Base Word
לָחַם
Short Definitionto feed on; by implication, to battle (as destruction)
Long Definitionto fight, do battle, make war
Derivationa primitive root
International Phonetic Alphabetlɔːˈħɑm
IPA modlɑːˈχɑm
Syllablelāḥam
Dictionlaw-HAHM
Diction Modla-HAHM
Usagedevour, eat, × ever, fight(-ing), overcome, prevail, (make) war(-ring)
Part of speechv
Base Word
לָחַם
Short Definitionto feed on; figuratively, to consume
Long Definitionto fight, do battle, make war
Derivationa primitive root
International Phonetic Alphabetlɔːˈħɑm
IPA modlɑːˈχɑm
Syllablelāḥam
Dictionlaw-HAHM
Diction Modla-HAHM
Usagedevour, eat, × ever, fight(-ing), overcome, prevail, (make) war(-ring)
Part of speechv

ଯାତ୍ରା ପୁସ୍ତକ 1:10
ସମାନେେ ଯେପରି ବର୍ଦ୍ଧିତ ନହୁଅନ୍ତି ସେଥିପାଇଁ ଆମ୍ଭକୁ ଯୋଜନା କରିବାକୁ ପଡିବ। ଯଦି ୟୁଦ୍ଧ ହୁଏ, ଇଶ୍ରାୟେଲୀମାନେ ଆମ୍ଭର ଶତୃ ପକ୍ଷ ରେ ଯୋଗଦଇେ ପାରନ୍ତି। ତା'ପରେ ସମାନେେ ଆମ୍ଭକୁ ପରାସ୍ତ କରି ଦେଶରୁ ପ୍ରସ୍ଥାନ କରିପାରନ୍ତି।

ଯାତ୍ରା ପୁସ୍ତକ 14:14
ଏବଂ ତୁମ୍ଭମାନଙ୍କୁ କିଛି କରିବାକୁ ପଡିବ ନାହିଁ। ତୁମ୍ଭମାନେେ ଏଠା ରେ ଶାନ୍ତି ରେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ୟୁଦ୍ଧ କରିବେ।

ଯାତ୍ରା ପୁସ୍ତକ 14:25
ରଥର ଚକଗୁଡିକ ରଥରୁ ବାହାରିୟିବାରୁ, ସମାନଙ୍କେୁ ରଥଗୁଡିକ ଆଗଇେ ନବୋକୁ ବହୁତ କଷ୍ଟ ହେଲା। ମିଶରୀଯ ଲୋକମାନେ ଚିତ୍କାର କଲେ, ଚାଲ ଏଠାରୁ ପଳାଇ ୟିବା! ସଦାପ୍ରଭୁ ଇଶ୍ରାୟେଲୀୟ ଲୋକମାନଙ୍କ ପାଇଁ ଆମ୍ଭ ବିରୁଦ୍ଧ ରେ ୟୁଦ୍ଧ କରୁଛନ୍ତି।

ଯାତ୍ରା ପୁସ୍ତକ 17:8
ରଫୀଦୀମ ରେ ଅମାଲକେୀଯମାନେ ଆସିଲେ ଓ ଇଶ୍ରାୟେଲୀୟମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ।

ଯାତ୍ରା ପୁସ୍ତକ 17:9
ତେଣୁ ମାଶାେ ଯିହାଶୂେୟଙ୍କୁ କହିଲେ, ଶତୃ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ କେତକେ ଲୋକଙ୍କୁ ବାଛ। ଆସନ୍ତାକାଲି ପର୍ବତ ଉପରେ ଠିଆ ହାଇେ ତାହା ଦେଖିବି। ପରମେଶ୍ବରଙ୍କ ଆଶାବାଡିଟିକୁ ମାେ ସହିତ ନଇୟିବେି।

ଯାତ୍ରା ପୁସ୍ତକ 17:10
ୟିହୋଶୂଯ ମାଶାଙ୍କେର କଥାମାନି ତା'ପର ଦିନ ଅମାଲକେୀଯମାନଙ୍କ ସହ ୟୁଦ୍ଧ ପାଇଁ ଗଲେ। ସହେି ସମୟରେ ମାଶାେ, ହାରୋଣ ଓ ଦୂର ପର୍ବତ ଉପରକୁ ଗଲେ।

ଗଣନା ପୁସ୍ତକ 21:1
କିଣାନ ବଂଶୀଯ ରାଜା ଆରାଦ ଦକ୍ଷିଣ ପ୍ରଦେଶ ରେ ବାସ କରୁଥିବା ବେଳେ ଶୁଣିଲେ ଯେ ଇଶ୍ରାୟେଲର ଲୋକମାନେ ଅଥାରୀମର ପଥ ଦଇେ ଆସୁଛନ୍ତି। ତେଣୁ ସେ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କଲେ ଓ ସମାନଙ୍କେ ମଧ୍ଯରୁ କେତକଙ୍କେୁ ବନ୍ଧୀ କଲେ।

ଗଣନା ପୁସ୍ତକ 21:23
ମାତ୍ର ସୀହାନରେ ରାଜା ଆପଣା ଦେଶ ମଧ୍ଯ ଦଇେ ଇଶ୍ରାୟେଲକୁ ୟାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ବାହାରିଲେ। ୟହସଠା ରେ ପହଞ୍ଚି ସେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କଲେ।

ଗଣନା ପୁସ୍ତକ 21:26
କାରଣ ହିଷ୍ ବୋନ ଇ ମାରେୀଯମାନଙ୍କ ରାଜା ସୀହାନଙ୍କେ ରାଜକୀଯ ନଗର ଥିଲା। ସେ ମାଯାେବର ପୂର୍ବ ରାଜା ବିପକ୍ଷ ରେ ୟୁଦ୍ଧ କଲେ ଏବଂ ଅର୍ଣୋନ୍ ପର୍ୟ୍ଯନ୍ତ ଦେଶ ଅଧିକାର କଲେ।

ଗଣନା ପୁସ୍ତକ 22:11
ଦେଖ, ଏହି ଲୋକମାନେ ମିଶରରୁ ଆସିଛନ୍ତି। ସମାନଙ୍କେର ସଂଖ୍ଯା ଏତେ ଅଧିକ ଯେ ସମାନେେ ସମଗ୍ର ଦେଶକୁ ଆଚ୍ଛାଦିତ କରିଛନ୍ତି। ଆସ ଏବଂ ମାେ ତରଫରୁ ସମାନଙ୍କେୁ ଅଭିଶାପ ଦିଅ। ତାହାହେଲେ ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ସମର୍ଥ ହବେୁ ଓ ସମାନଙ୍କେୁ ତଡି ଦଇେ ପାରିବୁ।

Occurences : 177

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்