Base Word
מִקְנֶה
Short Definitionsomething bought, i.e., property, but only live stock; abstractly, acquisition
Long Definitioncattle, livestock
Derivationfrom H7069
International Phonetic Alphabetmɪk’ˈn̪ɛ
IPA modmikˈnɛ
Syllablemiqne
Dictionmik-NEH
Diction Modmeek-NEH
Usagecattle, flock, herd, possession, purchase, substance
Part of speechn-m

ଆଦି ପୁସ୍ତକ 4:20
ଆଦା ଜାବଳକୁ ଜନ୍ମ ଦଲୋ, ସେ ତମ୍ବୁ ନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସମାନେେ ଗୋରୁଗାଇ ଚ଼ରାଇ ଜୀବିକା ନିର୍ବାହ କରୁଥିଲେ।

ଆଦି ପୁସ୍ତକ 13:2
ଅବ୍ରାମ ପଶୁ ଓ ସୁନାରୂପା ରେ ଅତି ଧନବାନ ଥିଲେ।

ଆଦି ପୁସ୍ତକ 13:7
ସହେି ସମୟରେ ସଠାେରେ କିଣାନୀଯ ଓ ପିରିଜୀଯ ଲୋକମାନେ ସଠାେରେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମଷେପାଳକମାନଙ୍କ ମଧିଅରେ ଝଗଡ଼ା ହେଲା।

ଆଦି ପୁସ୍ତକ 13:7
ସହେି ସମୟରେ ସଠାେରେ କିଣାନୀଯ ଓ ପିରିଜୀଯ ଲୋକମାନେ ସଠାେରେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମଷେପାଳକମାନଙ୍କ ମଧିଅରେ ଝଗଡ଼ା ହେଲା।

ଆଦି ପୁସ୍ତକ 26:14
ତାଙ୍କର ପଲପଲ ମଷେ, ପଶୁପଲ ଏବଂ ଦାସ ଥିଲେ। ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଇର୍ଷା କରିବାକୁ ଲାଗିଲେ।

ଆଦି ପୁସ୍ତକ 26:14
ତାଙ୍କର ପଲପଲ ମଷେ, ପଶୁପଲ ଏବଂ ଦାସ ଥିଲେ। ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଇର୍ଷା କରିବାକୁ ଲାଗିଲେ।

ଆଦି ପୁସ୍ତକ 29:7
ଯାକୁବ କହିଲେ, ଦେଖ ଏବେ ବହୁତ ବଳେ ଅଛି। ମଷେପଲ ଏକତ୍ର କରିବାର ସମୟ ହାଇନୋହିଁ। ତୁମ୍ଭମାନେେ ମଷଗେଣଙ୍କୁ ଜଳପାନ କରାଇ ପୁନ୍ନର୍ବାର ଚରାଇବାକୁ ନଇୟୋଅ।

ଆଦି ପୁସ୍ତକ 30:29
ଯାକୁବ ଉତ୍ତର ଦଲୋ, ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ତାଙ୍କର ବହୁ ଯତ୍ନ ନଇେଅଛି।

ଆଦି ପୁସ୍ତକ 31:9
ତେଣୁ ପରମେଶ୍ବର ତୁମ୍ଭ ପିତାଙ୍କଠାରୁ ପଶୁମାନଙ୍କୁ ଆଣି ମାେତେ ଦେଲେ।

ଆଦି ପୁସ୍ତକ 31:18
ତେଣୁ ସମାନେେ ଯାହା ପା୍ରପ୍ତ ହାଇେଥିଲେ ପଦ୍ଦନ ଅରାମ ରେ ସମସ୍ତ ଜୀବନ୍ତ ବସ୍ତ୍ର ଓ ସମ୍ପତ୍ତି ନେଲେ ଏବଂ ଚାଲିଗଲେ। ସମାନେେ ପ୍ରସ୍ଥାନ କଲେ ଯାକୁବଙ୍କ ପିତା ଇସ୍ହାକଙ୍କ ଦେଶ କୀଣାନୀଯକୁ।

Occurences : 76

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்