Base Word
מַדָּע
Short Definitionintelligence or consciousness
Long Definitionknowledge, thought
Derivationor מַדַּע; from H3045
International Phonetic Alphabetmɑd̪̚ˈd̪ɔːʕ
IPA modmɑˈdɑːʕ
Syllablemaddāʿ
Dictionmahd-DAW
Diction Modma-DA
Usageknowledge, science, thought
Part of speechn-m

ଦିତୀୟ ବଂଶାବଳୀ 1:10
ମାେତେ ଜ୍ଞାନ ଓ ବୁଦ୍ଧି ଦିଅ, ଯେପରି ଏହି ଲୋକମାନଙ୍କୁ ମୁଁ ଉଚିତ୍ ମାର୍ଗ ରେ କଢ଼ାଇ ନଇେପାରିବି। ତୁମ୍ଭର ସାହାୟ୍ଯ ବିନା ଏହି ଲୋକମାନଙ୍କୁ କହେି ଶାସନ କରିପାରିବ ନାହିଁ।

ଦିତୀୟ ବଂଶାବଳୀ 1:11
ପରମେଶ୍ବର ଶ ଲୋମନଙ୍କୁ କହିଲେ, ଆମ୍ଭେ ଏହା କରିବା କାରଣ ଏହା ତୁମ୍ଭର ଇଚ୍ଛା ଥିଲା। ତୁମ୍ଭେ ଧନ, ସମ୍ପତ୍ତି ବା ସମ୍ମାନ ମାଗିଲ ନାହିଁ। ତୁମ୍ଭ ଶତ୍ରୁମାନଙ୍କର ବିନାଶ ତୁମ୍ଭେ ଚାହିଁଲ ନାହିଁ। ପୁଣି ତୁମ୍ଭର ଦୀର୍ଘାଯୁ ମଧ୍ଯ ତୁମ୍ଭେ ମାଗିଲ ନାହିଁ। ତୁମ୍ଭେ କବଳେ ଜ୍ଞାନ ଓ ବୁଦ୍ଧି ମାଗିଲ, ଯେପରି ତୁମ୍ଭେ ମାରେ ଲୋକମାନଙ୍କୁ ବୁଦ୍ଧିମାନ ରେ ନିଷ୍ପତ୍ତି ଦଇପୋର, ଯେଉଁ ଲୋକମାନଙ୍କୁ ଶାସନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ମନୋନୀତ କରିଛୁ।

ଦିତୀୟ ବଂଶାବଳୀ 1:12
ଏଣୁ ଆମ୍ଭେ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧି ରେ ପୂର୍ଣ୍ଣ କରିବା। ଆଉ ମଧ୍ଯ ଆମ୍ଭେ ତୁମ୍ଭକୁ ଧନ, ସମ୍ପତ୍ତି ଓ ସମ୍ମାନ ପ୍ରଦାନ କରିବା। ତୁମ୍ଭ ପୂର୍ବରୁ କୌଣସି ରାଜାର ଏପରି ଧନ ବା ସମ୍ମାନ ନ ଥିଲା। ଏବଂ ଭବିଷ୍ଯତ ରେ ମଧ୍ଯ କୌଣସି ରାଜାର ଏପରି ଧନସମ୍ମାନ ରହିବ ନାହିଁ।

ଉପଦେଶକ 10:20
ରାଜାକୁ ଅଭିଶାପ ଦିଅ ନାହିଁ। ନା ଏପରିକି ମନେ ମନେ ମଧ୍ଯ ଦିଅ ନାହିଁ। ଆଉ ଧନୀକୁ ଆପଣା ଶଯନ ଗୃହ ରେ ଅଭିଶାପ ଦିଅ ନାହିଁ। କାରଣ ଏକ େଛାଟ ପକ୍ଷୀ ସହେି ବାର୍ତ୍ତା ନଇୟିବେ ଓ ସେ କଥା ଉତ୍ତର ଦବେ।

ଦାନିଏଲ 1:4
ରାଜା ଯିହାୟୋଦାରକୀମ୍ ଚାହିଁଲେ ସ୍ବାସ୍ଥ୍ଯବାନ୍, ସୁନ୍ଦର ଯୋଗ୍ଯ ଏବଂ ଜ୍ଞାନୀ ୟିହୁଦି ବାଳକମାନେ ଯେଉଁମାନେ ରାଜକୀଯ ସ୍ଥାନ ରେ ଠିଆ ହବୋକୁ ଯୋଗ୍ଯ ଥିଲେ ଏବଂ ଅସ୍ପନସ୍ ନଫୁସକାଧିପତି ଭାଷା ଏବଂ କଲଦୀଯ ଲୋକମାନଙ୍କର ଲଖାେ ଶିଖାଇବାକୁ ପଚାରିଲେ।

ଦାନିଏଲ 1:17
ଆଉ ପରମେଶ୍ବର ସହେି ଗ୍ଭରି ୟୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ଯତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଅ ସ୍ବପ୍ନ ବିଷଯ ରେ ବୁଦ୍ଧିମାନ ହେଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்