Base Word
מׇחֳרָת
Short Definitionthe morrow or (adverbially) tomorrow
Long Definitionthe morrow, the day after
Derivationor מׇחֳרָתָם; (1 Samuel 30:17), feminine from the same as H4279
International Phonetic Alphabetmo.ħŏˈrɔːt̪
IPA modmo.χoˈʁɑːt
Syllablemoḥŏrāt
Dictionmoh-hoh-RAWT
Diction Modmoh-hoh-RAHT
Usagemorrow, next day
Part of speechn-f

ଆଦି ପୁସ୍ତକ 19:34
ତା'ପର ଦିନ ବଡ଼ ଝିଅ ସାନ ଝିଅକୁ କହିଲା, ଗତ ରାତିଲେ ମୁଁ ପିତାଙ୍କ ନିକଟରେ ଶଯନ କରିଥିଲି। ଆସ ତାଙ୍କୁ ପୁଣି ଆଜି ମଦ୍ଯପାନ କରାଇବା, ତା'ପରେ ତୁ ତାଙ୍କ ସାଙ୍ଗ ରେ ୟାଇ ସହବାସ କର। ଏହି ଉପାଯ ରେ ଆମ୍ଭେ ଆମ୍ଭର ସନ୍ତାନମାନଙ୍କୁ ଜନ୍ମ କରିବା। ଆଉ ଆମ୍ଭେ ଆମ୍ଭର ପିତାଙ୍କ ମାଧ୍ଯମ ରେ ଆମ୍ଭର ପରିବାର ନଷ୍ଟ ହବୋରୁ ରକ୍ଷା କରିପାରିବା।

ଯାତ୍ରା ପୁସ୍ତକ 9:6
ତାପରଦିନ ସଦାପ୍ରଭୁ ଠିକ୍ ତାହା କଲେ। ମିଶରୀଯମାନଙ୍କର କୃଷି କ୍ଷେତ୍ର ରେ ପଶୁମାନଙ୍କର ମୃତ୍ଯୁ ହେଲା। କିନ୍ତୁ ଇଶ୍ରୀଯଲେୀଯମାନଙ୍କର ଗୋଟିଏ ବି ପଶୁ ମଲେ ନାହିଁ।

ଯାତ୍ରା ପୁସ୍ତକ 18:13
ତା'ପରଦିନ ମାଶାେ ଲୋକଙ୍କର ବିଚାର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖ ରେ ସନ୍ଧ୍ଯା ପର୍ୟ୍ଯନ୍ତ ଠିଆ ହାଇେ ରହିଲେ।

ଯାତ୍ରା ପୁସ୍ତକ 32:6
ତା'ପରଦିନ ଅତି ପ୍ରଭାତରୁ ଲୋକମାନେ ଉଠିଲେ। ସମାନେେ ହାମବେଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନବୈେଦ୍ଯ ଆଣିଲେ। ଏହାପରେ ଲୋକମାନେ ଭୋଜନପାନ କରିବାକୁ ଲାଗିଲେ। ଏହାପରେ ଲୀଳା କରିବାକୁ ଉଠିଲେ।

ଯାତ୍ରା ପୁସ୍ତକ 32:30
ପରଦିନ ସକାଳେ ମାଶାେ ଲୋକମାନଙ୍କୁ କହିଲେ, ତୁମ୍ଭମାନେେ ଭୟଙ୍କର ପାପ କରିଛ। କିନ୍ତୁ ପର୍ତ୍ତମାନ ମୁଁ ସଦାପ୍ରଭୁଙ୍କ ନିକଟକୁ ୟିବି ଏବଂ ହୁଏତ ତୁମ୍ଭର ପାପ ପାଇଁ ମୁଁ ପ୍ରାଯଶ୍ଚିତ କରିବାକୁ ସକ୍ଷମ ହବେି।

ଲେବୀୟ ପୁସ୍ତକ 7:16
ମାତ୍ର ଯଦି ସହେି ମଙ୍ଗଳାର୍ଥକ ବଳି ପ୍ରତିଜ୍ଞା ବା ସ୍ବେଚ୍ଛାଦତ୍ତ ଉପହାର ହୁଏ। ତବେେ ସେ ତାହାର ସହେି ବଳି ଉତ୍ସର୍ଗ କରିବା ଦିନ ହିଁ ତାହା ଭୋଜନ କରିବ। ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ ତାହା ପରଦିନ ପ୍ରାତଃକାଳ ରେ ଭୋଜନ କରିବ।

ଲେବୀୟ ପୁସ୍ତକ 19:6
ବଳିଦାନ ଦିନ କିମ୍ବା ତା'ର ପରଦିନ ତାହା ଭୋଜନ କରାୟିବ। ଯଦି ତୃତୀୟ ଦିନକୁ ଅବଶିଷ୍ଟ ବଞ୍ଚିବ ତବେେ ତାକୁ ଦଗ୍ଧ କରିବ।

ଲେବୀୟ ପୁସ୍ତକ 23:11
ତହିଁରେ ସବୁଦିନ ପାଇଁ ତୁମ୍ଭମାନଙ୍କ ପକ୍ଷ ରେ ଗ୍ରାହ୍ଯ ହବୋ ନିମନ୍ତେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ସହେି ବିଡା ଟକେିବ। ବିଶ୍ରାମ ଦିନ ପରେ ସେ ଏହାକୁ ଝୁଲାଇବା ଉଚିତ୍।

ଲେବୀୟ ପୁସ୍ତକ 23:15
ଅନନ୍ତର ସହେି ବିଶ୍ରାମବାର ପରଦିନଠାରୁ ଯେଉଁଦିନ ଦୋଳନୀଯ ନବୈେଦ୍ଯରୂପେ ବିଡା ଆଣିଲ ସହେିଦିନଠାରୁ ପୂର୍ଣ ସାତ ସପ୍ତାହ ଗଣନା କରିବ।

ଲେବୀୟ ପୁସ୍ତକ 23:16
ଏହିରୂପେ ତୁମ୍ଭେ ବିଶ୍ରାମଦିନ ପରେ ସପ୍ତମ ଦିନଠାରୁ, ପଚାଶ ଦିନ ଗଣନା କରିବା ଉଚିତ୍। ଆଉ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନୂତନ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍।

Occurences : 32

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்