେ ନିଜର ବନ୍ଧୁକୁ ମଧ୍ଯ ବିକ୍ରି କରିଦବେ।

ଆୟୁବ ପୁସ୍ତକ 41:6
କବୈର୍ତ୍ତ ତୁମ୍ଭଠାରୁ ତାକୁ କିଣିବାକୁ ଚେଷ୍ଟା କରିବ କି ? ସମାନେେ ତାକୁ ଖଣ୍ଡ ଖଣ୍ଡ କରି କାଟି ତାକୁ ବ୍ଯବସାଯୀମାନଙ୍କୁ ବିକିବେ କି ?

ଗୀତସଂହିତା 7:15
ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।

ଗୀତସଂହିତା 22:16
କୁକୁରମାନେ ମାରେ ଚାରିକଡ଼ରେ ଘରେି ରହିଛନ୍ତି। ସହେି ଦୁଷ୍ଟ ଲୋକମାନେ ଦଳବଦ୍ଧ ହାଇେ ମାେତେ ୟନ୍ତାରେ ପକାଇଛନ୍ତି। ସମାନେେ ମାରେ ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।

ଗୀତସଂହିତା 40:6
ହେ ସଦାପ୍ରଭୁ, ତୁମ୍ଭେ ମାେତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ଯ ନବୈେଦ୍ଯରେ ସନ୍ତାଷେ ନାହିଁ, ତୁମ୍ଭେ ପ୍ରକୃତରେ ହାମବେଳି ଓ ପାପାର୍ଥକ ବଳି ଚାହଁ ନାହିଁ।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்