Base Word
מַלְכִּיָּה
Short DefinitionMalkijah, the name of ten Israelites
Long Definitionthe father of Pashur in the time of Jeremiah
Derivationor מַלְכִּיָּהוּ; (Jeremiah 38:6), from H4428 and H3050; king of (i.e., appointed by) Jah
International Phonetic Alphabetmɑl.kɪjˈjɔː
IPA modmɑl.kiˈjɑː
Syllablemalkiyyâ
Dictionmahl-kih-YAW
Diction Modmahl-kee-YA
UsageMalchiah, Malchijah
Part of speechn-pr-m

ପ୍ରଥମ ବଂଶାବଳୀ 6:40
ଶିମିଯ ମୀଖାଯଲଙ୍କେ ପୁତ୍ର ଥିଲେ। ମୀଖାଯଲେ ବା ସଯଙ୍କେ ପୁତ୍ର ଥିଲେ। ବା ସଯେ ମଲ୍କିଯରଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 9:12
ପଶ୍ହୂର ମଲକିଯଙ୍କ ପୁତ୍ର ଥିଲେ। ଆହୁରି ମଧ୍ଯ ସଠାେରେ ଅଦୀଯଲଙ୍କେ ପୁତ୍ର ମାସଯ ଥିଲେ। ଅଦୀଯଲେ ୟହ ସରୋଙ୍କ ପୁତ୍ର ଥିଲେ। ୟହ ସରୋ ମଶୁଲ୍ଲମଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ମଶିଲ୍ଲମାେତ୍ଙ୍କ ପୁତ୍ର ଥିଲେ। ମଶିଲ୍ଲମାେତ୍ ଇମ୍ମରଙ୍କେ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 24:9
ପଞ୍ଚମ ଦଳ ଥିଲା ମଲକିଯଙ୍କ ଦଳ।

ଏଜ୍ରା 10:25
ଇଶ୍ରାୟେଲ ମଧିଅରେ

ଏଜ୍ରା 10:25
ଇଶ୍ରାୟେଲ ମଧିଅରେ

ଏଜ୍ରା 10:31
ହାରିମର ବଂଶଧରଗଣ ମଧ୍ଯରୁ ଇଲୀଯଷେର, ୟିଶିଯ, ମଲ୍ଲିଯ, ଶମଯିଯ,ଶିମିଯୋନ,

ନିହିମିୟା 3:11
ହାରିମର ପୁତ୍ର ମଲ୍କିଯ ଓ ପହତ୍ ମାୟୋବର ପୁତ୍ର ହଶୂବ୍ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ ଦୁର୍ଗ ଗଠନ କଲା।

ନିହିମିୟା 3:14
ବୈଥ୍ ହକ୍କରେମ୍ ପ୍ରଦେଶର ଅଧ୍ଯକ୍ଷ ରେଖବର ପୁତ୍ର ମଲକିଯ ଖତଦ୍ବାରର ଜୀର୍ଣ୍ଣଅଂଶ ଗଠନ କଲେ ଓ ତହିଁର କବାଟ, ହୁଡୁକା ଓ ଅର୍ଗଳ ଲଗାଇଲା।

ନିହିମିୟା 3:31
ତା'ପରେ ମଲକିଯ ନାମକ ଜଣେ ସ୍ବର୍ଣ୍ଣକାର ସୈନ୍ଯମାନେ ଏକତ୍ରୀତ ହେଉଥିବା ଫାଟକ ଆଗ ରେ ମନ୍ଦିର ଦାସମାନଙ୍କର, ନଥିନୀଯମାନଙ୍କର ଓ ବଣିକମାନଙ୍କର ଗୃହ ପର୍ୟ୍ଯନ୍ତ, ଆଉ କଣର ଉଠାଣି ପର୍ୟ୍ଯନ୍ତ ଭଗ୍ନ ଅଂଶ ମରାମତି କଲେ।

ନିହିମିୟା 8:4
ଏଜ୍ରା ଯାଜକ ସହେି କାର୍ୟ୍ଯ ନିମନ୍ତେ ନିର୍ମିତ କାଠମଯ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାଶର୍‌ବ ରେ ତାଙ୍କ ନିକଟରେ ମତ୍ତଥିଯ, ଶମାେ, ଅନାଯ, ଊରିଯ, ହିଲ୍କିଯ, ମା ସଯେ ଠିଆ ହେଲେ, ଏବଂ ତାଙ୍କ ବାମ ପାଶର୍‌ବ ରେ ପଦାଯ ଓ ମୀଶାଯଲେ, ମଲକିଯ, ହଶୁମ ଓ ହଶ୍ବଦ୍ଦାନା, ଜିଖରିଯ ଓ ମଶୁଲ୍ଲମ ଠିଆ ହେଲେ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்