Base Word
מְעָרָה
Short Definitiona cavern (as dark)
Long Definitioncave, den, hole
Derivationfrom H5783
International Phonetic Alphabetmɛ̆.ʕɔːˈrɔː
IPA modmɛ̆.ʕɑːˈʁɑː
Syllablemĕʿārâ
Dictionmeh-aw-RAW
Diction Modmeh-ah-RA
Usagecave, den, hole
Part of speechn-f

ଆଦି ପୁସ୍ତକ 19:30
ଲୋଟ ସୋଯର ରେ ରହିବାକୁ ଭୟ କଲା। ତେଣୁ ସେ ଏବଂ ତାଙ୍କର କନ୍ଯା ରହିବା ପାଇଁ ପର୍ବତକୁ ପଳାଇଲେ, ସମାନେେ ସଠାେରେ ଏକ ଗୁମ୍ଫା ରେ ବାସ କଲେ।

ଆଦି ପୁସ୍ତକ 23:9
ସେ ହୁଏତ ମକ୍ପଲୋର ଗୁମ୍ଫା ଉଚିତ ମୂଲ୍ଯ ରେ ମାେତେ ବିକି ଦବେେ, ଯାହା ତାଙ୍କର ଅଛି, ତାଙ୍କର କ୍ଷତରେ ଶଷେ ଭାଗ ରେ ଯାହା ଅଛି। ମୁଁ ଚା ହେଁ ତୁମ୍ଭମାନେେ ସମସ୍ତେ ଏହି ଦିଆନିଆର ସାକ୍ଷୀ ହିଅ। ମୁଁ ଏହାକୁ କବର ସ୍ଥାନ ରୂପେ ବ୍ଯବହାର କରିବା ପାଇଁ କ୍ରଯ କରୁଛି।

ଆଦି ପୁସ୍ତକ 23:11
ନା ମୁନିବ, ସପରେି ହବେ ନାହିଁ। ମାେ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସହେି ସ୍ଥାନ ଓ ତନ୍ମଧ୍ଯସ୍ଥିତ ଗୁହା ଦଲେି। ମୁଁ ସ୍ବବଂଶୀଯ ସନ୍ତାନମାନଙ୍କ ସାକ୍ଷାତ ରେ ତାହା ଆପଣଙ୍କୁ ଦଲେି। ଆପଣ ନିଜ ସ୍ତ୍ରୀର ମୃତ ଦହକେୁ କବର ଦିଅନ୍ତୁ।

ଆଦି ପୁସ୍ତକ 23:17
ଏଣୁ ଇଫ୍ରୋଣ ସହେି ଭୂମିର ମାଲିକାନା ବଦଳାଇଲେ। କାମ୍ରି ପାଖ ରେ ଯେଉଁ ଜମି ମକ୍ପଲୋ ରେ ଥିଲା ଗୁହା ପାଶର୍ବ ଏବଂ ଚତୁଃପାଶର୍ବ ରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା।

ଆଦି ପୁସ୍ତକ 23:19
ଏହାପରେ ଅବ୍ରହାମ ମକ୍ପଲୋ କ୍ଷେତ୍ରସ୍ଥିତ ଗୁହା ରେ ମମ୍ରିର ପାଶର୍ବ ରେ ହେବ୍ରୋଣ ମଧିଅରେ କିଣାନ ଦେଶ ରେ ନିଜର ସ୍ତ୍ରୀ ସାରାକୁ କବର ଦେଲେ। ସହେିସ୍ଥାନ କିଣାନ ଦେଶସ୍ଥ ଥିଲା।

ଆଦି ପୁସ୍ତକ 23:20
ଏହି ପ୍ରକା ରେ ଅବ୍ରହାମ ହତରେମାନଙ୍କଠାରୁ କ୍ଷତେ ଏବଂ ସେଥି ରେ ଥିବା ଗୁମ୍ଫା କିଣିଲେ। ସେ ଏହାକୁ କବର ସ୍ଥାନ ରୂପେ ବ୍ଯବହାର କଲେ।

ଆଦି ପୁସ୍ତକ 25:9
ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାଯଲେ ମମ୍ରିର ନିକଟରେ ହତେୀଯ ସହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପଲୋ ନାମକ ଗୁହା ରେ ତାହାଙ୍କୁ କବର ଦେଲେ।

ଆଦି ପୁସ୍ତକ 49:29
ଏହାପରେ ଇଶ୍ରାୟେଲ ତାଙ୍କୁ ନିର୍ଦ୍ଦେଶ ଦଇେ କହିଲେ, ମୁଁ ଯେତବେେଳେ ମରିବି, ମାରେପୂର୍ବପୁରୁଷମାନଙ୍କ ସହିତ ମାେତେ ଇଫ୍ରୋଣର ହତେୀଯ କ୍ଷତେ ରେ କବର ଦିଅ।

ଆଦି ପୁସ୍ତକ 49:30
ଏଣୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶ ରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପଲୋର କ୍ଷେ ତ୍ର ହତେୀଯ ଇଫ୍ରୋଣଠାରୁ କିଣିଥିଲେ। ସହେି ହତେୀଯ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହା ରେ ମାରେ ପୂର୍ବପୁରୁଷମାନଙ୍କ ନିକଟରେ ମାେତେ କବର ଦବେ।

ଆଦି ପୁସ୍ତକ 49:32
ସହେି କ୍ଷେତ୍ର ଓ ଦନ୍ମଧ୍ଯସ୍ଥ ଗୁହା ହତେୀଯ ସନ୍ତାନମାନଙ୍କଠାରୁ କିଣା ହାଇେଅଛି।

Occurences : 39

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்