Base Word
אַלּוֹן
Short Definitionoak tree
Long Definitionoak, great tree
Derivationa variation of H0436
International Phonetic Alphabetʔɑlˈlon̪
IPA modʔɑˈlo̞wn
Syllableʾallôn
Dictional-LONE
Diction Modah-LONE
Usageoak
Part of speechn-m

ଆଦି ପୁସ୍ତକ 35:8
ସହେି ସ୍ଥାନ ରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ଯୁ ହେଲା ଏବଂ ତାକୁ ବୈଥଲରେ ଅଧଃସ୍ଥିତ ଆଲୋନ ବୃକ୍ଷମୂଳେ କବର ଦିଆଗଲା। ତେଣୁ ସହେି ସ୍ଥାନର ନାମ ଆଲୋନ-ବାଖୁତ୍ ହେଲା।

ଯିଶାଇୟ 2:13
ସହେି ଅହଙ୍କାର ଲୋକମାନେ ଲିବା ନୋନ ଓ ବାଶନର ଦବଦୋରୁ ଓ ଆଲୋନଗଛ ପରି ଉଚ୍ଚ ଓ ମହାନ୍ ହବେେ। ମାତ୍ର ସଦାପ୍ରଭୁ ସମାନଙ୍କେୁ ଦଣ୍ଡ ଦବେେ।

ଯିଶାଇୟ 6:13
ମାତ୍ର ଏକ ଦଶମାଂଶ ଲୋକ ରହିବାକୁ ଅନୁମତି ପାଇବେ। ଏହି ଦଶମାଂସ ଲୋକ ସଦାପ୍ରଭୁଙ୍କ ନିକଟକୁ ଫରେି ଆସିବେ ଓ ଅନ୍ୟମାନେ ଧ୍ବଂସ ପାଇବେ। ଏମାନେ ଆଲୋନଗଛ ସଦୃଶ ହବେେ। ଆଲୋନ ଗଛ ହଣା ହେଲା ପ ରେ ତା'ର ଗଣ୍ଡି ଯେପରି ସୁଦୃଢ଼ ରହେ, କର୍ତ୍ତିତ ବୃକ୍ଷର ଅବଶିଷ୍ଟାଂଶ ପବିତ୍ର ବୀଜ।

ଯିଶାଇୟ 44:14
ସସ ନିଜ ପାଇଁ ଏରସ, ତର୍ସୀ ଓ ଆଲଲାନ୍ ବୃକ୍ଷ କାଟଲ।ସସସସଗୁଡ଼ିକ ଜଙ୍ଗଲ ବୃକ୍ଷମାନଙ୍କ ମଧିଅଲର ବଢ଼ାଇଥାଏ। ମାତ୍ରସସ ଦଲବଦାରୁସରାପଣ କଲର,ସତଲବ ବର୍ଷା ତାକୁ ବଢ଼ାଇବାସର ସାହାୟ୍ଯ କଲର।

ଯିହିଜିକଲ 27:6
ବାସନର ଆଲୋନ କାଠ ରେ ସମାନେେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି। ଆଉ ସମାନେେ କିତ୍ତୀମ ଦ୍ବୀପରୁ ଆନୀତ ତାଶୂର କାଠ ରେ ଖଚିତ ହାତୀଦାନ୍ତ ଦ୍ବାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।

ହୋଶେୟ 4:13
ସମାନେେ ପର୍ବତର ଅଗ୍ରଭାଗ ରେ ବଳି ଦିଅନ୍ତି ଓ ପାହାଡ ଉପ ରେ ଥିବା ଆଲୋନ, ଲିବ୍ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସହେି ଗଛଗୁଡିକର ଛାଯା ତରୁଣ ଦଖାୟୋଏ। ତେଣୁ ତୁମ୍ଭର କନ୍ଯାମାନେ ଗଣିକା ପରି ସହେି ଗଛତଳେ ପଡି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ୟୌନଭୋଗ ପାପ କରନ୍ତି।

ଆମୋଷ 2:9
କିନ୍ତୁ ଆମ୍ଭେ ୟିଏକି ଜଣେ ଥିଲୁ, ଇ ମାରେୀଯକୁ ସମାନଙ୍କେ ସମ୍ମୁଖ ରେ ଧ୍ବଂସ କଲୁ। ଇ ମାରେୀଯ ଏରସ ବୃକ୍ଷ ସଦୃଶ ଉଚ୍ଚ ଓ ଆଲୋକ ଗଛ ସଦୃଶ ଶକ୍ତ ଥିଲା। ଆମ୍ଭେ ସମାନଙ୍କେର ଉର୍ଦ୍ଦ୍ବ ଭାଗ ରେ ଥିବା ଫଳ ଓ ନିମ୍ନ ଭାଗ ରେ ଥିବା ମୂଳକୁ ନଷ୍ଟ କଲୁ।

ଯିଖରିୟ 11:2
ତୁମ୍ଭେ ଦବଦୋରୁ ଜୀତୀଯ ବୃକ୍ଷ ଶୋକ କର କାରଣ ଦବଦୋରୁ ପଡିୟାଇଛି। ଶକ୍ତିଶାଳୀମାନେ ଧ୍ବଂସ ହାଇେଛନ୍ତି। ଶୋକ କର, ହେ ବାଶନର ଆଲୋନ୍ ବୃକ୍ଷ ସହେି ଦୁର୍ଗମ ବନ କଟାଗଲା।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்