Base Word
לֵוִי
Short DefinitionLevi, a son of Jacob
Long Definitionthe 3rd son of Jacob by Leah and progenitor of tribe of Levites
Derivationfrom H3867; attached
International Phonetic Alphabetleˈwɪi̯
IPA modleˈviː
Syllablelēwî
Dictionlay-WEE
Diction Modlay-VEE
UsageLevi
Part of speechn-pr-m

ଆଦି ପୁସ୍ତକ 29:34
ଲୟୋ ପୁଣି ଗର୍ଭବତୀ ହେଲା, ଏବଂ ଅନ୍ୟ ଏକ ପୁତ୍ର ସନ୍ତାନକୁ ଜନ୍ମ ଦଲୋ। ସେ ସହେି ପିଲାର ନାମ ଦେଲେ ଲବେୀ। ଲୟୋ କହିଲା, ଏବେ ମାେ ସ୍ବାମୀ ମାେତେ ମାଠାେ ରେ ଆସକ୍ତ ହବେେ। ଯେ ହତେୁ ମୁଁ ତାଙ୍କୁ ତିନୋଟି ପୁତ୍ର ଦଇେଅଛି।

ଆଦି ପୁସ୍ତକ 34:25
ତିନିଦିନ ପରେ, ସଇେ ସ୍ଥାନର ଲୋକମାନେ ସୁନ୍ନତ ଯୋଗୁଁ କଷ୍ଟ ରେ ଥିଲେ। ଯାକୁବର ଦୁଇପୁତ୍ର ଶିମିୟୋନ ଓ ଲବେୀ, ତାଙ୍କର ଖଡ୍ଗ ନେଲେ ଏବଂ ସହେି ନଗରର ନିର୍ଭୟ ରେ ପ୍ରେତ୍ୟକକ ପୁରୁଷମାନଙ୍କୁ ମାରି ଦେଲେ।

ଆଦି ପୁସ୍ତକ 34:30
କିନ୍ତୁ ଯାକୁବଶିମିଯୋନ ଓ ଲବେୀକୁ କହିଲେ, ତୁମ୍ଭମାନେେ ମାେତେ ବହୁ ଅସୁବିଧା ରେ ପକାଇଲଣି। ଏଠାକାର ସମସ୍ତ ଲୋକେ ମାେତେ ଘୃଣା କରିବେ। ସମସ୍ତ କିଣାନୀଯ ସମସ୍ତ ପିରିଜୀଯ ସମସ୍ତ ଲୋକେ ମାରେ ବିରଦ୍ଧାଚରଣ କରିବେ। ଆମ୍ଭମାନଙ୍କର ବହୁତ କମ୍ ଲୋକ। ଯଦି ଏହି ସ୍ଥାନର ଲୋକମାନେ ଆମ୍ଭ ସହ ୟୁଦ୍ଧ କରିବା ପାଇଁ ଏକତ୍ରିତ ହବେେ। ତବେେ ଆମ୍ଭେ ଧ୍ବଂସ ପାଇୟିବା। ଏବଂ ଆମ୍ଭର ସମସ୍ତ ଲୋକେ ମାେ ସହିତ ଶଷେ ହାଇଯେିବେ।

ଆଦି ପୁସ୍ତକ 35:23
ସମାନଙ୍କେ ମଧିଅରେ ରୁବନ୍େ ଯାକୁବଙ୍କର ଜେଷ୍ଠ ପୁତ୍ର। ଶିମିୟୋନ, ଲବେୀ, ୟହୁଦା, ଇଷାଖର ଓ ସବୂଲୂନ ଏମାନେ ଲୟୋର ସନ୍ତାନ।

ଆଦି ପୁସ୍ତକ 46:11
ଲବେୀର ପୁତ୍ର ଗେର୍ଶୋନ, କହାତ୍ ଓ ମରାରି।

ଆଦି ପୁସ୍ତକ 49:5
ଶିମିୟୋନ ଓ ଲବେୀ ଦୁଇ ସହୋଦର, ସମାନଙ୍କେର ଖଡ୍ଗ ଦୌରାତ୍ମ୍ଯର ଅସ୍ତ୍ର।

ଯାତ୍ରା ପୁସ୍ତକ 1:2
ରୂବନ୍େ, ଶିମିଯୋନ, ଲବେୀ, ୟିଦୁଦା,

ଯାତ୍ରା ପୁସ୍ତକ 2:1
ଲବେୀ ବଂଶର ଜଣେ ଲୋକ ଥିଲେ। ୟିଏକି ସହେି ଲବେୀ ବଂଶର ଜଣେ କନ୍ଯାଙ୍କୁ ବିବାହ କଲେ।

ଯାତ୍ରା ପୁସ୍ତକ 2:1
ଲବେୀ ବଂଶର ଜଣେ ଲୋକ ଥିଲେ। ୟିଏକି ସହେି ଲବେୀ ବଂଶର ଜଣେ କନ୍ଯାଙ୍କୁ ବିବାହ କଲେ।

ଯାତ୍ରା ପୁସ୍ତକ 6:16
ଲବେୀ 137 ବର୍ଷ ବଞ୍ଚିଥିଲେ। ଲବେୀଙ୍କର ସନ୍ତାନମାନେ ଥିଲେ, ଗେର୍ଶାେନ୍, କହାତ୍ ଓ ମରାରି।

Occurences : 64

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்