Base Word
לְבוֹנָה
Short Definitionfrankincense (from its whiteness or perhaps that of its smoke)
Long Definitionfrankincense
Derivationor לְבֹנָה; from H3836
International Phonetic Alphabetlɛ̆.boˈn̪ɔː
IPA modlɛ̆.vo̞wˈnɑː
Syllablelĕbônâ
Dictionleh-boh-NAW
Diction Modleh-voh-NA
Usage(frank-)incense
Part of speechn-f

ଯାତ୍ରା ପୁସ୍ତକ 30:34
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଆପଣା ନିକଟରେ ସୁଗନ୍ଧ ଦ୍ରବ୍ଯ ଅର୍ଥାତ୍ ଗୁଗ୍ଗୁଳ ଓ ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍। ଏହି ପ୍ରେତ୍ୟକକ ସୁଗନ୍ଧି ଦ୍ରବ୍ଯ ସମଭାବରେ ସଂଗ୍ରହ କର।

ଲେବୀୟ ପୁସ୍ତକ 2:1
ଆଉ କହେି ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଶସ୍ଯ ନବୈେଦ୍ଯ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦା ରେ ନବୈେଦ୍ଯ ହବେ। ପୁଣି ସେଥି ରେ ସେ ତୈଳ ଢାଳିବ ଓ ତା'ଉପରେ ଲୋବାନି ରଖିବ।

ଲେବୀୟ ପୁସ୍ତକ 2:2
ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କପୂର୍ର ନବେ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନବୈେଦ୍ଯ ଅଟେ।

ଲେବୀୟ ପୁସ୍ତକ 2:15
ପୁଣି ତାହା ଉପରେ ତୈଳ ଦବେ ଓ ଲୋବାନି ରଖିବ। ତାହା ଶସ୍ଯ ନବୈେଦ୍ଯ ହବେ।

ଲେବୀୟ ପୁସ୍ତକ 2:16
ତା'ପରେ କିଛି ମର୍ଦ୍ଦିତ ଶସ୍ଯ, କିଛି ତୈଳ ଓ ସମସ୍ତ ଲୋବାନି ଗୋଟିଏ ସ୍ମରାଣାର୍ଥକ ଅଂଶ ରୂପେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ପ୍ରତି ଗୋଟିଏ ଉପହାର ଅଟେ।

ଲେବୀୟ ପୁସ୍ତକ 5:11
ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତବେେ ସେ ପାପାର୍ଥକ ନବୈେଦ୍ଯ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥି ରେ ତୈଳ ଦବୋ ଉଚିତ୍ ନୁହେଁ କି ସୁଗନ୍ଧି ହବୋ ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନବୈେଦ୍ଯ ।

ଲେବୀୟ ପୁସ୍ତକ 6:15
ଯାଜକ ସହେି ଶସ୍ଯ ନବୈେଦ୍ଯରୁ ମୁଠାଏ ସରୁ ମଇଦା, କିଛି ତୈଳ ଓ ନବୈେଦ୍ଯ ଉପରିସ୍ଥ ସମସ୍ତ ଲୋବାନ ନଇେ ୟଜ୍ଞବଦେୀ ରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସ୍ମରଣାର୍ଥକ ନବୈେଦ୍ଯ ହବେ।

ଲେବୀୟ ପୁସ୍ତକ 24:7
ଆଉ ରୋଟୀ ପରିବର୍ତେ ସ୍ମରଣାର୍ଥକ ନବୈେଦ୍ଯରୂପେ ପ୍ରତି ଧାଡିର ଉପରେ ନିର୍ମଳ ସୁବାସିତ ଲୋବାନ୍ ଦବେ।

ଗଣନା ପୁସ୍ତକ 5:15
ତବେେ ସହେି ପୁରୁଷ ନିଜ ସ୍ତ୍ରୀକୁ ଯାଜକ ନିକଟକୁ ଆଣିବ, ତା'ର ଉପହାର ଐଫାର ଦଶମାଂଶ ବାର୍ଲି ମଇଦା ଆଣିବ, ତହିଁ ଉପରେ ସେ ତୈଳ ଢାଳିବ ନାହିଁ, ଅବା ଧୂପ ସେଥି ରେ ସଂୟୋଗ କରିବ ନାହିଁ, କାରଣ ତାହା ଇର୍ଷାର ଶସ୍ଯ ନବୈେଦ୍ଯ, ତାହାର ଦୋଷକୁ ଅନାବୃତ କରିବା ପାଇଁ ଏହି ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରାଗଲା।

ପ୍ରଥମ ବଂଶାବଳୀ 9:29
ଅନ୍ୟ ଦ୍ବାରପାଳମାନେ କାଠ ଆସବାବପତ୍ର ଓ ବିଶଷେ ପାତ୍ରଗୁଡ଼ିକର ଯତ୍ନ ନବୋ ନିମନ୍ତେ ମନୋନୀତ ହାଇେଥିଲେ। ଆହୁରି ମଧ୍ଯ ସମାନେେ ମଇଦା, ଦ୍ରାକ୍ଷାରସ, ତୈଳ, ସୁଗନ୍ଧଦ୍ରବ୍ଯ ଓ ବିଶଷେ ତୈଳର ଯତ୍ନ ନେଉଥିଲେ।

Occurences : 21

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்