Base Word
אָלַם
Short Definitionto tie fast; hence (of the mouth) to be tongue-tied
Long Definitionto bind
Derivationa primitive root
International Phonetic Alphabetʔɔːˈlɑm
IPA modʔɑːˈlɑm
Syllableʾālam
Dictionaw-LAHM
Diction Modah-LAHM
Usagebind, be dumb, put to silence
Part of speechv

ଆଦି ପୁସ୍ତକ 37:7
ଆମ୍ଭେ ସମସ୍ତେ କ୍ଷତେ ରେ କାର୍ୟ୍ଯ କରୁଥିଲୁ। ଆମ୍ଭେ କ୍ଷତେ ରେ ବିଡ଼ା ବାନ୍ଧୁଥିଲୁ। ତହିଁରେ ମୁଁ ଦେଖିଲି ମାରେ ବିଡ଼ା ଉଠି ଛିଡ଼ା ହେଲା। ତୁମ୍ଭମାନଙ୍କର ବିଡ଼ା ସବୁ ମାେ ବିଡ଼ାକୁ ଚାରିଆଡ଼େ ଘରେି ପ୍ରଣାମ କଲେ।

ଗୀତସଂହିତା 31:18
ସହେି ଦୁଷ୍ଟ ଲୋକମାନେ ମିଥ୍ଯାବାଦୀ। ସମାନେେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ଯାକଥା କୁହନ୍ତି। ସହେି ଦୁଷ୍ଟ ଲୋକମାନେ ଅତ୍ଯନ୍ତ ଅହଂକାରୀ। ସମାନଙ୍କେର ସହେି ମିଥ୍ଯା କହୁଥିବା ଓଷ୍ଠ ନୀରବ ହାଇଯେିବ।

ଗୀତସଂହିତା 39:2
ତଣେୁ ମୁଁ କିଛି କହିଲି ନାହିଁ। ଏପରିକି ମୁଁ କିଛି ଭଲ କଥା ମଧ୍ଯ କହିବି ନାହିଁ। କିନ୍ତୁ ଏହା ଦ୍ବାରା ମୁଁ ଅଧିକ କୋର୍ଧୀ ହଲିେ।

ଗୀତସଂହିତା 39:9
ମୁଁ ମାରେ ପାଟି ଖାଲିେ ନାହିଁ। ମୁଁ କିଛି କହି ନାହିଁ। ହେ ସଦାପ୍ରଭୁ ତୁମ୍ଭେ ୟାହା କରିବା କଥା ତାହା କରିଛ।

ଯିଶାଇୟ 53:7
ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହାଇେ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମଷେ ଶାବକ ତୁଲ୍ଯ ଓ ଲୋମ ଛଦନକୋରୀଙ୍କ ସମ୍ମୁଖ ରେ ନିରୀହ ମଷେ ତୁଲ୍ଯ ସେ ନିଜର ମୁଖ ଫିଟାଇଲେ ନାହିଁ।

ଯିହିଜିକଲ 3:26
ତା'ପ ରେ ଆମ୍ଭେ ତୁମ୍ଭ ଜିହ୍ବାକୁ ତୁମ୍ଭ ମୁଖର ତାଳୁ ରେ ୟୁକ୍ତ କରିବା, ଫଳ ରେ ତୁମ୍ଭେ ନୀରବ ରହିବ ଓ ସମାନଙ୍କେୁ ଗାଳି ଦବୋକୁ ସମର୍ଥ ହବେ ନାହିଁ। ଯଦିଓ ସମାନେେ ଗୋଟିଏ ବିଦ୍ରୋହୀ ଜାତି ଅଟନ୍ତି।

ଯିହିଜିକଲ 24:27
ସଦେିନ ସହେି ଉତ୍ତରାଧିକାରୀ ଲୋକ ନିକଟରେ ତୁମ୍ଭର ମୁଖ ଫିଟିୟିବ ଓ ତୁମ୍ଭେ ଆଉ ନୀରବ ନ ରହି କଥା କହିବ। ଏହିରୂପେ ତୁମ୍ଭେ ସମାନଙ୍କେ ପାଇଁ ଏକ ଦୃଷ୍ଟାନ୍ତ ହବେ ଏବଂ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।

ଯିହିଜିକଲ 33:22
ସହେି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସନ୍ଧ୍ଯା ସମୟରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଥିଲା। ପ୍ରାତଃକାଳ ରେ ସହେି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସେ ମାରେ ମୁଖ ଫିଟାଇଥିଲେ। ଆଉ ମୁଁ ଚୁପ୍ ହାଇେ ରହିଲି ନାହିଁ।

ଦାନିଏଲ 10:15
ସେ ମାେତେ ଏହା କହିଲା ପ ରେ ମୁଁ ଭୂମିରେ ମୁହଁ ମାଡି ଅବାକ୍ ହାଇେ ରହିଲି।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்