Base Word
מַעֲרָב
Short Definitiontraffic; by implication, mercantile goods
Long Definitionmerchandise, articles of exchange
Derivationfrom H6148, in the sense of trading
International Phonetic Alphabetmɑ.ʕə̆ˈrɔːb
IPA modmɑ.ʕə̆ˈʁɑːv
Syllablemaʿărāb
Dictionma-uh-RAWB
Diction Modma-uh-RAHV
Usagemarket, merchandise
Part of speechn-m

ଯିହିଜିକଲ 27:9
ଗବାଲର ପ୍ରାଚୀନବର୍ଗ ମୁଖ୍ଯ ଓ ଜ୍ଞାନୀମାନେ ଜାହାଜର ପାଣିରୁଦ୍ଧ କାଠପଟା ତିଆରି କରି ନଇେ ଅନ୍ୟମାନଙ୍କୁ ସାହାୟ୍ଯ କଲେ। ସମୁଦ୍ରର ୟାବତୀଯ ଜାହାଜ ଓ ସମାନଙ୍କେର ନାବିକଗଣ ତୁମ୍ଭ ସହିତ ବାଣିଜ୍ଯ କରିବା ପାଇଁ ଆସିଲେ।'

ଯିହିଜିକଲ 27:13
ଗ୍ରୀକ୍, ତୁର୍କ ଓ ମଷେକର ଲୋକମାନେ ବ୍ଯବସାଯୀ ଥିଲେ। ସମାନେେ କ୍ରୀତଦାସ ଓ ପିତ୍ତଳର ବାସନକୁସନ ତୁମ୍ଭର ଜିନିଷଗୁଡ଼ିକ ବଦଳ ରେ ବ୍ଯବସାଯ କଲେ।

ଯିହିଜିକଲ 27:17
ଯିହୁଦା ଓ ଇଶ୍ରାୟେଲ ଦେଶର ଲୋକମାନେ ତୁମ୍ଭ ସହିତ ବାଣିଜ୍ଯ କରୁଥିଲେ। ସମାନେେ ଗହମ, ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।

ଯିହିଜିକଲ 27:19
ବଦାନ ଓ ୟବନ ଲୋମ ନିର୍ମିତ ସୂତ୍ର ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ। ତୁମ୍ଭ ବାଣିଜ୍ଯ ଦ୍ରବ୍ଯ ମଧିଅରେ କାନ୍ତ ଲୌହ, ସୁଗନ୍ଧି ଦ୍ରବ୍ଯ ଓ ଆଖୁ ଥିଲା।

ଯିହିଜିକଲ 27:25
ତର୍ଶୀଶ ରେ ଜାହାଜଗୁଡ଼ିକ ତୁମ୍ଭ ବାଣିଜ୍ଯ ଦ୍ରବ୍ଯ ବହନ କରୁଥିଲେ।

ଯିହିଜିକଲ 27:27
ତୁମ୍ଭର ଧନ, ତୁମ୍ଭର ବାଣିଜ୍ଯ ଦ୍ରବ୍ଯ, ତୁମ୍ଭର ବାଣିଜ୍ଯ, ତୁମ୍ଭର ନାବିକଗଣ, ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭ ଜାହାଜର ଛିଦ୍ର ବଟାଳିକା ଲୋକମାନେ, ତୁମ୍ଭ ବାଣିଜ୍ଯ ଦ୍ରବ୍ଯ ବହିବା ଲୋକମାନେ, ତୁମ୍ଭର ମଧ୍ଯବର୍ତ୍ତୀ ସମସ୍ତ ଯୋଦ୍ଧାମାନେ ଓ ତୁମ୍ଭର ମଧ୍ଯବର୍ତ୍ତୀ ସମସ୍ତ ସମାଜ ତୁମ୍ଭର ପତନ ଦିନ ରେ ସମୁଦ୍ର ମଧ୍ଯସ୍ଥଳ ରେ ଜଳମଗ୍ନ ହବେେ।

ଯିହିଜିକଲ 27:27
ତୁମ୍ଭର ଧନ, ତୁମ୍ଭର ବାଣିଜ୍ଯ ଦ୍ରବ୍ଯ, ତୁମ୍ଭର ବାଣିଜ୍ଯ, ତୁମ୍ଭର ନାବିକଗଣ, ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭ ଜାହାଜର ଛିଦ୍ର ବଟାଳିକା ଲୋକମାନେ, ତୁମ୍ଭ ବାଣିଜ୍ଯ ଦ୍ରବ୍ଯ ବହିବା ଲୋକମାନେ, ତୁମ୍ଭର ମଧ୍ଯବର୍ତ୍ତୀ ସମସ୍ତ ଯୋଦ୍ଧାମାନେ ଓ ତୁମ୍ଭର ମଧ୍ଯବର୍ତ୍ତୀ ସମସ୍ତ ସମାଜ ତୁମ୍ଭର ପତନ ଦିନ ରେ ସମୁଦ୍ର ମଧ୍ଯସ୍ଥଳ ରେ ଜଳମଗ୍ନ ହବେେ।

ଯିହିଜିକଲ 27:33
ତୁମ୍ଭର ବଣିକମାନେ ସମୁଦ୍ର ଦଇେ ଗଲେ, ସେତବେେଳେ ତୁମ୍ଭେ ଅନକେ ଗୋଷ୍ଠୀଙ୍କୁ ସନ୍ତୁଷ୍ଟ କଲ। ତୁମ୍ଭେ ଆପଣା ଧନ ଓ ବାଣିଜ୍ଯ ଦ୍ରବ୍ଯ ରେ ପୃଥିବୀର ବହୁ ରାଜାମାନଙ୍କୁ ଧନୀ କଲ।

ଯିହିଜିକଲ 27:34
କିନ୍ତୁ ତୁମ୍ଭେ ବର୍ତ୍ତମାନ ସମୁଦ୍ରର ଗଭୀର ଜଳ ରେ ଭଗ୍ନ ହବୋ ଯୋଗୁଁ ତୁମ୍ଭର ସମସ୍ତ ବାଣିଜ୍ଯ ଦ୍ରବ୍ଯ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧିଅରେ ପତିତ ହେଲେ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்