Base Word
מֹאזֵן
Short Definition(only in the dual) a pair of scales
Long Definitionscales, balances
Derivationfrom H0239
International Phonetic Alphabetmoʔˈd͡zen̪
IPA modmo̞wʔˈzen
Syllablemōʾzēn
Dictionmoh-DZANE
Diction Modmoh-ZANE
Usagebalances
Part of speechn-m

ଲେବୀୟ ପୁସ୍ତକ 19:36
ଯଥାର୍ଥ ଦଣ୍ଡି, ଯଥାର୍ଥ ବଟକରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହବେ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

ଆୟୁବ ପୁସ୍ତକ 6:2
ଯଦି ମାରେ ସମସ୍ତ ଦୁର୍ଗତି ତରାଜୁର ଏକ ପାଖ ରେ ରଖା ୟାଆନ୍ତା,

ଆୟୁବ ପୁସ୍ତକ 31:6
ଯଦି ପରମେଶ୍ବର ଯଥାର୍ଥ ମାନଦଣ୍ଡ ବ୍ଯବହାର କରନ୍ତି, ତବେେ ସେ ଜାଣିପାରିବେ ମୁଁ ନିରପରାଧୀ।

ଗୀତସଂହିତା 62:9
ପ୍ରକୃତରେ, ଲୋକମାନେ ସାହାୟ୍ଯ କରିପାରିବେ ନାହିଁ। ତୁମ୍ଭେ ସମାନଙ୍କେ ଉପରେ ଭରସା କରିପାରିବ ନାହିଁ। ଯେତବେେଳେ ସମାନେେ ନିକିତିରେ ଓଜନ ହୁଅନ୍ତି, ସମାନଙ୍କେ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।

ହିତୋପଦେଶ 11:1
ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି।

ହିତୋପଦେଶ 16:11
ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ଯବହାର କରିବାକୁ ବଟକରାସବୁ ତିଆରି କଲେ।

ହିତୋପଦେଶ 20:23
ଲୋକମାନଙ୍କୁ ଓଜନ ଓ ମାପ ରେ ଠକି ସଦାପ୍ରଭୁଙ୍କ ଘୃଣାର ବିଷଯ, ଅର୍ଥାତ ଦଣ୍ଡି ରେ ଠକିବା ନିତାନ୍ତ ଖରାପ।

ଯିଶାଇୟ 40:12
କିଏ ନିଜର ହସ୍ତ ପାପୁଲି ରେ ସମୁଦ୍ର ଜଳରାଶି ମାପିଅଛି ? କିଏ ନିଜର ହସ୍ତ ଚାଖଣ୍ଡ ରେ ଅନନ୍ତ ଆକାଶକୁ କଳନା କରିଅଛି ? ପୁଣି କିଏ ଗୌଣୀ ରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି ? କିଏ ପର୍ବତଗୁଡି଼କୁ ନିକିତି ରେ ଓ ଉପପର୍ବତକୁ ତରାଜୁ ରେ ତଉଲି ଅଛି ?

ଯିଶାଇୟ 40:15
ଦେଖ, ପୃଥିବୀର ସମସ୍ତ ଗୋଷ୍ଠୀ ଏକ କଳସର ଏକ ଜଳବିନ୍ଦୁ ସଦୃଶ। ଯଦି ସଦାପ୍ରଭୁ ସମସ୍ତ ଗୋଷ୍ଠୀକୁ ନଇେ ତାଙ୍କ ତରାଜୁ ରେ ରଖନ୍ତି, ତବେେ ସେ ସବୁ ନିକିତି ରେ ଧୂଳିକଣା ତୁଲ୍ଯ ହବେ। ସେ ଦ୍ବୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ଯ ତୁଲ୍ଯ ଉଠାନ୍ତି।

ଯିରିମିୟ 32:10
ଆଉ ମୁଁ କ୍ରଯ ପତ୍ର ରେ ସ୍ବାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକିତି ରେ ରୂପା ତୌଲି ତାହାକୁ ଦଲେି।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்