Base Word
מָכַר
Short Definitionto sell, literally (as merchandise, a daughter in marriage, into slavery), or figuratively (to surrender)
Long Definitionto sell
Derivationa primitive root
International Phonetic Alphabetmɔːˈkɑr
IPA modmɑːˈχɑʁ
Syllablemākar
Dictionmaw-KAHR
Diction Modma-HAHR
Usage× at all, sell (away, -er, self)
Part of speechv

ଆଦି ପୁସ୍ତକ 25:31
କିନ୍ତୁ ଯାକୁବ କହିଲା, ଆଜି ତୁମ୍ଭେ ମତେ ଆପଣାର ପ୍ରଥମଜାତ ପୁତ୍ର ଅଧିକାର ବିକ୍ରଯ କର।

ଆଦି ପୁସ୍ତକ 25:33
କିନ୍ତୁ ଯାକୁବ କହିଲା, ପ୍ରଥମେ ତୁମ୍ଭେ ମାେତେ ଦବୋ ପାଇଁ ପ୍ରତିଜ୍ଞା କର। ତେଣୁ ସେ ପ୍ରତିଜ୍ଞା କଲା। ଏବଂ ତାଙ୍କର ଜେଷ୍ଠତା ତାଙ୍କୁ ଦଲୋ।

ଆଦି ପୁସ୍ତକ 31:15
ଆମ୍ଭେ ତାଙ୍କ ଆଖି ରେ ବିଦେଶୀନି ତୁଲ୍ଯ। ସେ କବଳେ ଆମ୍ଭକୁ ତୁମ୍ଭଠା ରେ ବିକ୍ରଯ କରି ନାହାନ୍ତି। ସେ ସମସ୍ତ ଟଙ୍କା ଖର୍ଚ୍ଚ କରିଦଇେଛନ୍ତି, ଯାହା ଆମ୍ଭମାନଙ୍କର ହବୋର ଥିଲା।

ଆଦି ପୁସ୍ତକ 37:27
ଆସ ଏହିସବୁ ବଣିକମାନଙ୍କୁ ଆମ୍ଭେ ବିକ୍ରୀ କରିଦବୋ। ଯାହା ହେଉ ସେ ଆମ୍ଭର ଭାଇ, ଆମ୍ଭର ନିଜର ରକ୍ତ ମାଂସ। ତା'ର ଭାଇମାନେ ଏହି ରେ ରାଜି ହାଇଗେଲେ।

ଆଦି ପୁସ୍ତକ 37:28
ଯେତବେେଳେ ମିଦିଯନୀଯ ବଣିକମାନେ ସମାନଙ୍କେର ନିକଟକୁ ଆସିଲେ, ଭାଇମାନେ ଯୋଷଫେକୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରେ ୗପ୍ୟ ମୁଦ୍ରା ରେ ବିକ୍ରୀ କରି ଦେଲେ। ସହେି ବଣିକମାନେ ତାକୁ ମିଶରକୁ ନଇଗେଲେ।

ଆଦି ପୁସ୍ତକ 37:36
ମିଦିଯନୀଯ ବଣିକମାନେ ଯୋଷଫେକୁ ମିଶର ରେ ବିକ୍ରି କଲେ। ସମାନେେ ତାଙ୍କୁ ପୋଟିଫର ନାମକ ଫାରୋର ଅଧିକାରୀ ଅର୍ଥାତ୍ ରକ୍ଷକ ସନୋପତିଙ୍କଠା ରେ ଯୋଷଫେକୁ ବିକ୍ରଯ କଲେ।

ଆଦି ପୁସ୍ତକ 45:4
ତେଣୁ ଯୋଷଫେ ତାଙ୍କର ଭାଇମାନଙ୍କୁ କହିଲେ, ମାେ ନିକଟକୁ ଆସ, ମୁଁ ନିବଦନେ କରିଛି ମାେ ନିକଟକୁ ଆସ। ତେଣୁ ତାଙ୍କର ଭାଇ ତାଙ୍କୁ ନିକଟକୁ ଗଲେ। ତେଣୁ ଯୋଷଫେ ସମାନଙ୍କେୁ କହିଲେ, ମୁଁ ତୁମ୍ଭର ଭାଇ ଯୋଷଫେ, ମୁଁ ହେଉଛି ସହେି ଭାଇ ଯାହାକୁ ତୁମ୍ଭମାନେେ ବିକ୍ରି କଲ କ୍ରତଦାସ ପରି କ୍ ରତାମାନଙ୍କେୁ, ଯେଉଁମାନେ ସମାନଙ୍କେର ମିଶରୀଯ ରାସ୍ତା ରେ ଥିଲେ।

ଆଦି ପୁସ୍ତକ 45:5
ବର୍ତ୍ତମାନ ତୁମ୍ଭେ ବ୍ଯସ୍ତ ହୁଅ ନାହିଁ। ମାେତେ ଗୋଟିଏ କ୍ରୀତଦାସ ପରି ବିକ୍ରୀ କରିଥିବାରୁ ତୁମ୍ଭେ ନିଜ ଉପରେ ରାଗ ନାହିଁ। ତୁମ୍ଭ ସମ୍ମୁଖ ରେ ଜୀବନ ରକ୍ଷା କରିବା ପାଇଁ ପରମେଶ୍ବର ମାେତେ ଏଠାକୁ ପଠାଇଲେ।

ଆଦି ପୁସ୍ତକ 47:20
ତେଣୁ ଯୋଷଫେ ଫାରୋଙ୍କ ନିମନ୍ତେ ସମସ୍ତ ଭୂମି ମିଶର ରେ କ୍ରଯ କଲେ। ମିଶର ରେ ସମସ୍ତ ଲୋକ ସମାନଙ୍କେର ସମସ୍ତ ଭୂମି ସବୁ ବକ୍ରଯ କଲେ। ସମାନେେ ଭୋକରେ ଥିବାରୁ ଏହିପରି କଲେ।

ଆଦି ପୁସ୍ତକ 47:22
ସେ କବଳେ ଯାଜକମାନଙ୍କର ଭୂମି କ୍ରଯ କଲେ ନାହିଁ। କାରଣ ଫାରୋ ସମାନଙ୍କେୁ ବୃତ୍ତି ଯୋଗାଇଲେ। ଏଣୁ ଫାରୋଙ୍କର ଦ୍ବାରା ଦିଆ ୟାଇଥିବା ବୃତ୍ତି ରେ ସମାନେେ ବଞ୍ଚୁଥିଲେ। ସମାନେେ ଆପଣା ଭୂମି ବିକ୍ରଯ କଲେ ନାହିଁ।

Occurences : 80

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்