Base Word
מַעַל
Short Definitionproperly,the upper part, used only adverbially with prefix upward, above, overhead, from the top, etc
Long Definition(subst) higher part, upper part
Derivationfrom H5927
International Phonetic Alphabetmɑˈʕɑl
IPA modmɑˈʕɑl
Syllablemaʿal
Dictionma-AL
Diction Modma-AL
Usageabove, exceeding(-ly), forward, on (× very) high, over, up(-on, -ward), very
Part of speechadv

ଆଦି ପୁସ୍ତକ 6:16
ଉପରୁ ଏକ ହାତ ଛାଡ଼ି ଝରକା କରିବ। ସହେି ଜାରାଜର ପାଶର୍ବ ରେ ଗୋଟିଏ ଦ୍ବାର ରହିବ। ଆଉ ତହିଁର ପ୍ରଥମ, ଦ୍ବିତୀୟ ଓ ତୃତୀୟ ଚଟାଣ ବନାଇବ।

ଆଦି ପୁସ୍ତକ 7:20
ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚ଼ଢ଼ି ରହିଲା।

ଆଦି ପୁସ୍ତକ 22:9
ପରମେଶ୍ବର କହିଥିବା ସ୍ଥାନକୁ ସମାନେେ ଆସିଲେ। ସଠାେରେ ଅବ୍ରହାମ ଏକ ୟଜ୍ଞବଦେୀ ସ୍ଥାପଲ କଲେ ଏବଂ ଏହା ଉପରେ କାଠ ସଜାଡ଼ିଲେ। ଏହାପରେ ଅବ୍ରହାମ ଇସ୍ହାକକୁ ବାନ୍ଧି ୟଜ୍ଞବଦେୀର କାଠ ଉପରେ ଶୁଆଇ ଦେଲେ।

ଯାତ୍ରା ପୁସ୍ତକ 20:4
ତୁମ୍ଭମାନେେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ବର୍ଗ ରେ କିମ୍ବା ପୃଥିବୀ ରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳ ରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।

ଯାତ୍ରା ପୁସ୍ତକ 25:20
ସହେି ଦୂତମାନେ ନିଯମ-ସିନ୍ଦୁକକୁ ସମାନଙ୍କେର ଡଣୋ ଦ୍ବାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡକୁ ଉେଠ। ଆଚ୍ଛାଦକ ଆଡକୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।

ଯାତ୍ରା ପୁସ୍ତକ 25:21
ତୁମ୍ଭେ ଏହି ପାପାଚ୍ଛାଦନ ସହେି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦବୋ ତାହା ସହେି ସିନ୍ଦୁକ ମଧ୍ଯର ଥୋଇବ।

ଯାତ୍ରା ପୁସ୍ତକ 26:14
ଏହାପରେ ତୁମ୍ଭେ ରକ୍ତୀକୃତ ମଷେ ଚର୍ମ ରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକ ଚର୍ମ ରେ ଏକ ଛାତ କରିବ।

ଯାତ୍ରା ପୁସ୍ତକ 28:27
ଆହୁରି ଦୁଇଟୀ ସ୍ବର୍ଣ୍ଣ କଡା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗ ରେ ୟୋଡ ସ୍ଥାନ ରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।

ଯାତ୍ରା ପୁସ୍ତକ 30:14
କୋଡ଼ିଏ ବର୍ଷ କିମ୍ବା ତା'ଠାରୁ ଅଧିକ ବଯସ୍କ ବ୍ଯକ୍ତି ୟିଏ କହେି ଗଣିତ ମଧିଅରେ ଆସିବ, ସେ ସଦାପ୍ରଭୁଙ୍କୁ ଏହି ନବୈେଦ୍ଯ ଉତ୍ସର୍ଗ କରିବ।

ଯାତ୍ରା ପୁସ୍ତକ 36:19
ଏହାପରେ ସମାନେେ ଆଉ ଦୁଇଟି ୟବନିକା ପ୍ରସ୍ତୁତ କଲେ ସହେି ପବିତ୍ର ତମ୍ବୁ ପାଇଁ, ସମାନେେ ଗୋଟିଏ ଛାତ ରକ୍ତୀ କୃତ ଶିଶୁକ ଚର୍ମ ରେ ତିଆରି କଲେ।

Occurences : 140

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்