Base Word
מִדָּה
Short Definitionproperly, extension, i.e., height or breadth; also a measure (including its standard); hence a portion (as measured) or a vestment
Long Definitionmeasure, measurement, stature, size, garment
Derivationfeminine of H4055
International Phonetic Alphabetmɪd̪̚ˈd̪ɔː
IPA modmiˈdɑː
Syllablemiddâ
Dictionmid-DAW
Diction Modmee-DA
Usagegarment, measure(-ing), meteyard, piece, size, (great) stature, tribute, wide
Part of speechn-f
Base Word
מִדָּה
Short Definitionproperly, extension, i.e., height or breadth; specifically, tribute (as measured)
Long Definitionmeasure, measurement, stature, size, garment
Derivationfeminine of H4055
International Phonetic Alphabetmɪd̪̚ˈd̪ɔː
IPA modmiˈdɑː
Syllablemiddâ
Dictionmid-DAW
Diction Modmee-DA
Usagegarment, measure(-ing), meteyard, piece, size, (great) stature, tribute, wide
Part of speechn-f

ଯାତ୍ରା ପୁସ୍ତକ 26:2
ପ୍ରେତ୍ୟକକ କପଡା ଖଣ୍ଡମାନ ସମାନ ଆକୃତି ବିଶିଷ୍ଟ ହବେ। ପ୍ରେତ୍ୟକକ କପଡା ଅଠଇେଶ ହାତ ଲମ୍ବ ଚାରିହାତ ପ୍ରସ୍ଥ ହବେ।

ଯାତ୍ରା ପୁସ୍ତକ 26:8
ଏହି ଏଗାର ଖଣ୍ଡ କପଡା ଏକ ପ୍ରକାର ଆକାର ବିଶିଷ୍ଟ ହବୋ ଉଚିତ୍। ଏହାର ଲମ୍ବ ତିରିଶ ହାତ ଓ ପ୍ରସ୍ଥ ଚାରିହାତ ହବୋ ଉଚିତ୍।

ଯାତ୍ରା ପୁସ୍ତକ 36:9
ପ୍ରେତ୍ୟକକ ୟବନିକା ଅଠଇେଶ ହାତ ଲମ୍ବ, ଚାରି ହାତ ପ୍ରସ୍ଥ ଏବଂ ପ୍ରେତ୍ୟକକ ୟବନିକା ସମପରିମାଣର ଥିଲା।

ଯାତ୍ରା ପୁସ୍ତକ 36:15
ପ୍ରେତ୍ୟକକ ୟବନିକାର ଲମ୍ବ ତିରିଶ ହାତ ଓ ପ୍ରସ୍ଥ ଚାରିହାତ ବିଶିଷ୍ଟ ହେଲା। ସହେି ଏକାଦଶ ୟବନିକାର ସମାନ ପରିମାଣ ଥିଲା।

ଲେବୀୟ ପୁସ୍ତକ 19:35
ତୁମ୍ଭମାନେେ ବିଚାର କଲା ବେଳେ କିମ୍ବା ମାପ କି ତୌଲ କଲା ବେଳେ ଅଧର୍ମ କରିବ ନାହିଁ।

ଗଣନା ପୁସ୍ତକ 13:32
ଏହିରୂପେ ସମାନେେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ ଇଶ୍ରାୟେଲର ଲୋକମାନଙ୍କ ନିକଟରେ ସହେି ଦେଶର ଅଖ୍ଯାତି କରି କହିଲେ, ଯେଉଁ ଦେଶର ମଧ୍ଯ ଦଇେ ଆମ୍ଭମାନେେ ୟାତ୍ରା କଲୁ, ତାହା ନିଜର ଅଧିବାସୀମାନଙ୍କୁ ଗ୍ରାସ କଲା। ଆମ୍ଭମାନେେ ଯେତେ ଲୋକଙ୍କୁ ସଠାେରେ ଦେଖିଲୁ ସମାନେେ ବଡ ଡେଙ୍ଗା।

ଯିହୋଶୂୟ 3:4
କିନ୍ତୁ ତୁମ୍ଭମାନେେ ନିଶ୍ଚିତ ସମାନଙ୍କେର ଅଧିକ ନିକଟବର୍ତ୍ତୀ ହବେନାହିଁ। ତାଙ୍କ ପଛ ରେ 2,000 ହାତ ପର୍ୟ୍ଯନ୍ତ ତକ୍ସ୍ଟମ୍ଭ ଓ ନିଯମ ସିନ୍ଦକ୍ସ୍ଟକ ମଧିଅରେ ବ୍ଯବଧାନ ରେ ରହିବ। ତୁମ୍ଭେ ଏ ବାଟ ଦଇେ ଆଗରକ୍ସ୍ଟ ୟାଇନାହିଁ। କିନ୍ତୁ ଯଦି ତୁମ୍ଭେ ସମାନଙ୍କେୁ ଅନକ୍ସ୍ଟସରଣ କର, ତବେେ ତୁମ୍ଭମାନେେ ଜାଣିପାରିବ ଯେ, ତୁମ୍ଭମାନେେ କେଉଁ ରାସ୍ତା ରେ ୟିବା ଉଚିତ୍।

ପ୍ରଥମ ରାଜାବଳୀ 6:25
ପ୍ରେତ୍ୟକକ କିରୁବ ଦୂତଙ୍କର ଦୁଇଟି ଲଖାଏଁେ ପକ୍ଷ ଥିଲା।

ପ୍ରଥମ ରାଜାବଳୀ 7:9
ଏହିସବୁ ଅଟାଳିକାଗୁଡିକ ମୂଲ୍ଯବାନ୍ ପଥରସର ନିର୍ମିତସହଲା। ଏହିସବୁ ପଥରଗୁଡିକ ନିର୍ଦ୍ଧିଷ୍ଟ ଆକାର ଅନୁସାଲର କରତସର କଟାଗଲା।ସସଗୁଡିକର ଆଗପଛ କଟାଗଲା। ଏହି ପଥରଗୁଡିକ ମୂଳଦୁଆରୁ କାନ୍ଥର ଶୀର୍ଷାଂଶ ପର୍ୟ୍ଯନ୍ତ ବ୍ଯବହାରସହଲା। ପ୍ରାଙ୍ଗଣ ମଧ୍ଯ ବହୁମୂଲ୍ଯ ପ୍ରସ୍ତରସର ତିଆରିସହଲା।

ପ୍ରଥମ ରାଜାବଳୀ 7:11
ସସହି ପ୍ରସ୍ତରର ଅଗ୍ରଭାଗସର ବହୁମୂଲ୍ଯସଖାଦିତ ପ୍ରସ୍ତର ଓ ଏରସ କାଠର କଡି ଥିଲା।

Occurences : 55

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்