Base Word
מִזְבֵּחַ
Short Definitionan altar
Long Definitionaltar
Derivationfrom H2076
International Phonetic Alphabetmɪd͡zˈbe.ɑħ
IPA modmizˈbe.ɑχ
Syllablemizbēaḥ
Dictionmidz-BAY-ah
Diction Modmeez-BAY-ak
Usagealtar
Part of speechn-m

ଆଦି ପୁସ୍ତକ 8:20
ଏହାପରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ନୋହ ସେଥି ରେ ଶୁଚ଼ିପଶୁ ଓ ପକ୍ଷୀମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ବ ରେ ନବୈେଦ୍ଯ ଦେଲେ।

ଆଦି ପୁସ୍ତକ 8:20
ଏହାପରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ନୋହ ସେଥି ରେ ଶୁଚ଼ିପଶୁ ଓ ପକ୍ଷୀମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ବ ରେ ନବୈେଦ୍ଯ ଦେଲେ।

ଆଦି ପୁସ୍ତକ 12:7
ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।

ଆଦି ପୁସ୍ତକ 12:8
ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ।

ଆଦି ପୁସ୍ତକ 13:4
ସହେି ସ୍ଥାନ ରେ ପୂର୍ବରୁ ଅବ୍ରାମ ଏକ ୟଜ୍ଞବଦେୀ ନିର୍ମାଣ କରିଥିଲେ। ତେଣୁ ସଠାେରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ।

ଆଦି ପୁସ୍ତକ 13:18
ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରି ରେ ଆଲୋନ୍ ବୃକ୍ଷମୂଳକୁ ୟାଇ ସଠାେରେ ବାସ କଲେ। ସହେି ସ୍ଥାନ ରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ୟଜ୍ଞବଦେୀ ସ୍ଥାପନ କଲେ।

ଆଦି ପୁସ୍ତକ 22:9
ପରମେଶ୍ବର କହିଥିବା ସ୍ଥାନକୁ ସମାନେେ ଆସିଲେ। ସଠାେରେ ଅବ୍ରହାମ ଏକ ୟଜ୍ଞବଦେୀ ସ୍ଥାପଲ କଲେ ଏବଂ ଏହା ଉପରେ କାଠ ସଜାଡ଼ିଲେ। ଏହାପରେ ଅବ୍ରହାମ ଇସ୍ହାକକୁ ବାନ୍ଧି ୟଜ୍ଞବଦେୀର କାଠ ଉପରେ ଶୁଆଇ ଦେଲେ।

ଆଦି ପୁସ୍ତକ 22:9
ପରମେଶ୍ବର କହିଥିବା ସ୍ଥାନକୁ ସମାନେେ ଆସିଲେ। ସଠାେରେ ଅବ୍ରହାମ ଏକ ୟଜ୍ଞବଦେୀ ସ୍ଥାପଲ କଲେ ଏବଂ ଏହା ଉପରେ କାଠ ସଜାଡ଼ିଲେ। ଏହାପରେ ଅବ୍ରହାମ ଇସ୍ହାକକୁ ବାନ୍ଧି ୟଜ୍ଞବଦେୀର କାଠ ଉପରେ ଶୁଆଇ ଦେଲେ।

ଆଦି ପୁସ୍ତକ 26:25
ତେଣୁ ଇସ୍ହାକ ଏକ ୟଜ୍ଞବଦେୀ ସ୍ଥାପନ କରି ସଦାପ୍ରଭୁଙ୍କର ଉପାସନା କଲେ। ଇସ୍ହାକ ସଠାେରେ ତାଙ୍କର ତମ୍ବୁ ପକାଇଲେ। ଏବଂ ତାଙ୍କର ଦାସମାନେ ସଠାେରେ ଏକ କୂପ ଖନନ କଲେ।

ଆଦି ପୁସ୍ତକ 33:20
ପୁଣି ଯାକୁବସସଠାଲର ପରଲମଶ୍ବରଙ୍କର ଉପାସନା ପାଇଁ ଏକ ୟଜ୍ଞବଲଦୀ ସ୍ଥାପନ କଲଲ। ଯାକୁବସସହି ସ୍ଥାନର ନାମସଦଲଲ, "ଏଲ ଇଶ୍ରାଲୟଲର ପରଲମଶ୍ବର।"

Occurences : 401

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்